ମେଟ୍ରୋ

ରାଜ୍ୟରେ ୨୫ ଛୁଇଁଲା ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ସଂଖ୍ୟା

ଭୁବନେଶ୍ୱର,୩୦।୫(ବ୍ୟୁରୋ): କରୋନା ପରେ ବ୍ଲାକ୍‌ ପଙ୍ଗସ୍‌ ସମସ୍ତଙ୍କ ଚିନ୍ତା ବଢ଼ାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୫ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ରୋଗ ରାଜ୍ୟରେ ୩ ଜଣଙ୍କ ଜୀବନ ନେଇଥିବା ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ…

ପର୍ଯ୍ୟାପ୍ତ ଟିକା ମିଳିଲେ ୩ ମାସରେ ସାରିଦେବୁ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): କରୋନା ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ବ୍ୟବସ୍ଥା ହୋଇଛି। ଟେଣ୍ଡର ମାଧ୍ୟମରେ ୩ କୋଟି ୮୨ ଲକ୍ଷ ଡୋଜ୍‌ ଟିକା ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି। ପର୍ଯ୍ୟାପ୍ତ ଟିକା ମିଳିଲେ ୩ ମାସରେ ସମସ୍ତଙ୍କୁ ଟିକାକରଣ ସରିଯିବ ବୋଲି…

ଜୁନ୍‌ ୧୭ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ୍‌

ଭୁବନେଶ୍ୱର,୩୦।୫(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା ଲକ୍‌ଡାଉନ୍‌ ଅବଧି। ଜୁନ୍‌ ୧ରୁ ଜୁନ ୧୭ ପର୍ଯ୍ୟନ୍ତ ଅର୍ଥାତ୍‌ ୧୬ ଦିନ ସରକାର ଲକଡାଉନ ବଢାଇ ଦେଇଛନ୍ତି। ରବିବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ରାଜ୍ୟରେ କରୋନା…

ରାଜ୍ୟରେ କମୁଛି ସଂକ୍ରମଣ, ତୃତୀୟ ଲହର ପାଇଁ ସରକାର ପ୍ରସ୍ତୁତ: ଏସିଏସ୍‌

ଭୁବନେଶ୍ୱର,୩୦।୫: ରାଜ୍ୟରେ ଧିରେ ଧିରେ ପଜିଟିଭ ରେଟ ଖସିବାରେ ଲାଗିଛି ବୋଲି ରବିବାର ଏସିଏସ ପ୍ରଦିପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ରାଜ୍ୟରେ ଏବେ କରୋନା ପଜିଟିଭ ହାର କମି ୧୪ ପ୍ରତିଶତରେ ପହଞ୍ଚିଛି। ରାଜ୍ୟରେ ବହୁ ପରିମାଣରେ କରୋନା ଟେଷ୍ଟ କରାଯାଉଛି।…

ବାତ୍ୟାଞ୍ଚଳ ପରିଦର୍ଶନ କରିବେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୩୦।୫(ବ୍ୟୁରୋ): କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ବାତ୍ୟା ‘ୟାସ’ରେ ପ୍ରଭାବିତ ଓଡ଼ିଶାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିବେ। ଏହି ସର୍ଭେ ଆକାଶ ମାର୍ଗରୁ କରାଯିବ। ସୂଚନା ଅନୁଯାୟୀ, କେନ୍ଦ୍ର ମନ୍ତ୍ରୀ ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାରେ ସ୍ଥିତି…

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସରକାରୀ ୟୁଟ୍ୟୁବ୍‌ ଚ୍ୟାନେଲ ଶୁଭାରମ୍ଭ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସରକାରୀ ୟୁଟ୍ୟୁବ୍‌ ଚ୍ୟାନେଲ ରବିବାର ଶୁଭାରମ୍ଭ ହୋଇଛି। ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଏବଂ ପରମ୍ପରାକୁ ସୁଦୂରପ୍ରସାରି କରିବା ପାଇଁ ପ୍ରଚେଷ୍ଟା ଆରମ୍ଭ କରାଯାଇଛି। ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ…

ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବଙ୍କ ଖବରଦାତା ସମ୍ମିଳନୀ: ରାଜ୍ୟରେ ବଢ଼ିବ କି ଲକ୍‌ଡାଉନ୍‌

ଭୁବନେଶ୍ୱର,୩୦।୫: ରବିବାର ସଂଧ୍ୟା ୬.୩୦ରେ କରୋନା ଜନିତ କିଛି ବଡ଼ ଘୋଷଣା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କରିପାରନ୍ତି । ତେବେ ରାଜ୍ୟରେ ଲାଗୁ ହୋଇଥିବା ଲକ୍‌ଡାଉନ ସୋମବାର ଶେଷ ହେବାକୁ ଯାଉ ଥିବା ବେଳେ ଲକ୍‌ଡାଉନ କି କରୋନା…

ସଙ୍କଟରେ ବି ପ୍ରତିଶ୍ରୁତି ଭୁଲିନୁ: ନବୀନ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ସଙ୍କଟର ମୁକାବିଲା କରି ଚାଲିଛନ୍ତି। ଏହାସତ୍ତ୍ୱେ ଲୋକଙ୍କୁ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତିକୁ ଆମେ ଭୁଲିନାହୁଁ। ବିଜେଡି ଶାସନର ପଞ୍ଚମ ପାଳିରେ ୫-ଟି ମୁଖ୍ୟ ଫୋକସ୍‌ ହୋଇଛିି। ପ୍ରତ୍ୟେକ ବିଭାଗ ସେମାନଙ୍କ କାର୍ଯ୍ୟକ୍ରମ…

ଚାଇନାରୁ ଭୁବନେଶ୍ୱର ଆସିଲା ଅକ୍ସିଜେନ ସିଲିଣ୍ଡର, ଯାହାକି ଦେଶରେ ପ୍ରଥମ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଚାଇନାରୁ ରବିବାର ଭୁବନେଶ୍ୱରରେ ଆସି ପହଞ୍ଚିଛି ଅକ୍ସିଜେନ ସିଲିଣ୍ଡର। ଏକ ସ୍ବତନ୍ତ୍ର ବିମାନ ଯୋଗେ ଏହି ଅକ୍ସିଜେନ ସିଲିଣ୍ଡର ସିଧାସଳଖ ଭୁବନେଶ୍ୱରରେ ଆସି ପହଞ୍ଚିଛି। ଯାହାକି ଦେଶରେ ପ୍ରଥମ। ଏନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି, ପଶ୍ଚିମ ଓଡ଼ିଶା ବିକାଶ…

ପାଣ୍ଡରା ଛକକୁ ଯିବ ରସୁଲଗଡ଼ ଫାଣ୍ଡି

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନରେ କାର୍ଯ୍ୟ କରୁଥିବା ରସୁଲଗଡ଼ ଫାଣ୍ଡି ପାଣ୍ଡରା ଛକକୁ ସ୍ଥାନାନ୍ତର ହେବ। ଏଥିପାଇଁ ପାଣ୍ଡରା ଛକରେ ୨ ମହଲା ବିଶିଷ୍ଟ କୋଠାର ନିର୍ମାଣ ସରିଛି। ଜୁନ୍‌ ମାସରେ ଉକ୍ତ କୋଠା ଉଦ୍‌ଘାଟନ ହେବା ସହ ସେହିଠାରେ ହିଁ…

ବିନା କାର୍ଯ୍ୟାନୁଷ୍ଠାନରେ ‘ଅପରେଶନ କ୍ଲିନ୍‌ ଅପ୍‌’

ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ ଚାଲିଛି ଅପରାଧୀଙ୍କ ରାଜ୍‌। ଜେଲ୍‌ର ସେଲ୍‌ ଭିତରୁ ହେଉଛି ଅପରାଧର ବ୍ଲୁ ପ୍ରିଣ୍ଟ୍‌। ବାହାରେ ଫୁଟୁଛି ଗୁଳି,ଗଡୁଛି ମୁଣ୍ଡ। ମୋବାଇଲ୍‌ ଫୋନ୍‌ ମାଧ୍ୟମରେ ଅପରାଧୀମାନେ ଅପରାଧ ନିୟନ୍ତ୍ରଣ କରୁଥିବାବେଳେ ନିଶା ସେବନ କରି ମଉଜ…

ଲକ୍‌ଡାଉନ ବୃଦ୍ଧି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଲକ୍‌ଡାଉନ୍‌ ଯୋଗୁ ସଂକ୍ରମଣ ଅଧିକ ହେଲା ନାହିଁ। ତେଣୁ ଆଉ କିଛିଦିନ ଲକ୍‌ଡାଉନ୍‌ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ଏ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri