ମେଟ୍ରୋ

‘୫-ଟି’କୁ କଟାକ୍ଷ କଲେ ସୁର: କହିଲେ ‘ଟି ନା ଚା’

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟବାସୀଙ୍କୁ ସୁଶାସନ ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘୫-ଟି’ କାର୍ଯ୍ୟକ୍ରମକୁ ବିଭିନ୍ନ ସମୟରେ ବିରୋଧୀ ଦଳ ପକ୍ଷରୁ ସମାଲୋଚନା କରାଯାଉଛି। ପ୍ରଥମେ ଭାଜପା ନେତ୍ରୀ ଅପରାଜିତା ଷଡ଼ଙ୍ଗୀ ଗୁରୁବାର ଏହାକୁ କଟାକ୍ଷ କରିବା...

ଅପରାଜିତାଙ୍କୁ ଅରୂପଙ୍କ ଜବାବ: ‘ସେ ଟ୍ରେନିଂରେ ‘୫-ଟି’ ଶିଖିଥିବେ, ମୁଁ କେବଳ ପରେଡ୍‌ ଶିଖିଛି’

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ‘୫-ଟି’ କାର୍ଯ୍ୟକ୍ରମକୁ ସମାଲୋଚନା କରିବା ସହ ଆଇଏଏସ୍‌ ପ୍ରଶିକ୍ଷଣ ସମୟରେ ଏ ସମ୍ପର୍କରେ ପଢ଼ାଯାଇଥାଏ ବୋଲି ଗୁରୁବାର ମତ ରଖିଥିଲେ ଏମ୍‌ପି ତଥା ଭାଜପା ନେତ୍ରୀ ଅପରାଜିତା ଷଡ଼ଙ୍ଗୀ। ଏହାର ଜବାବ ରଖିଛନ୍ତି ବିଜେଡି ନେତା...

‘୫-ଟି’କୁ ପୁଣି ଅପରାଜିତାଙ୍କ କଟାକ୍ଷ: ‘ଏହା ଅଭିନବ ପଦକ୍ଷେପ ନୁହେଁ, ବହୁତ ପୁରୁଣା କଥା’

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ‘୫-ଟି’ କାର୍ଯ୍ୟକ୍ରମକୁ ପୁଣି ଥରେ ସମାଲୋଚନା କରିଛନ୍ତି ଭାଜପା ଏମ୍‌ପି ଅପରାଜିତା ଷଡଙ୍ଗୀ। ଗୁରୁବାର ରେଳବାଇ ଷ୍ଟାଡିୟମରେ ଆୟୋଜିତ ‘ଏକତା ପାଇଁ ଦୌଡ଼’ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଅପରାଜିତା କଟାକ୍ଷ କରି...

ପିସିସି ସଭାପତି ପଦବୀ ପାଇଁ ମୁଁ ଉପଯୁକ୍ତ ନୁହେଁ କି ମୋର ପତିଆରା ନାହିଁ: ସୁର

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପଦବୀ ଲାଗି ଆଶାୟୀ ନ ଥିବା କହିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟ। ନିରଞ୍ଜନଙ୍କୁ ଗାଦିରୁ ହଟାଇ ଦଳର ଅନ୍ୟ ତୁଙ୍ଗ ନେତାଙ୍କୁ ବସାଇବାକୁ ଦଳୀୟ ନେତା ଏକାଠି ହେଉଥିବା ବେଳେ ଏପରି...

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ଘଟଣା: ନାବାଳିକାଙ୍କୁ ଅଟକ ରଖିଲା ସିଂହଦ୍ୱାର ପୋଲିସ

ପୁରୀ ଅଫିସ, ୩୧।୧୦: ଶ୍ରୀମନ୍ଦିର ଭିତର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ଗୁରୁବାର ସିଂହଦ୍ୱାର ପୋଲିସ ଜଣେ ନାବାଳିକାଙ୍କୁ ଅଟକ ରଖିଛି। ଗତ ୨୮ତାରିଖରେ ଶ୍ରୀମନ୍ଦିର ଭୋଗମଣ୍ଡପ ସମ୍ମୁଖ ଭାଗ ଏବଂ ଆନନ୍ଦ ବଜାରର ଭିଡିଓ ଭାଇରାଲ...

ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ଅଫିସ୍‌ରେ ତାଲା

ପୁରୁଣା ଭୁବନେଶ୍ୱର,୩୧ା୧୦ (ଡି.ଏନ.ଏ.): ଶ୍ରୀଲିଙ୍ଗରଜ ମନ୍ଦିର ଟ୍ରଷ୍ଟ ବୋର୍ଡ଼ କାର୍ଯ୍ୟାଳୟରେ ବୁଧବାର ହଠାତ୍‌ ପୂର୍ବାହ୍ନ ୧୦ଟାରେ କେତେଜଣ ସେବାୟତ ପହଞ୍ଚତ୍ଥିଲେ। କାର୍ଯ୍ୟରତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଅଫିସ୍‌ ବାହାରକୁ ଆସିବାକୁ...

ସରକାରୀ କର୍ମଚାରୀଙ୍କୁ ମିଡିଆ କଟକଣା: ମତାମତ ଦେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସରକାରୀ ଅଧିକାରୀ ଓ କର୍ମଚାରୀ ସରକାରଙ୍କ ବିନା ଅନୁମତିରେ କୌଣସି ପ୍ରକାର ମନ୍ତବ୍ୟ, ଲେଖା କିମ୍ବା ବିବୃତି ଗଣମାଧ୍ୟମକୁ ଦେଇପାରିବେ ନାହିଁ। ଏହା ଓଡ଼ିଶା ସରକାରୀ କର୍ମଚାରୀ ଆଚରଣ ବିଧି-୧୯୫୯ର ବିରୋଧାଚରଣ ବୋଲି ଧରାଯିବ। ବିନାନୁମତିରେ କୌଣସି ଗଣମାଧ୍ୟମକୁ...

ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଫିସରସ୍ତରରେ ବୁଧବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷିବିଭାଗ ଅତିରିକ୍ତ ନିର୍ଦ୍ଦେଶକ(ଆଡମିନ୍‌) ଶିବନାରାୟଣ ନନ୍ଦଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ(ଓଏଫ୍‌ଡିସି)ର ଜେନେରାଲ ମ୍ୟାନେଜର(ଜିଏମ୍‌)ଭାବେ ନିଯୁକ୍ତି ମିଳିଛି।...

କାମ କରୁଥିବା ବ୍ୟକ୍ତିର ପଦପାଇଁ କୌଣସି ଆକାଂକ୍ଷା ନ ଥାଏ

୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀ ରାଜ୍ୟ ପ୍ରଶାସନର ଏକ ଜଣାଶୁଣା ନଁା। ଦୀର୍ଘ ୨୮ବର୍ଷ ଧରି ସେ ବିଭିନ୍ନ ସରକାରୀ ସଂସ୍ଥା ଓ ବିଭାଗରେ କାର୍ଯ୍ୟକରି ଆସିଛନ୍ତି। ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାକୁ ତୃଣମୂଳ ସ୍ତରରେ ପହଞ୍ଚାଇବାକୁ...

ଏଣ୍ଡୋକ୍ରାଇନୋଲୋଜି ବିଭାଗରେ ତାଲା ଝୁଲିବ

କଟକ ଅଫିସ,୩୧ା୧୦: ଏସ୍‌ସିବି ମେଡିକାଲ୍‌ର ଗୋଟିକ ପରେ ଗୋଟିଏ ବିଭାଗ ଏବେ ବନ୍ଦ ହେବା ସ୍ଥିତିରେ। ଗୁରୁତ୍ୱପୂର୍ଣ୍ଣ ହୃଦ୍‌ବକ୍ଷଶଲ୍ୟ (ସିଟିଭିଏସ୍‌) ବିଭାଗ ଡାକ୍ତର ଅଭାବରୁ ଅଚଳାବସ୍ଥାକୁ ଆସି ଥିବାବେଳେ ତା’ଠୁ ଅଧିକ ସମସ୍ୟା ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ ଅନ୍ତଃସ୍ରାବୀ...

ଆଇଏଏସ୍‌ ଅଫିସରଙ୍କୁ ମେଡିକାଲ ଦାୟିତ୍ୱ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ସାରା ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି, ରକ୍ଷଣାବେକ୍ଷଣ, ସାମଗ୍ରିକ ପ୍ରଦର୍ଶନ ଇତ୍ୟାଦି ସମ୍ପର୍କିତ କାର୍ଯ୍ୟର ସଂଯୋଜନା ପାଇଁ ବୁଧବାର ୧୦ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଏନେଇ ଗଣମାଧ୍ୟମକୁ ଅବଗତ କରାଯାଇଛି। ତଦନୁଯାୟୀ...

ଟ୍ରେନ, ଷ୍ଟେଶନରେ କମିଛି ଫେରି ବିକ୍ରି

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଜିରୋ ଟଲରେନ୍ସ ନୀତିରେ ପୂର୍ବତଟ ରେଳପଥ ଷ୍ଟେଶନ ଓ ଟ୍ରେନରେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲା ବିକ୍ରି ଉପରେ ଅଙ୍କୁଶ ଲଗାଯିବା ପରେ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟାନୁଷ୍ଠାନ ନେଇ ସଫଳତା ପାଇଛି। ପୂର୍ବ ଅପେକ୍ଷା ଏବେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲାଙ୍କ ବହୁମାତ୍ରାରେ ହ୍ରାସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri