ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: ସବୁଠି ବିଜେଡି…
ଭୁବନେଶ୍ୱର,୨୪ା୮: ବରିଷ୍ଠ ରାଜନେତା ଅମର ଶତପଥୀ ରବିବାର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ରାଜନୈତିକ ମହଲରେ ଜୋର୍ଦାର ଚର୍ଚ୍ଚା ହେଉଛି। ସେ କହିଛନ୍ତି ବଡ଼ଚଣା ବିଜେଡିକୁ ଭାଙ୍ଗିବା ପ୍ରକ୍ରିୟା ଭୁବନେଶ୍ୱରରୁ ହିଁ ଆରମ୍ଭ ହୋଇଥିଲା। କର୍ମୀ ସେତେବେଳେ ଦଳ…
ମେୟର ଦେଲେ ବଡ଼ ସୂଚନା ଭୁବନେଶ୍ୱର ସବୁ ଥାନାରୁ ହଟିବ ଜବତ ଗାଡ଼ି
ଭୁବନେଶ୍ୱର,୨୪।୮: ଭୁବନେଶ୍ୱର ସବୁ ଥାନାରୁ ଜବତ ଅବ୍ୟହୃତ ଓ ଅଚଳ ଗାଡ଼ି ହଟିବ। ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ ଏହି ସୂଚନା ଦେଇଛନ୍ତି। ଜବତ ଗାଡ଼ି ପଡ଼ି ରହିବା ଯୋଗୁ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେଉଛି। ଗାଡ଼ି ହଟିଲେ…
୨୭ଯାଏ ପ୍ରବଳ ବର୍ଷା, ରାଜ୍ୟର ଏସବୁ ଜିଲାକୁ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୨୩ା୮(ଅନୁରାଧା ମହାରଣା)- ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମୌସୁମୀ ବର୍ଷା ହେଉଛି। ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରବିବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ…
ଭୁବନେଶ୍ୱରରେ ଘର କିଣିବାକୁ କେତେ ଟଙ୍କା ଖର୍ଚ୍ଚ କରିବାକୁ ପଡିବ? ଆସିଲା ବଡ଼ ଅପଡେଟ୍
ଭୁବନେଶ୍ୱର, ୨୩।୮: ବର୍ତ୍ତମାନ ଭୁବନେଶ୍ୱରରେ ଆପଣଙ୍କ ସ୍ବପ୍ନର ଘର କିଣିବା ଏକ କଠିନ ଚ୍ୟାଲେଞ୍ଜ ପାଲଟିଛି, ଏପରିକି ସହରର ସର୍ବାଧିକ ରୋଜଗାର କରୁଥିବା ଲୋକଙ୍କ ପାଇଁ ମଧ୍ୟ। ନ୍ୟାସନାଲ ହାଉସିଂ ବ୍ୟାଙ୍କ (NHB) ଏବଂ ନ୍ୟାସନାଲ ନମୁନା ସର୍ଭେ ଅଫିସ (NSSO)…
ରାଜନୀତିରେ ହଲଚଲ୍: ନବୀନ ନିବାସରେ ମୋହନ
ଭୁବନେଶ୍ୱର,୨୩।୮: ନବୀନ ନିବାସ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେଠାରେ ବିରୋଧୀ ଦଳ ନେତା ନବୀନଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି। ତାଙ୍କର ସୁସ୍ଥତା କାମନା କରି ‘ଆପଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା କିପରି ଅଛି’ ବୋଲି ପଚାରିଥିଲେ । ବିରୋଧୀ ଦଳ…
ଆଜି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍
ଭୁବନେଶ୍ୱର,୨୩।୮: ଆଜି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍। ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ ସୂଚନା ଦେଇଛନ୍ତି। ଏହା ସହ ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ସତର୍କ ସୂଚନା ଜାରି କରିଛନ୍ତି।…
ସରକାରଙ୍କ ବଡ଼ ଘୋଷଣା: ଏହି ଦିନ ଛୁଟି ରହିବ ସରକାରୀ ଅଫିସ୍!
ଭୁବନେଶ୍ୱର,୨୩ା୮(ରବିନାରାୟଣ ଜେନା):ପ୍ରତିବର୍ଷ ପଶ୍ଚିମ ଓଡ଼ିଶାର ନୂଆଁଖାଇ ପରଦିନ ସରକାରୀ ଛୁଟି ଲାଗି ଦାବି ହୋଇ ଆସୁଥିଲା। ଏପରି କି ପୂର୍ବ ବର୍ଷଗୁଡ଼ିକରେ ଭାଜପା ବିରୋଧୀଦଳରେ ଥିବାବେଳେ ଏହି ଦିନକୁ ସରକାରୀ ଛୁଟିି ପାଇଁ ଅଡ଼ି ବସିଥିଲା। ହେଲେ ତାହା ସମ୍ଭବ ହୋଇପାରୁ…
ଆଜି ୨୦ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୩।୮: ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପାଇଁ ୨୦ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ କରିଛି। ସେହି ଜିଲାଗୁଡିକ…
ପୁଣି ଚର୍ଚ୍ଚାରେ ASO: ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖି…
ଭୁବନେଶ୍ୱର, ୨୨ା୮: ପୁଣି ଚର୍ଚ୍ଚାରେ ASO। ଯୁବତୀଙ୍କୁ ପ୍ରତାରଣା ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ASO ଗିରଫ। ଆସିଷ୍ଟାଣ୍ଚ ସେକ୍ସନ ଅଫିସର (ASO) ସୁଶାନ୍ତ ଜେନା ଗିରଫ। ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖି ପ୍ରତାରଣା କରିଥିବା ଅଭିଯୋଗ…
ପୂଜା ମାର୍କେଟରେ ବେଆଇନ୍ ଚାନ୍ଦା ଆଦାୟ କରୁଛନ୍ତି କି? ଆସିଗଲା ବଡ଼ ନିୟମ
ଭୁବନେଶ୍ୱର,୨୨।୮: ବେଆଇନ୍ ଚାନ୍ଦା ଆଦାୟ କରୁଛନ୍ତି କି? ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ କଡ଼ା ନିର୍ଦ୍ଦେଶ। ସମସ୍ତ ଏସ୍ପିଙ୍କୁ କଡ଼ା ନିର୍ଦ୍ଦେଶ ଦେଲେ ପୋଲିସ ଡିଜି। ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ। ପାର୍ବଣ ଋତୁରେ ନିରାପତ୍ତା…
ଦୁର୍ନୀତିଖୋର କର୍ମଚାରୀଙ୍କୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ପ୍ରତିକ୍ରିୟା
ଭୁବନେଶ୍ୱର,୨୨।୮: ଦୁର୍ନୀତିଖୋର କର୍ମଚାରୀଙ୍କ ପ୍ରତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ଦୁର୍ନୀତିଖୋରଙ୍କୁ ଠାବ କରିବା ପାଇଁ ଟେକ୍ନୋଲୋଜିର ବ୍ୟବହାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏପରିକି ବୈଷୟିକ ଜ୍ଞାନ କୌଶଳ ପ୍ରୟୋଗ କରି ଦୁର୍ନୀତିଖୋର…
ରାଜଧାନୀରେ ହେବ କୁକୁର ଗଣନା: ମେୟର
ଭୁବନେଶ୍ୱର,୨୨।୮: ରାଜଧାନୀ ଭୁବନେଶ୍ୱରରେ ଉଭୟ ବୁଲା ଏବଂ ପୋଷା କୁକୁର ଗଣନା ହେବ ବୋଲି ଶୁକ୍ରବାର BMC ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି। ଏପରି କି କୁକୁରଙ୍କ କାନରେ ଟ୍ୟାଗ ଲଗାଯିବ। ଏନେଇ BMC ପାଖରେ ସବୁ ତଥ୍ୟ ରହିବ।…
Archives


