ମେଟ୍ରୋ

ଫନୀ ପାଇଁ ମିଳିଛି ଜାତୀୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୩୧୧୪.୪୬ କୋଟି

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଗତ ମେ ୩ ତାରିଖରେ ଉପକୂଳ ଓଡ଼ିଶାରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ଫନୀ ଯୋଗୁ ବହୁ ଧନଜୀବନ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟାରେ କ୍ଷତିଗ୍ରସ୍ତ ଲୋକମାନଙ୍କର ଜୀବିକା ପୁନରୁଦ୍ଧାର କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି।...

୫୦୧୫ ପଡ଼ା ଗ୍ରାମକୁ ମିଳିବ ରାଜସ୍ବ ଗ୍ରାମ ମାନ୍ୟତା

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ୫,୦୧୫ଟି ପଡ଼ାଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳିବ। ଏହି ଗ୍ରାମକୁ ରାଜସ୍ବ ଗ୍ରାମରେ ପରିଣତ କରିବା ପାଇଁ ରାଜସ୍ବ ପର୍ଷଦ ୨୦୧୪ ଜୁନ୍‌ ୨୮ ତାରିଖରେ ଏକ ନିୟମାବଳୀ ଜାରି କରିଛନ୍ତି। ଏହି ନିୟମାବଳୀ ଆଧାରରେ ଜିଲାପାଳଙ୍କଠାରୁ...

ପୋଢୁଆଁ ହେବେ ଶ୍ରୀକପିଳେଶ୍ୱର

ପୁରୁଣା ଭୁବନେଶ୍ୱର, ୧୬।୧୧ (ଡି.ଏନ.ଏ.): ଆସନ୍ତା ୨୦ ତାରିଖରେ ପୋଢୁଆ ଅଷ୍ଟମୀ। ପୋଢୁଆ ହେବେ ମହାପ୍ରଭୁ ଶ୍ରୀକପିଳେଶ୍ୱର ଦେବ। ଏଥିପାଇଁ କୈବର୍ତ୍ତସାହିରେ ପୂଜା ପାଉଥିବା ମାମୁ ଶ୍ରୀଝୁଣ୍ଟୁକେଶ୍ୱର ମହାଦେବଙ୍କ ପକ୍ଷରୁ ନବବସ୍ତ୍ର ଆସିବ। ବିଧି ମୁତାବକ କପିଳେଶ୍ୱର ଦେବଙ୍କ ପୀଠରେ...

ଆଇଏମ୍‌ଏମ୍‌ଟି ପରିସରରୁ ଜମି ଅଧିଗ୍ରହଣକୁ ବିରୋଧ:ବିଡିଏ ସ୍କ୍ବାଡ୍‌-ବୈଜ୍ଞାନିକ ମୁହାଁମୁହିଁ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଆଚାର୍ଯ୍ୟବିହାରସ୍ଥ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନୋଲୋଜି (ଆଇଏମ୍‌ଏମ୍‌ଟି) ପରିସରରୁ ଜମି ଅଧିଗ୍ରହଣ କରିବାକୁ ଆସି ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ୍‌ ବିରୋଧର ସମ୍ମୁଖୀନ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ୍‌ର ଅଧିକାରୀମାନେ ଏହି ଜମି...

ଲୋକାଲ ଫ୍ଲାପ୍‌ ଟିସ୍ୟୁ ବ୍ୟବହାର ଦ୍ୱାରା ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଲୋକାଲ ଫ୍ଲାପ୍‌ ଟିସ୍ୟୁ ବ୍ୟବହାର କରି ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କ ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ବି.ଆର. ଲାଇଫ୍‌ କଳିଙ୍ଗ ହସ୍ପିଟାଲରେ ହୋଇଥିବା ଏହି ଅସ୍ତ୍ରୋପଚାରରେ ତାଙ୍କ ଜୀବନ ରକ୍ଷା ହେବାସହ ନାକ...

ଆବାସ ଦୁର୍ନୀତି ନେଇ ପଞ୍ଚାୟତିରାଜ ସଚିବଙ୍କ ଚିଠି: ଯୋଗ୍ୟଙ୍କୁ ସାମିଲ କର, ଅଯୋଗ୍ୟଙ୍କୁ କାଟ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ରାଜ୍ୟର କେତେଗୁଡିଏ ଜିଲାରେ ବ୍ୟାପକ କ୍ଷତି ଘଟିଛି। କ୍ଷତିଗ୍ରସ୍ତ ଜିଲାର ଅନେକ ଲୋକଙ୍କ ଘର ଭାଙ୍ଗିବା ସହ ବହୁ ଗରିବଙ୍କୁ ବାସହରା ହେବାକୁ ମଧ୍ୟ ପଡିଛି। ସେହି ଅନୁଯାୟୀ କ୍ଷତିଗ୍ରସ୍ତଙ୍କୁ ପକ୍କାଘର ଯୋଗାଇ ଦେବାକୁ...

ଦାଦନ ସମସ୍ୟାକୁ ରୋକିବ ଲୋକକଳା

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ି ଚାଲିଥିବା ବେଳେ ଏହାକୁ ରୋକିବାକୁ ଲୋକକଳାର ସାହାଯ୍ୟ ନିଆଯିବ। ଲୋକକଳା ପରିବେଷଣ ମାଧ୍ୟମରେ ଲୋକଙ୍କୁ ଦାଦନ ସମସ୍ୟାର ଭୟାବହତା ଏବଂ ନକାରାତ୍ମକ ଦିଗ ସମ୍ପର୍କରେ ସଚେତନ କରାଯିବ। ପ୍ରାଥମିକ...

ଅମରେଶ ହତ୍ୟା ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଅମରେଶ ନାୟକ ହତ୍ୟା ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଆଉ ୩ଜଣଙ୍କୁ ଶନିବାର ପୋଲିସ ଗିରଫ କରିଛି। ସେମାନେ ହେଲେ ସୁନ୍ଦରପଦାର ରଘୁ, ବବୁଲ ଓ ଉଙ୍କା। ଏମାନଙ୍କୁ ରାଜଧାନୀ ଓ ଏହାର ଉପକଣ୍ଠ ଅଞ୍ଚଳରୁ ଗିରଫ କରାଯାଇଥିବା...

ଗେଷ୍ଟ ହାଉସ୍‌ରେ ଯୁବତୀଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ବରମୁଣ୍ଡା ଅଞ୍ଚଳର ଏକ ଗେଷ୍ଟ ହାଉସ୍‌ରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ କଟକ ଜିଲା ଗୋବିନ୍ଦପୁର ଅଞ୍ଚଳର ବାବୁଲି ସାହୁଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଶୁକ୍ରବାର...

ଭାଜପା ଭୁବନେଶ୍ୱର ଜିଲା ସଭାପତିଙ୍କୁ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଭାଜପାର ଭୁବନେଶ୍ୱର ସାଙ୍ଗଠନିକ ଜିଲା ସଭାପତି ତଥା କୋ-ଅପରେଟିଭ ସୋସାଇଟି ସଦସ୍ୟ ହରେକୃଷ୍ଣ ଖୁଣ୍ଟିଆଙ୍କୁ ଶୁକ୍ରବାର ମଧ୍ୟାହ୍ନରେ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଏକାମ୍ର ହାଟ ନିକଟ କାର୍ଯ୍ୟାଳୟରେ ହରେକୃଷ୍ଣ ଥିବାବେଳେ ୯ଜଣ ଯୁବକ ମୁହଁରେ...

୭ ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ: ପ୍ରତିନିଧି ମଣ୍ଡଳୀଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ

କୋଣାର୍କ,୧୬।୧୧(ଡି.ଏନ୍‌.ଏ.): ଜାତୀୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣର ସଭ୍ୟ ଲ୍ୟୁଟନାଣ୍ଟ ଜେନେରାଲ ଏନ୍‌ସି ମାରୁଆଙ୍କ ନେତୃତ୍ୱରେ ଆସିଥିବା ୭ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ ପ୍ରତିନିଧି ଶୁକ୍ରବାର ପ୍ରଥମେ ରାମଚଣ୍ଡିଠାରେ ଫନୀରେ କ୍ଷତିଗ୍ରସ୍ତ ଅଞ୍ଚଳରେ ବୃକ୍ଷରୋପଣ କରିଛନ୍ତି। ପରେ ଜେନେରାଲ ମାରୁଆଙ୍କ ନେତୃତ୍ୱରେ...

ଆରମ୍ଭ ହେଲା ‘୧୦୪ ହେଲ୍‌ଥ ହେଲ୍ପଲାଇନ୍‌’

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ସ୍ବାସ୍ଥ୍ୟ ସମ୍ପର୍କିତ ସୂଚନା ଏବଂ ପରାମର୍ଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ‘୧୦୪ ହେଲ୍‌ଥ ହେଲ୍ପଲାଇନ’ ସେବା ଶୁଭାରମ୍ଭ କରାଯାଇଛି। ରାଜ୍ୟରେ ପ୍ରଥମଥର ପାଇଁ ଆରମ୍ଭ ହୋଇଥିବା ଏହି ସେବା ମାଧ୍ୟମରେ ହିତାଧିକାରୀମାନେ ଦେୟମୁକ୍ତ ୧୦୪ ନମ୍ବରକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri