ମେଟ୍ରୋ

ଆଜି ଜନ୍ମାଷ୍ଟମୀ, ଭକ୍ତଙ୍କୁ ମନ୍ଦିର ମନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ତିଥି । ଏଥିପାଇଁ ରାଜ୍ୟର ବିଭିନ୍ନ ମନ୍ଦିରରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ମଧ୍ୟରେ ପାଳନ ହେଉଛି ଜନ୍ମାଷ୍ଟମୀ। କେବଳ ମନ୍ଦିରଗୁଡ଼ିକରେ ନୀତିକାନ୍ତି ଯାହା…

ରାଜ୍ୟରୁ ଆଉ ୬୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ଆଜି ରାଜ୍ୟରୁ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ସୋମବାର ରାଜ୍ୟରୁ ୬୦୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୭,୧୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୪ ଜଣ ଚିହ୍ନଟ…

ତୃତୀୟ ଲହର ପାଇଁ ବଢ଼ିପାରେ କଟକଣା

ଭୁବନେଶ୍ୱର,୩୦।୮(ବ୍ୟୁରୋ): କରୋନା ପାଇଁ ଦେଢ଼ବର୍ଷ ହେବ କଟକଣା ଭିତରେ ଜୀବନ ବିତୁଛି। ଦ୍ୱିତୀୟ ଲହର ସଂକ୍ରମଣ ନିମ୍ନସ୍ତରକୁ ଆସିଥିବାବେଳେ ଧୀରେ ଧୀରେ ଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ର ସ୍ବାଭାବିକ ହେଉଛି। ସ୍ଥିତିକୁ ଦେଖି କଟକଣାକୁ କୋହଳ କରାଯାଉଥିବାବେଳେ ଏବେ ସମ୍ଭାବ୍ୟ…

ଖୋର୍ଦ୍ଧାରେ ଜାରି ରହିପାରେ ଶଟ୍‌ଡାଉନ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ଆଉ ଗୋଟିଏ ଦିନ ରାଜ୍ୟରେ ଅଗଷ୍ଟ ମାସର କରୋନା ଗାଇଡ଼ଲାଇନ ଶେଷ ହେବ। ସେପ୍ଟେମ୍ବର ମାସରେ ରାଜ୍ୟ ସରକାର କ’ଣ ପଦକ୍ଷେପ ନେବେ ତାହା ଏବେ ସମସ୍ତଙ୍କ ନଜର। ଯଦିଓ ଏବେ ସାଧାରଣ ଲୋକଙ୍କ ପାଇଁ ଯିବା ଆସିବା ଠାରୁ…

ଦୁଇ ବ୍ୟବସାୟୀଙ୍କୁ ମୁଣ୍ଡଜାମିନ ରଖି ନିର୍ଯାତନା: ଉଲଗ୍ନ କରି ରଡ୍‌ରେ ପିଟି ନଚାଉଥିଲେ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୨୯।୮(ଡି.ଏନ୍‌.ଏ.): ଦୁଇ ବ୍ୟବସାୟୀଙ୍କୁ ଦୁଇଦିନ ମୁଣ୍ଡଜାମିନ ରଖି ଅକଥନୀୟ ନିର୍ଯାତନା ଦେଲେ। ଉଲଗ୍ନ କଲି ଲୁହା ରଡରେ ବାଡେଇବା ସହ ନାଚିବା ପାଇଁ ବାଧ୍ୟ କରୁଥିଲେ। ନ ନାଚିଲେ ଦେହରେ ମଦ ଢାଳି ସିଗାରେଟ ଚେଙ୍କ ଦେଉଥିଲେ। ଲୁହା…

ପାର୍ବଣ: ସତର୍କତା ଜରୁରୀ, ସେପ୍ଟେମ୍ବର ୩୦ ଯାଏ ବଢ଼ିଲା କୋଭିଡ୍‌ କଟକଣା

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ରାଜ୍ୟ ସରକାର ଜାରି କରିଥିବା କୋଭିଡ୍‌ କଟକଣା ଅବଧି ଆସନ୍ତା ସେପ୍ଟେମ୍ବର ୧ରେ ଶେଷ ହେବ। ଏବେ ଯାହା ବି କଟକଣା ରହିଛି ତାହାକୁ ଠିକ୍‌ ଢଙ୍ଗରେ ପାଳନ କରାଯାଉ ନାହିଁ। ଅନେକ ଲୋକ ସାମାଜିକ ଦୂରତା ରକ୍ଷା କରିବା…

୧୧୯ ପିଲାଙ୍କ ସହ ରାଜ୍ୟରେ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ; ପ୍ରାଣ ହରାଇଲେ ୬୯

ଭୁବନେଶ୍ୱର,୨୯।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୧୯ ଜଣ ପିଲା ରହିଛନ୍ତି। ସେମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ…

ନକଲି କୋଭିଶିଲ୍ଡ ଟିକା ପ୍ରତି ନଜର ଦିଅ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ରାଜ୍ୟରେ ନକଲି କୋଭିଶିଲ୍ଡ ଟିକା ପ୍ରତି ନଜର ରଖିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାର ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।…

ବଙ୍ଗୋପସାଗରରେ ଲଘୁଚାପ: ୪ ଦିନ ବର୍ଷିବ

ଭୁବନେଶ୍ବର,୨୮।୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ୨୮ରୁ ୩୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଛତିଶଗଡ଼ ଆଦି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ…

୧୦ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା,…

ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ଶନିବାର କରୋନା ଆଉ ୬୮ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୭୬୫କୁ ବୃଦ୍ଧି ପାଇଛି। ୬୮ ମୃତକଙ୍କ ମଧ୍ୟରୁ କଟକରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?