ମେଟ୍ରୋ

ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷତି

ଭୁବନେଶ୍ୱର, ୧ା୬(ବ୍ୟୁରୋ): ବାତ୍ୟା ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷୟକ୍ଷତି ହୋଇଛି। ବିଭାଗ ପକ୍ଷରୁ କରାଯାଇଥିବା ପ୍ରାଥମିକ ରିପୋର୍ଟ ଆକଳନ ଅନୁଯାୟୀ ବୃହତ୍‌ ଜଳ ସେଚନ ପ୍ରକଳ୍ପ ଏବଂ ଲୁଣାବନ୍ଧ ନଷ୍ଟ ହେବା ଯୋଗୁ ଯଥାକ୍ରମେ ୬୯.୧୮…

ଅବସର ନେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ୱ

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ସେ ୧ବର୍ଷ ୧୦ମାସ ଧରି ବିଭାଗର ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ କୋଭିଡ୍‌ ପରିସ୍ଥିତିରେ ଗଣମାଧ୍ୟମ ସୁପରିଚାଳନା…

ସିବିଏସ୍‌ଇ, ସିଆଇଏସ୍‌ସିଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଶୁଣାଣି ୩କୁ ଘୁଞ୍ଚିଲା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ୍‌ ସାର୍ଟିଫିକେଟ୍‌ ଏଜୁକେଶନ (ସିଆଇଏସ୍‌ସିଇ)ର ଦ୍ୱାଦଶ ବୋର୍ଡ ପରୀକ୍ଷା ହେବ କି ନାହିଁ ତାହା ଆସନ୍ତା ୩ ତାରିଖରେ ସ୍ପଷ୍ଟ ହେବ। ସୋମବାର…

ସବୁଜ ବଳୟ ଉଜାଡ଼ି ବିପର୍ଯ୍ୟୟକୁ ସାମ୍ନା

ଭୁବନେଶ୍ୱର,୧ା୬(ବ୍ୟୁରୋ): ବିକାଶ ନଁାରେ ରାଜ୍ୟରେ ବୃକ୍ଷସମ୍ପଦକୁ କାଟି ପଦା କରି ଦିଆଯାଉଛି। ଫଳରେ ପରିବେଶ ସନ୍ତୁଳନ ବିଗିଡ଼ିବା ସହ ଜଳବାୟୁର ପ୍ରତିକୂଳ ପରିସ୍ଥିତି ଭୋଗିବାକୁ ପଡୁଛି। ବାତ୍ୟା, ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟ ପାଇଁ ବଡ଼ ବିପତ୍ତିରେ ପରିଣତ ହେଲାଣି।…

ଆଜିଠୁ ୩ ଜିଲାରେ ଗାଡ଼ି ବିକ୍ରି, ପଞ୍ଜୀକରଣ

ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟର ୩ ଜିଲା ସୁନ୍ଦରଗଡ଼, ନୂଆପଡ଼ା ଓ ଗଜପତିରେ ମଙ୍ଗଳବାରଠାରୁ ନୂଆ ଗାଡ଼ି ପଞ୍ଜୀକରଣ ଆରମ୍ଭ ହେବ। ଏସବୁ ଜିଲାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଗାଡ଼ି ଶୋ’ରୁମ୍‌ ଖୋଲିବା ସହ ଗାଡ଼ି ପଞ୍ଜୀକରଣ ନିମନ୍ତେ ଅନୁମତି ଦିଆଯାଇଛି।…

ଆରପାରିରେ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକ

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା ବେଳେ…

୯ ଜିଲାରେ ବଜ୍ରପାତ ଆଶଙ୍କା

ଭୁବନେଶ୍ବର,୩୧।୫: ଆଗାମୀ ୪ ଦିନ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ସୋମବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି,…

ଲକ୍‌ଡାଉନ୍‌ରେ ଲୁଟ୍‌ ଉଦ୍ୟମ: କଟିଲା ମହିଳାଙ୍କ ବେକ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ଚାଲିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଜଣେ ମହିଳାଙ୍କ ଠାରୁ ଲୁଟ ଉଦ୍ୟମ ହୋଇଛି। ଏଥିରେ ମହିଳା ଜଣଙ୍କ ଆହତ ହୋଇଛନ୍ତି। ତାଙ୍କ ବେକରେ ଆଘାତ ଲାଗିଛି। ରାଜଧାନୀର ନୟାପଲ୍ଲୀ ଭିଆଇପି ଅଞ୍ଚଳର ମୁଖ୍ୟ ରାସ୍ତାରେ ଏ ଘଟଣା ଘଟିଛି।…

ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୫ ଜୀବନ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୩୫ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭୫୪ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ ଆଜି ୮,୩୧୩ ସଂକ୍ରମିତ ଚିହ୍ନଟ:ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ କିଛିଟା କମିବାରେ ଲାଗିଛି। ସୋମବାର ରାଜ୍ୟରେ ୮,୩୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩୬୫୮ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା…

ମଜୁରିଆ, ଗରିବଙ୍କ ପାଇଁ ପ୍ୟାକେଜ୍‌ ଘୋଷଣା ଦାବି

ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିଲେ ମଧ୍ୟ ଭୟ ଦୂର ହୋଇ ନାହିଁ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଶେଷଜ୍ଞମାନଙ୍କ ମତାମତ ନେଇ ଜୁନ ୧୭ ପର୍ଯ୍ୟନ୍ତ ଲକ୍‌ଡାଉନ ବୃଦ୍ଧି କରିଛନ୍ତି। ସାମୂହିକ ସ୍ବାର୍ଥ ଦୃଷ୍ଟିରୁ ଲକ୍‌ଡାଉନ…

ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ପଠାଉଛି ଏମ୍ସ

ଭୁବନେଶ୍ୱର,୩୧ା୫(ବ୍ୟୁରୋ):କୋଭିଡ୍‌ ମହାମାରୀ ସମୟରେ ମେଡିକାଲରେ ବେଡ୍‌ ପାଇବାକୁ ରୋଗୀଙ୍କୁ ହଇରାଣ ହେବାକୁ ପଡ଼ୁଛି। ଏପରିସ୍ଥିତିରେ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଗୁରୁତର ଅଣକୋଭିଡ୍‌ ରୋଗୀଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରିବାକୁ ଅନୁମତି ଦିଆ ନ ଯାଇ ଅନ୍ୟତ୍ର ନେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri