ମେଟ୍ରୋ

ଓଡ଼ିଶାରେ ୬୦% ଟିକାକରଣ

ଭୁବନେଶ୍ୱର, ୭।୯(ବ୍ୟୁରୋ): ଓଡ଼ିଶାରେ ପ୍ରଥମ ଡୋଜ୍‌ ଟିକାକରଣ ୬୦% ରହିଛି। ତେବେ ଦେଶରେ ପ୍ରଥମ ରାଜ୍ୟ ଭାବେ ହିମାଚଳ ପ୍ରଦେଶ ଯୋଗ୍ୟ ହିତାଧିକାରଙ୍କୁ ଶତ ପ୍ରତିଶତ ଟିକାକରଣ କରିବାରେ ସଫଳତା ହାସଲ କରିଛି। ଏଥିପାଇଁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉକ୍ତ…

ଜଗଦୀଶ, ଜୟନ୍ତ ପାଇବେ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’

ଭୁବନେଶ୍ୱର, ୭।୯ (ବ୍ୟୁରୋ): ଇମ୍ଫା ଚାରିଟେବୁଲ୍‌ ଟ୍ରଷ୍ଟ ପକ୍ଷରୁ ୨୦୨୧ ମସିହା ପାଇଁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ଘୋଷଣା ହୋଇଛି। କଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନାର ଉତ୍କର୍ଷ ପାଇଁ ବରିଷ୍ଠ ଚିତ୍ରକର ଜଗଦୀଶ ଚନ୍ଦ୍ର କାନୁନ୍‌ଗୋ ଓ ପ୍ରସିଦ୍ଧ ଘୁମୁରା…

ନୂତନ ଥାନା, ଫାଣ୍ଡି ଦାବିରେ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଅପରାଧ ବଢ଼ିଚାଲିଛି। ଏଥିସହିତ ରାଜ୍ୟରେ ପୋଲିସ କର୍ମଚାରୀଙ୍କ ଅଭାବ ରହିଛି। ଏହାକୁ ନେଇ ଉଭୟ ଶାସକ ଓ ବିରୋଧୀ ଦଳ ସଭ୍ୟମାନେ ବିଧାନସଭାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜନସଂଖ୍ୟା ବଢୁଥିବାରୁ ରାଜ୍ୟରେ ଖାଲିଥିବା ପୋଲିସ ପଦବୀ…

ବଢୁଛି ମହିଳା ବିରୋଧୀ ହିଂସା

ଜ୍ଞାନକୌଶଳ ବଳରେ ରାଜ୍ୟ ତଥା ଦେଶରେ ଯେତେ ପ୍ରଗତି ହେଲେ ମଧ୍ୟ ଅପରାଧ କମିପାରୁନାହିଁ। ବିଶେଷକରି ମହିଳା ବିରୋଧୀ ହିଂସା ଉପରେ ଲଗାମ ଲାଗିପାରୁନାହିଁ। ଜନସଂଖ୍ୟା ତୁଳନାରେ ଅପରାଧ ହ୍ରାସ ପାଇଁ ଆବଶ୍ୟକ ଭିତ୍ତିଭୂମି ଉପଲବ୍ଧ କରିବାରେ ସରକାର ବିଫଳ ହେବା…

ସଂରକ୍ଷଣ ସୀମା ୫୦% ଟପିବନି

ସଂରକ୍ଷଣ ସୀମା ୫୦% ଟପିବ ନାହିଁ ବୋଲି ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨ଟି ଅଧିନିୟମରେ ସଂଶୋଧନ ଆଣିଛନ୍ତି। ସେଥିରୁ ଗୋଟିଏ ସୋମବାର ବିଧାନସଭାରେ ଉପସ୍ଥାପିତ ହୋଇଛି। ଏହାଦ୍ୱାରା ସଂରକ୍ଷଣ ସୀମା ୫୦%…

ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୬।୯: ଉତ୍ତର-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍‌ ସର୍କୁଲେସନ୍‌ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ୭.୬ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ପଶ୍ଚିମ- ଦକ୍ଷିଣପଶ୍ଚିମ ଦିଗକୁ ଗତି…

ଟିକାକରଣରେ ଭୁବନେଶ୍ୱର ପ୍ରଥମ ସହର

ଭୁବନେଶ୍ୱର,୬।୯(ବ୍ୟୁରୋ): ଟିକାକରଣରେ ଭୁବନେଶ୍ୱର ଆଉ ପାଦେ ଆଗକୁ ବଢିଛି। ୨୨ଲକ୍ଷରୁ ଅଧିକ ଡୋଜ ଦେବାରେ ରାଜ୍ୟର ପ୍ରଥମ ସହର ପାଲଟିଛି ଭୁବନେଶ୍ୱର। ବର୍ତ୍ତମାନ ସୁଦ୍ଧା ମୋଟ ୨୨ ଲକ୍ଷ ୧ହଜାର ୭୬୧ ଡୋଜ ଟିକା ଦିଆଯାଇଛି। ଏ ନେଇ ବିଏମସି ପକ୍ଷରୁ…

ଆଜିଠୁ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନରେ ଅଫ୍‌ଲାଇନ୍‌ ପାଠପଢ଼ା

ଭୁବନେଶ୍ୱର,୬ା୯(ବ୍ୟୁରୋ): ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ସୋମବାରଠାରୁ ଖୋଲିଛି। ସବୁ ସେମିଷ୍ଟର ପାଇଁ ଶ୍ରେଣୀଗୃହରେ ପାଠପଢ଼ା ଆରମ୍ଭ ହୋଇଛି। ବୈଷୟିକ ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ ଏବଂ ଧନ୍ଦାମୂଳକ କଲେଜ, ପଲିଟେକ୍ନିକ, ଡିପ୍ଲୋମା କଲେଜ, ଆଇଟିଆଇ କଲେଜର ଛାତ୍ରୀଛାତ୍ର ଅଫ୍‌ଲାଇନ ମାଧ୍ୟମରେ ପାଠ ପଢୁଛନ୍ତି।…

ଆଦର୍ଶ ବିଦ୍ୟାଳୟ ଦେଶରେ ରୋଲ୍‌ ମଡେଲ ହେଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୁଖ୍ୟ ଲକ୍ଷ୍ୟ। ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂଲିଶରେ ଶିକ୍ଷା ପ୍ରଦାନ କରାଯାଉଛି। ବିଶେଷକରି ଗ୍ରାମାଞ୍ଚଳ ଓ…

ରାଜଧାନୀକୁ ବନ୍ଧୁକ ବିକ୍ରି କରିବାକୁ ଆସିଥିବା ପଶ୍ଚିମବଙ୍ଗ ବେପାରୀ ଗିରଫ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜଧାନୀରେ ବନ୍ଧୁକ ବିକ୍ରି କରିବାକୁ ଆସିଥିବା ପଶ୍ଚିମବଙ୍ଗର ଜଣେ ବେପାରୀଙ୍କୁ କମିଶନରେଟ ପୋଲିସ କାବୁ କିରିଛି। ରବିବାର ପୂର୍ବାହ୍ନରେ ଭରତପୁର ଥାନା ଅନ୍ତର୍ଗତ କୋଳଥିଆ ପଡିଆ ନିକଟରେ ବନ୍ଧୁକ ବିକ୍ରି ପାଇଁ ଗରାଖଙ୍କୁ ଅପେକ୍ଷା କରିଥିବାବେଳେ ପୋଲିସ ଗିରଫ କରିଛି।…

ଆଜିଠୁ ୬ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଟୁଡୁ

ଭୁବନେଶ୍ୱର,୬।୯(ବ୍ୟୁରୋ): କେନ୍ଦ୍ର ମନ୍ତ୍ରିମଣ୍ଡଳରେ ନୂତନ ଭାବେ ସ୍ଥାନ ପାଇଥିବା ମୟୂରଭଞ୍ଜ ଏମ୍‌ପି ବିଶ୍ୱେଶ୍ୱର ଟୁଡୁ ଅସୁସ୍ଥତା ଯୋଗୁ ଓଡ଼ିଶା ଗସ୍ତରେ ଆସି ପାରି ନ ଥିଲେ। ଆରୋଗ୍ୟ ଲାଭ କରି ଟୁଡୁ ସୋମବାରଠାରୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ…

ଆଜି ଆଉ ୮ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୬ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮,୦୫୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି ଖୋର୍ଦ୍ଧାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?