ଟିକା ଅଭାବରୁ ସ୍ବତନ୍ତ୍ର ଟିକାକରଣ ବନ୍ଦ
ଭୁବନେଶ୍ୱର, ୩୧ା୫ (ବ୍ୟୁରୋ):ସ୍ବାସ୍ଥ୍ୟ ବିଭାଗ ଯେଉଁ ଆଶଙ୍କା କରୁଥିଲା ଶେଷରେ ସେୟା ହିଁ ହେବାକୁ ଯାଉଛି। ଟିକା ଅଭାବରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଚାଲିଥିବା ସ୍ବତନ୍ତ୍ର ଟିକାକରଣ ବାଧାପ୍ରାପ୍ତ ହୋଇଛି। ସୋମବାରଠାରୁ ରାଜଧାନୀର ୧୮ରୁ ୪୪ବର୍ଷ ବୟସ୍କଙ୍କ ପାଇଁ…
‘ପୃଥିବୀ ମନ୍ଥନ’କୁ ଜାତିସଂଘର ସମର୍ଥନ
ଭୁବନେଶ୍ୱର, ୩୧।୫(ବ୍ୟୁରୋ):ପୁଣି ବିଶ୍ୱସ୍ତରରେ ଚମକିଛନ୍ତି ଓଡ଼ିଆ କଳାକାର। ଆସନ୍ତା ୫ ତାରିଖରେ ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ପ୍ରଦୂଷଣ ଓ ପରିବେଶକୁ ନେଇ ପ୍ରସ୍ତୁତ ହୋଇଛି ସଚେତନତା ଧର୍ମୀ ମ୍ୟୁଜିକ୍ ଭିଡିଓ ‘ପ୍ରଥିବୀ ମନ୍ଥନ’। ଏହାର ପ୍ରଚାର ପ୍ରସାର ପାଇଁ ସମର୍ଥନ…
୧୪ ଜିଲାରୁ ୪.୨୫ ଲକ୍ଷ ମେଟ୍ରିକ୍ ଟନ୍ ରବିଧାନ କ୍ରୟ
ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପାକ୍ସ/ଲ୍ୟାମ୍ପସ୍ ଜରିଆରେ ରବିଧାନ କିଣା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୧୪ ଜିଲାରୁ ମୋଟ ୬୩,୮୨୭ଜଣ ଚାଷୀଙ୍କ ନିକଟରୁ ୭୯୩କୋଟି ଟଙ୍କାରେ ୪ ଲକ୍ଷ ୨୫ ହଜାର ମେଟ୍ରିକ ଟନ୍…
ଅଟୋ ଡିଲରଶିପ୍ ଖୋଲିବାକୁ ଅନୁମତି ମିଳୁ
ଭୁବନେଶ୍ୱର,୩୧ା୫:କରୋନା କଟକଣା ଯୋଗୁ ବର୍ତ୍ତମାନ ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ଅଟୋମୋବାଇଲ ଡିଲରଶିପ୍ଗୁଡ଼ିକ ମଧ୍ୟ ବନ୍ଦ ରହିଛି। ଏହି ଡିଲରଶିପ୍ଗୁଡିକୁ ଖୋଲିବାକୁ ଅନୁମତି ଦେବା ଲାଗି ଫେଡେରେଶନ ଅଫ୍ ଅଟୋମୋବାଇଲ ଡିଲର୍ସ ଆସୋସିଶନ (ଏଫ୍ଏଡିଏ) ପକ୍ଷରୁ…
୪୦ ଡିଗ୍ରୀ ଉପରେ ୬ ସହର
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ରାଜ୍ୟରେ ପାରଦ ଏବେ ପୁଣି ଉପରମୁହଁା ହେଲାଣି। ରବିବାର ୬ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟିଲାଗଡ଼ରେ ସର୍ବାଧିକ ୪୨ଡିଗ୍ରୀ ଥିବାବେଳେ ସୋନପୁରରେ ୪୦.୬, ଭବାନିପାଟଣାରେ ୪୧.୫, ବଲାଙ୍ଗୀରରେ ୪୧.୨, ମାଲକାନଗିରିରେ ୪୧, ବୌଦ୍ଧରେ ୪୦ଡିଗ୍ରୀ…
ଚାଇନାରୁ ଆସିଲା ଖାଲି ଅକ୍ସିଜେନ ସିଲିଣ୍ଡର
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ଚାଇନାରୁ ଓଡ଼ିଶା ଆସିଛି ଖାଲି ଅକ୍ସିଜେନ ସିଲିଣ୍ଡର। ସିଲିଣ୍ଡର ଧରି ଆସିଥିବା କାର୍ଗୋ ବିମାନଟି ରବିବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ଛି। ଖୁବ୍ଶୀଘ୍ର ଏହି ଅକ୍ସିଜେନ ସିଲିଣ୍ଡରଗୁଡ଼ିକୁ ରାଜ୍ୟର ବିଭିନ୍ନ ମେଡିକାଲକୁ ପଠାଯିବ। ସେହିପରି ଆବଶ୍ୟକସ୍ଥଳେ…
ଏହି ସବୁ ଜିଲାରେ କୋହଳ ହେଲା କଟକଣା
ଭୁବନେଶ୍ୱର,୩୦।୫(ବ୍ୟୁରୋ): ପୁଣି ୧୬ ଦିନ ପାଇଁ ଲକ୍ଡାଉନ ବଢ଼ାଇଛନ୍ତି ରାଜ୍ୟ ସରକାର। ଜୁନ ୧ ତାରିଖରେ ଲକ୍ଡାଉନ ଶେଷ ହେବାର ଥିଲା। କିନ୍ତୁ କରୋନା ସଂକ୍ରମଣର ହାରକୁ ଦେଖି ଓଡ଼ିଶାରେ ପୁଣି ଥରେ ବଢାଇ ଦିଆଯାଇଛି ଲକ୍ଡାଉନ ଅବଧି। ଲକ୍ଡାଉନ୍ ବେଳେ…
ରାଜ୍ୟରେ ୨୫ ଛୁଇଁଲା ବ୍ଲାକ୍ ଫଙ୍ଗସ୍ ରୋଗୀ ସଂଖ୍ୟା
ଭୁବନେଶ୍ୱର,୩୦।୫(ବ୍ୟୁରୋ): କରୋନା ପରେ ବ୍ଲାକ୍ ପଙ୍ଗସ୍ ସମସ୍ତଙ୍କ ଚିନ୍ତା ବଢ଼ାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୫ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ରୋଗ ରାଜ୍ୟରେ ୩ ଜଣଙ୍କ ଜୀବନ ନେଇଥିବା ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ…
ପର୍ଯ୍ୟାପ୍ତ ଟିକା ମିଳିଲେ ୩ ମାସରେ ସାରିଦେବୁ
ଭୁବନେଶ୍ୱର, ୩୦।୫(ବ୍ୟୁରୋ): କରୋନା ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ବ୍ୟବସ୍ଥା ହୋଇଛି। ଟେଣ୍ଡର ମାଧ୍ୟମରେ ୩ କୋଟି ୮୨ ଲକ୍ଷ ଡୋଜ୍ ଟିକା ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି। ପର୍ଯ୍ୟାପ୍ତ ଟିକା ମିଳିଲେ ୩ ମାସରେ ସମସ୍ତଙ୍କୁ ଟିକାକରଣ ସରିଯିବ ବୋଲି…
ଜୁନ୍ ୧୭ ପର୍ଯ୍ୟନ୍ତ ବଢିଲା ଲକ୍ଡାଉନ୍
ଭୁବନେଶ୍ୱର,୩୦।୫(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା ଲକ୍ଡାଉନ୍ ଅବଧି। ଜୁନ୍ ୧ରୁ ଜୁନ ୧୭ ପର୍ଯ୍ୟନ୍ତ ଅର୍ଥାତ୍ ୧୬ ଦିନ ସରକାର ଲକଡାଉନ ବଢାଇ ଦେଇଛନ୍ତି। ରବିବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ରାଜ୍ୟରେ କରୋନା…
ରାଜ୍ୟରେ କମୁଛି ସଂକ୍ରମଣ, ତୃତୀୟ ଲହର ପାଇଁ ସରକାର ପ୍ରସ୍ତୁତ: ଏସିଏସ୍
ଭୁବନେଶ୍ୱର,୩୦।୫: ରାଜ୍ୟରେ ଧିରେ ଧିରେ ପଜିଟିଭ ରେଟ ଖସିବାରେ ଲାଗିଛି ବୋଲି ରବିବାର ଏସିଏସ ପ୍ରଦିପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ରାଜ୍ୟରେ ଏବେ କରୋନା ପଜିଟିଭ ହାର କମି ୧୪ ପ୍ରତିଶତରେ ପହଞ୍ଚିଛି। ରାଜ୍ୟରେ ବହୁ ପରିମାଣରେ କରୋନା ଟେଷ୍ଟ କରାଯାଉଛି।…
ବାତ୍ୟାଞ୍ଚଳ ପରିଦର୍ଶନ କରିବେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,୩୦।୫(ବ୍ୟୁରୋ): କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ବାତ୍ୟା ‘ୟାସ’ରେ ପ୍ରଭାବିତ ଓଡ଼ିଶାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିବେ। ଏହି ସର୍ଭେ ଆକାଶ ମାର୍ଗରୁ କରାଯିବ। ସୂଚନା ଅନୁଯାୟୀ, କେନ୍ଦ୍ର ମନ୍ତ୍ରୀ ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାରେ ସ୍ଥିତି…
Archives


