ସଫଳ ବାତ୍ୟା ମୁକାବିଲା ନେଇ ଓଡ଼ିଶାକୁ ପ୍ରଶଂସା କଲେ ମୋଦି
ଭୁବନେଶ୍ୱର,୨୯।୫(ବ୍ୟୁରୋ): ଓଡ଼ିଶାରେ ବାତ୍ୟା ସମୀକ୍ଷା ବୈଠକକୁ ପ୍ରଶଂସା କଲେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶାରେ ହୋଇଥିବା ସମୀକ୍ଷା ବୈଠକ ଫଳପ୍ରଦ ହୋଇଛି ବୋଲି ଟୁଇଟ କରିଛନ୍ତି ମୋଦି। ଏଥିସହ ପ୍ରାକୃତିକ ବିପର୍ଯ୍ୟୟ କ୍ଷେତ୍ରରେ ଓଡ଼ିଶା ପ୍ରଶଂସନୀୟ ପଦକ୍ଷେପ ଗ୍ରହଣ କରିଛି…
ସନ୍ଧ୍ୟାରେ ବସିବ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପଞ୍ଚମ ପାଳିର ଦୁଇ ବର୍ଷ ପୂରିଛି। ଦୁଇ ବର୍ଷ ତଳେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ପଞ୍ଚମଥର ପାଇଁ ଶପଥ ଗ୍ରହଣ କରିଥିଲେ। ତେବେ ଏହି ଅବସରରେ ଶନିବାର ସନ୍ଧ୍ୟା ସାଢ଼େ ୫ଟାରେ ମନ୍ତ୍ରୀ ପରିଷଦର…
କରୋନାରେ ବରିଷ୍ଠ ସାମ୍ବାଦିକଙ୍କ ପରଲୋକ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ତଥା ରାଜନୀତିକ ସମୀକ୍ଷକ ବସନ୍ତ ଦାସଙ୍କ ପରଲୋକ ଘଟିଛି। ଶୁକ୍ରବାର କରୋନାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଏନେଇ ତାଙ୍କ ପୁଅ ଚନ୍ଦନ ଦାସ ସୂଚନା…
୨୪ ଘଣ୍ଟାରେ ଉଦ୍ଧାର ନ ହେଲେ ଧାରଣା
ଭୁବନେଶ୍ୱର,୨୯।୫(ବ୍ୟୁରୋ): ମଞ୍ଚେଶ୍ୱର ଥାନା ପୁରୁଷୋତ୍ତମ ବସ୍ତିରୁ ଜଣେ ନାବାଳିକା ଅପହରଣ ହେବାର ୮ମାସ ବିତିଗଲାଣି। ହେଲେ ଏପର୍ଯ୍ୟନ୍ତ ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିପାରି ନାହିଁ। କେବଳ ଥାନାରେ ଏକ ମାମଲା ରୁଜୁ କରି ପୋଲିସ ଚୁପ ରହିଯାଇଥିବା ଅଭିଯୋଗ ହୋଇଛି। ଏ…
ଉପହାର ଲୋଭରେ ହରାଇଲେ ୩.୯୫ ଲକ୍ଷ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ଜଣେ ଯୁବକ ବିବାହ କରିବାକୁ ଯାଇ ଓଡ଼ିଆ ମାଟ୍ରିମୋନିରେ ବିଜ୍ଞାପନ ଦେବା ପରେ ବଡ଼ଧରଣର ସାଇବର ଠକେଇର ଶିକାର ହୋଇଛନ୍ତି। ସେଥିରେ ଜଣେ ଯୁବତୀ ତାଙ୍କୁ ଚୂନ ଲଗାଇ ୩ ଲକ୍ଷ ୯୫ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟର…
‘ଡ୍ରାଇଭ୍ ଇନ୍ ଭାକ୍ସିନେଶନ’କୁ ନେଇ ଉଠିଲା ପ୍ରଶ୍ନ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜଧାନୀରେ ଟିକାକରଣକୁ ସୁଗମ କରିବା ପାଇଁ ଗତ ୮ ତାରିଖରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ‘ଡ୍ରାଇଭ୍ ଇନ୍ ଭାକ୍ସିନେଶନ୍’ ବା ଗାଡିରେ ଟିକାକରଣ ଚାଲିଛି। ପ୍ରଥମେ ରସୁଲଗଡସ୍ଥିତ ଏସ୍ପ୍ଲାନେଡ୍ ମଲ୍ର ପାର୍କିଂ ସ୍ଥଳରେ ଏହା ଆରମ୍ଭ…
ବଳକା କୋଭାକ୍ସିନ ବ୍ୟବହାର ପାଇଁ କେନ୍ଦ୍ରକୁ ଚିଠି
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଭୁବନେଶ୍ୱରରେ କୋଭାକ୍ସିନ ଦିଆଯାଉଥିବା ବେଳେ ଅନ୍ୟସବୁଠି କୋଭିଶିଲ୍ଡ ବ୍ୟବହାର ହେଉଛି। ଏବେ ଭୁବନେଶ୍ୱରରେ ୧୮ରୁ ୪୪ ବର୍ଷର ହିତାଧିକାରୀଙ୍କ ପାଇଁ ଆବଶ୍ୟକ ଟିକା ମହଜୁଦ ନ ଥିବାରୁ ଟିକାକରଣ ବାଧାପ୍ରାପ୍ତ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ଆଶଙ୍କା କରିଛି।…
ମୃତ ଖବରଦାତାଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ୩ଜଣ ମୃତ କର୍ମଜୀବୀ ଖବରଦାତାଙ୍କ ପରିବାରକୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଅନୁକମ୍ପା ରାଶି ଓ ଆର୍ଥିକ ସହାୟତା ବାବଦକୁ ୪୫ ଲକ୍ଷ ଟଙ୍କା ପ୍ରଦାନ…
‘ଋତୁସ୍ରାବ ସମୟରେ ନେଇପାରିବେ କୋଭିଡ୍ ଟିକା’
ଭୁବନେଶ୍ୱର, ୨୯।୫(ବ୍ୟୁରୋ): କୁପୋଷଣରୁ କିଶୋରୀଙ୍କ ନିକଟରେ ରକ୍ତହୀନତା ଦେଖାଦେଇଥାଏ। ଅନେକ ସମୟରେ ଗର୍ଭାଶୟରେ ମଧ୍ୟ ଗୁରୁତର ସଂକ୍ରମଣ ହୋଇଥାଏ। ତେଣୁ ଉପଯୁକ୍ତ ପୁଷ୍ଟିସାଧନ ସହିତ ଋତୁସ୍ରାବ ସମୟରେ ପରିଚ୍ଛନ୍ନତା ରକ୍ଷା ଉପରେ କିଶୋରୀମାନଙ୍କୁ ଗୋଷ୍ଠୀସ୍ତରରେ ବ୍ୟାପକ ଭାବେ ସଚେତନ କରିବା ଆବଶ୍ୟକ।…
କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୩୫ ଜୀବନ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୩୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୬୮୬କୁ ବୃଦ୍ଧି ପାଇଛି। ଏନେଇ…
ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଶନିବାର ରାଜ୍ୟରେ ୭,୧୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୪,୦୨୬ କ୍ୱାରାଣ୍ଟାଇନ୍ରୁ ହୋଇଥିବା ବେଳେ ୩,୧୬୨ ଲୋକାଲ କେସ୍…
ଅନୁବାଦକ ଶୁଭେନ୍ଦୁ ମୁଣ୍ଡଙ୍କ ପରଲୋକ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ବିଶିଷ୍ଟ କବି, ସାହିତି୍ୟକ, ସମାଲୋଚକ, ଅନୁବାଦକ ଓ ଭାଷାବିତ୍ ଡ. ଶୁଭେନ୍ଦୁ ମୁଣ୍ଡଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ତାଙ୍କୁ ୭୦ବର୍ଷ ହୋଇଥିଲା। ୧୯୫୧ରେ କଳାହାଣ୍ଡି ଜିଲାର ଭବାନୀପାଟଣାରେ ଜନ୍ମ ଗ୍ରହଣ କରିଥିବା ଶୁଭେନ୍ଦୁ ୧୯୭୩ରେ ଶିକ୍ଷା କ୍ଷେତ୍ରରେ ଯୋଗଦାନ…
Archives


