ମେଟ୍ରୋ

ସଂଶୋଧିତ ହୋଲ୍ଡିଂ ଟିକସ ଆଦାୟ କରିବ ବିଏମ୍‌ସି

ଭୁବନେଶ୍ୱର, ୩।୧୧(ବ୍ୟୁରୋ) ବହୁ ବାଦ ବିବାଦ ପରେ ମଧ୍ୟ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ସଂଶୋଧିତ ହୋଲ୍ଡିଂ ଟିକସ ବା ସମ୍ପତ୍ତି ଟିକସ ଲାଗୁ କରିବାକୁ ବିଜ୍ଞପ୍ତି ପ୍ରକାଶ କରିଛି। ବିଏମ୍‌ସି ଅଞ୍ଚଳରେ ଜମି କିମ୍ବା ଘର କିଣିଥିବା ଲୋକମାନଙ୍କୁ ବର୍ଦ୍ଧିତ...

ପାଖେଇ ଆସୁଛି ବାଲିଯାତ୍ରା, ସରିନି ୫୦% କାମ

କଟକ ଅଫିସ, ୩।୧୧ ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏହି ଯାତ୍ରା ଆଉ ୯ଦିନ ବାକି ଥିବା ବେଳେ ଜିଲା ପ୍ରଶାସନ ଏବଂ କଟକ ମହାନଗର ନିଗମ(ସିଏମ୍‌ସି) ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁ ଏ ପର୍ଯ୍ୟନ୍ତ ୫୦ ପ୍ରତିଶତ...

ସ୍ବଚ୍ଛତା ନେଇ ବିଏମ୍‌ସିର କଡ଼ା ଆଭିମୁଖ୍ୟ: ସଫେଇ ସଂସ୍ଥା ଲାୟନ୍ସକୁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର, ୩।୧୧(ବ୍ୟୁରୋ)ସହରର ପରିମଳ ବ୍ୟବସ୍ଥା ଉପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସ୍ବତନ୍ତ୍ର ଭାବେ ଗୁରୁତ୍ୱ ଦେଉଛି। ଆଗକୁ ସ୍ବଚ୍ଛ ସର୍ବେକ୍ଷଣ ଥିବାରୁ ଚଳିତବର୍ଷ ଏ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ବିଏମ୍‌ସି ଅଣ୍ଟା ଭିଡ଼ିଛି। ଏହି ପରିପ୍ରେକ୍ଷୀରେ ସହରର...

କୁଆଖାଇ ନଦୀକୂଳରେ ଛଟ୍‌ ପୂଜା

ବାଲିଅନ୍ତା,୩।୧୧(ଡି.ଏନ୍‌.ଏ.) ରାଜଧାନୀ ଉପକଣ୍ଠ ନହରକଣ୍ଟା ଓ ପାଣ୍ଡରାସ୍ଥିତ କୁଆଖାଇ ନଦୀକୂଳରେ ବିହାରୀ ସମ୍ପ୍ରଦାୟର ଲୋକଙ୍କ ବଡ଼ ପର୍ବ ଛଟ୍‌ ପୂଜା ତଥା ସୂର୍ଯ୍ୟଷଷ୍ଠୀ ବ୍ରତ ଶନିବାର ପାରମ୍ପରିକ ରୀତିରେ ପାଳିତ ହୋଇଯାଇଛି। ଶହଶହ ବ୍ରତଧାରୀ ଶ୍ରଦ୍ଧାଳୁ ନଦୀବନ୍ଧରେ ପଶି ଅସ୍ତଗାମୀ...

ବେଆଇନ ମାଂସ ଦୋକାନ ହଟାଇବାକୁ ‘ଫିଆପୋ’ର ପ୍ରୟାସ

ଭୁବନେଶ୍ୱର, ୩।୧୧(ବ୍ୟୁରୋ) ଛତୁ ଫୁଟିଲା ଭଳି ରାଜଧାନୀର ରାସ୍ତା କଡ଼ରେ ମାଂସ ଦୋକାନ ଖୋଲୁଛି। ପ୍ରଥମତଃ ଏହା ବେଆଇନ ଅଟେ। ଦ୍ୱିତୀୟରେ ଏହା ଏକ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରିବା ସହ ସ୍କୁଲକୁ ଯାଉଥିବା ପିଲାଙ୍କ ମନରେ ଏକ ନକାରାତ୍ମକ...

ବାସହରା ପରିବାରଙ୍କୁ ଥଇଥାନ କରା ନ ଯିବା ମାମଲା :ବିପର୍ଯ୍ୟୟ ଓ ପ୍ରଶମନ ବିଭାଗକୁ ରିପୋର୍ଟ ମାଗିଲେ ଓଏଚ୍‌ଆର୍‌ସି

ଭୁବନେଶ୍ୱର, ୩।୧୧(ବ୍ୟୁରୋ) ୧୯୮୨ ମସିହାରେ କନ୍ଦଳ ନଦୀ ବନ୍ୟାରେ କଟକ ଜିଲା କଣ୍ଟାପଡ଼ା ତହସିଲର ପ୍ରାୟ ୨୫ ପରିବାର କ୍ଷତିଗ୍ରସ୍ତ ହୋଇଥିଲେ। ସେମାନେ ବାସହରା ହୋଇ ସରକାରୀ ଜାଗାରେ ରହୁଛନ୍ତି। ସେମାନଙ୍କୁ ଏ ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ ଥଇଥାନ କରାଯାଇ...

ସ୍ମାର୍ଟସିଟି ଲିମିଟେଡର ୧୪ତମ ବୋର୍ଡ ନିର୍ଦ୍ଦେଶକଙ୍କ ବୈଠକ:ପଛରେ ପଡ଼ିଛି ସ୍ମାର୍ଟସିଟି କାମ

ଭୁବନେଶ୍ୱର, ୩।୧୧(ବ୍ୟୁରୋ)ଗତବର୍ଷ ଭୁବନେଶ୍ୱରରେ ହୋଇଥିବା ଓ୍ବାଲର୍‌ଡକପ୍‌ ହକି ଏବଂ ପରେ ପରେ ବାତ୍ୟା ‘ଫନୀ’ ଓ ସାଧାରଣ ନିର୍ବାଚନ ପାଇଁ ସ୍ମାର୍ଟସିଟି କାମ ପଛେଇଛି। ଏବେ କାର୍ଯ୍ୟ ପ୍ରଣାଳୀକୁ ତ୍ୱରାନ୍ବିତ କରାଯାଉଛି ବୋଲି ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡର ୧୪ତମ ବୋର୍ଡ...

ଡିସେମ୍ବର ୧୪ରୁ ମେରାଇନ୍‌ ଡ୍ରାଇଭ ଇକୋ ରିଟ୍ରିଟ ଫେଷ୍ଟିଭାଲ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ବିଶ୍ୱପ୍ରସିଦ୍ଧ କୋଣାର୍କ ସହରଠାରୁ ୭ କିଲୋମିଟର ଦୂରରେ ମେରାଇନ୍‌ ଡ୍ରାଇଭ ଇକୋ ରିଟ୍ରିଟ ଫେଷ୍ଟିଭାଲ ଅନୁଷ୍ଠିତ ହେବ। ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ ରାସ୍ତା ମଧ୍ୟରେ ହେବାକୁ ଥିବା ଏହି ଫେଷ୍ଟିଭାଲ ଆସନ୍ତା ଡିସେମ୍ବର ୧୪ରୁ ଜାନୁୟାରୀ ୧୪ ମଧ୍ୟରେ...

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ହେଉ, ନଚେତ ବିଧାନସଭା ଅଚଳ କରିଦିଆଯିବ: ଭାଜପା

ଭୁବନେଶ୍ୱର,୨।୧୧(ବ୍ୟୁରୋ): ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାର ସୁପାରିଶ କରନ୍ତୁ। ନଚେତ ବିଧାନସଭା ଅଚଳ କରିଦିଆଯିବ। ଏଭଳି...

ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗ: ତ୍ରୁଟିକୁ ସ୍ବୀକାର କଲେ ମନ୍ତ୍ରୀ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷାରେ ହୋଇଥିବା ତ୍ରୁଟିକୁ ସ୍ବୀକାର କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ପ୍ରଥମ ଥର ପାଇଁ ଏକା ସାଙ୍ଗରେ ପରୀକ୍ଷା...

ଉପକୂଳରେ ସବୁଜିମା ସୃଷ୍ଟିକୁ ଗୁରୁତ୍ୱ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ ସମସ୍ୟା ଭାବେ ଦେଖାଦେଲାଣି। ତାପମାତ୍ରା ବୃଦ୍ଧି ଯୋଗୁ ସମୁଦ୍ର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୨୦୫୦ ସୁଦ୍ଧା ଅଧିକାଂଶ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ...

ମାଟ୍ରିକ୍‌ ପରୀକ୍ଷାରୁ ଦଳିତ ଛାତ୍ର ବଞ୍ଚିତ ହେବା ମାମଲା: ୩୦ ହଜାର ଟଙ୍କା କ୍ଷତିପୂରଣ ଦେବାକୁ ଓଏଚ୍‌ଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଆଡମିଟ୍‌ କାର୍ଡ ନ ପାଇବାରୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆୟୋଜିତ ୨୦୧୫ ମାଟ୍ରିକ୍‌ ପରୀକ୍ଷାରୁ ବଞ୍ଚିତ ହୋଇଥିଲେ ଅନୁଗୋଳ ଜିଲା ପାଲଲହଡ଼ା ମହତାବ ହାଇସ୍କୁଲର ଜଣେ ଦଳିତ ଛାତ୍ର। ଏ ସମ୍ପର୍କିତ ଏକ ମାମଲାର ଶୁଣାଣି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri