ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୯୫୨କୁ ବୃଦ୍ଧି…
ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା। ଶୁକ୍ରବାର ରାଜ୍ୟରେ ୭,୭୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି…
ଚିରନିଦ୍ରାରେ ‘ଶଲାବୁଢ଼ା’ ଫେମ୍ ଅଭିନେତା
ଭୁବନେଶ୍ୱର/ସୋନପୁର(ବ୍ୟୁରୋ, ନି.ପ୍ର.)୫।୬: ଲୋକପ୍ରିୟ ସମ୍ବଲପୁରୀ ଫିଲ୍ମ ‘ଶଲାବୁଢ଼ା’ ଫେମ୍ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ଘଟିଛି। ଶୁକ୍ରବାର ବିଳମ୍ବିତ ରାତି ୩ଟା ୪୫ ମିନିଟ୍ରେ ବୁର୍ଲା ଭିମ୍ସାରରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ…
ମହାମାରୀରେ ଅନାଥ ହୋଇଥିବା ପିଲାଙ୍କୁ ମିଳିବ ଭତ୍ତା
ଭୁବନେଶ୍ୱର,୪।୬: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇଥିବା ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୨ ପିଲାଙ୍କୁ ମଧୁବାବୁ ଯୋଜନାରେ ଭତ୍ତା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଏବଂ ମୟୂରଭଞ୍ଜ ଜିଲାରୁ ୩ ଜଣ ଲେଖାଏଁ ପିଲା ଭତ୍ତା ପାଇବେ।…
ବାତ୍ୟା କ୍ଷତିପୂରଣ ଅର୍ଥ ମିଳୁନି: ଅତିରିକ୍ତ ତହସିଲଦାର, ଆର୍ଆଇଙ୍କୁ ଘେରିଲେ ଲୋକେ
ଖଇରା,୪ା୬(ଡି.ଏନ୍.ଏ.): ବାତ୍ୟା ‘ୟାସ୍’ କୁ ୧୦ଦିନ ବିତିଯାଇଥିଲେ ହେଁ ବାଲେଶ୍ବର ଜିଲା ଖଇରା ତହସିଲ ଅଧୀନ ଗଣ୍ଡିବେଡ଼ ତଥା ଅନ୍ୟାନ୍ୟ ରାଜସ୍ବ କ୍ଷେତ୍ର ଅଧୀନରେ ବନ୍ୟା ତଥା ବାତ୍ୟା କ୍ଷତିଗ୍ରସ୍ତମାନଙ୍କୁ ଏ ପର୍ଯ୍ୟନ୍ତ ପଲିଥିନ ଓ କ୍ଷତିପୂରଣ ଅର୍ଥ ପ୍ରଦାନ କରା…
ଯୁକ୍ତ ୨ ପରୀକ୍ଷା ବାତିଲ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। କରୋନା ପାଇଁ ପରୀକ୍ଷା ସମ୍ଭବ ହେଉ ନ ଥିବାରୁ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷାଠାରୁ ଛାତ୍ରୀଛାତ୍ରଙ୍କ ଜୀବନ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ପରିସ୍ଥିତି ସ୍ବାଭାବିକ…
୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିଯୁକ୍ତି
ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଗୁରୁବାର ନିଯୁକ୍ତିପତ୍ର ଦିଆଯାଇଛି। ଆସନ୍ତା ୭ଦିନ ମଧ୍ୟରେ ନିଜ ନିଜ କାର୍ଯ୍ୟସ୍ଥଳୀରେ ଯୋଗଦେବା ପାଇଁ ଅନୁରୋଧ କରାଯାଇଛି। ଉକ୍ତ ନିଯୁକ୍ତିପତ୍ରକୁ ଲକ୍ଡାଉନ୍ କିମ୍ବା ଶଟ୍ଡାଉନ୍ ସମୟରେ ଯାତାୟାତ ନିମନ୍ତେ ପାସ୍ ଭାବେ ବ୍ୟବହାର କରି…
ବାତ୍ୟା ପରେ କାଦୁଅଫିଙ୍ଗା
ଭୁବନେଶ୍ୱର,୪।୬(ବ୍ୟୁରୋ): ବାତ୍ୟା ‘ୟାସ୍’ ପରିଚାଳନାକୁ ନେଇ ଶାସକ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ବାତ୍ୟା ପରିଚାଳନା ସରକାରଙ୍କ ପ୍ରଚାର ସର୍ବସ୍ବ ବୋଲି ଭାଜପା ପକ୍ଷରୁ ଅଭିଯୋଗ କରାଯାଇଥିବାବେଳେ ଏଭଳି ସମାଲୋଚନା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି…
ସ୍କୁଲ୍ ଫି’ ଛାଡ଼ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ରାୟ ମାନିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୪ା୬(ବ୍ୟୁରୋ): କରୋନା କାଳରେ ଘରୋଇ ସ୍କୁଲର ଛାତ୍ରୀଛାତ୍ରଙ୍କ ଫି’ ଛାଡ଼କୁ ନେଇ ସୁପ୍ରିମ୍କୋର୍ଟଙ୍କ ରାୟକୁ ଆଧାର କରି ରାଜ୍ୟ ସରକାର ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଯେଉଁ ସ୍କୁଲଗୁଡ଼ିକ ରାଜ୍ୟ ସରକାରଙ୍କ ଦ୍ୱାରା ହୋଇଥିବା ଏମ୍ଓୟୁରେ ସ୍ବାକ୍ଷର କରିଥିବେ ସେମାନେ…
ଦାୟିତ୍ୱ ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ
ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଭାଗକୁ ଅଧିତ୍କ କ୍ରିୟାଶୀଳ କରିବା ଉପରେ ନୂତନ ନିର୍ଦ୍ଦେଶକ ଗୁରୁତ୍ୱାରୋପ କରିଛନ୍ତି। ସୂଚନା ପ୍ରଦାନ…
ଚାର୍ଟାର୍ଡ ଆକାଉଣ୍ଟାଣ୍ଟରୁ ଶିକ୍ଷା ଗୁରୁ
ଭୁବନେଶ୍ୱର,୪।୬(ବ୍ୟୁରୋ): ଡ. ବିଜୟ କୁମାର ସାହୁ। ଜଣେ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତିତ୍ୱ। ୧୯୬୩ ଜୁନ୍ ୧ରେ ଖୋର୍ଦ୍ଧା ଜିଲାରେ ଜନ୍ମଗ୍ରହଣ କରିଥିବା ବିଜୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। କିନ୍ତୁ ଓଡ଼ିଶାରେ ଶିକ୍ଷାର ପରିବର୍ତ୍ତନ ଥିଲା ତାଙ୍କର ସ୍ବପ୍ନ।…
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୩୯ ଜୀବନ
ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୩୯ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୯୧୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Archives


