ମେଟ୍ରୋ

ରାଜଧାନୀରୁ ଆଉ ୯୭୪ ସଂକ୍ରମିତ ଚିହ୍ନଟ: ଜାଣନ୍ତୁ କେଉଁଠୁ କେତେ…

ଭୁବନେଶ୍ୱର,୧।୬(ବ୍ୟୁରୋ): ସଂକ୍ରମଣରେ ରୋକ୍‌ ଲାଗୁନି। ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ଆଉ ୯୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୦ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୮୦୪ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ତେବେ ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ…

ନିରଞ୍ଜନ ସେଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। କରୋନା ଯୋଗୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ଥିବା ବେଳେ ପିଲାଙ୍କ…

ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆରେ ଶେୟାର କରି ଲେଖିଛନ୍ତି, ‘ବିଶିଷ୍ଟ ଫୁଟବଲ…

ସହର, ଗ୍ରାମାଞ୍ଚଳରେ ହେବ ବର୍ଜ୍ୟବସ୍ତୁ ପରିଚାଳନା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୌରସଂସ୍ଥା ଏବଂ ଗ୍ରାମପଞ୍ଚାୟତ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା ସହିତ ପୌରସଂସ୍ଥାଗୁଡିକରେ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଥିବା ଆବଶ୍ୟକ ଭିତ୍ତିଭୂମି ବ୍ୟବହାର କରି ଗାଁଗୁଡିକର ଠିକ୍‌ ମଳ ପରିଚାଳନା ଏବଂ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ରାଜ୍ୟ ସରକାର…

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି। ଏହି ୩୭ ମୃତକଙ୍କ…

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୮୯୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୮୪୩ ଜଣ ଲୋକାଲ କେସ୍‌ ଥିବା…

୪ ଅତିରିକ୍ତ ଏସ୍‌ପିଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଓଡ଼ିଶା ପୋଲିସର ୪ଜଣ ଅତିରିକ୍ତ ଏସ୍‌ପି ପାହ୍ୟାର ଅଫିସରଙ୍କୁ ନୂଆ ନିଯୁକ୍ତି ପ୍ରଦାନ କରାଯାଇଛି। ଗତ ୭ ତାରିଖରେ ଗୃହ ବିଭାଗ ପକ୍ଷରୁ ସେମାନଙ୍କୁ ଡିଏସ୍‌ପି ପାହ୍ୟାରୁ ଅତିରିକ୍ତ ଏସ୍‌ପି ପାହ୍ୟାକୁ ପଦୋନ୍ନତି ଦିଆଯାଇଥିଲା। ସୋମବାର ସେମାନଙ୍କୁ ନୂଆ…

୪ ଜିଲାରେ ହେବ ଅଣଧାନ ଫସଲ

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଚଳିତ ଖରିଫ୍‌ରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକ୍ଟର ଚାଷଜମିରେ ଫସଲର ବିବିଧୀକରଣର ଏକ ପାଇଲଟ୍‌ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହାକୁ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ…

୧୭ ଯାଏ ଓଏଚ୍‌ଆର୍‌ସିକୁ ସର୍ବସାଧାରଣ ପ୍ରବେଶ ମନା

ଭୁବନେଶ୍ୱର, ୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଓଡିଶା ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କ ପ୍ରବେଶକୁ ବନ୍ଦ କରାଯାଇଛି। ପୂର୍ବରୁ ମେ ୩୧ ପର୍ଯ୍ୟନ୍ତ ପ୍ରବେଶ ବନ୍ଦ ରହିଥିବାବେଳେ ଏବେ ପୁଣି ଅବଧି ବଢାଇ…

ବୟସ୍କ, ଦିବ୍ୟାଙ୍ଗଙ୍କ ପାଇଁ ‘ନିଅର ଟୁ ହୋମ୍‌ ଟିକାକରଣ କେନ୍ଦ୍ର’

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ଘର ନିକଟରେ ଟିକାକରଣ କେନ୍ଦ୍ର ବା ନିଅର ଟୁ ହୋମ୍‌ ଟିକାକରଣ କେନ୍ଦ୍ର (ଏନ୍‌ଏଚ୍‌ସିଭିସି) କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହି ଆଧାରରେ ଟିକାକରଣ କରିବାକୁ ଓଡ଼ିଶା ପ୍ରସ୍ତୁତ ହେଉଛି। ଏଥିପାଇଁ…

ନବରଙ୍ଗପୁର, କୋରାପୁଟରେ ୩ ଅକ୍ସିଜେନ ପ୍ଲାଣ୍ଟ୍‌

ଭୁବନେଶ୍ୱର(ବ୍ୟୁରୋ)/ନବରଙ୍ଗପୁର/ ଜୟପୁର, ୧ା୬ (ବି.ପ୍ର./ନି.ପ୍ର.): ରାଜ୍ୟର କୋଭିଡ୍‌ ମୁକାବିଲା କ୍ଷେତ୍ରରେ ନବରଙ୍ଗପୁର ଓ କୋରାପୁଟ ଜିଲା ପ୍ରମୁଖ ଭୂମିକା ନେବ। ଏଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri