ମେଟ୍ରୋ

୪.୧୧ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ୱର, ୫ା୮(ଅନିଲ ଦାସ): ଲଗାଣ ବର୍ଷା ପ୍ରଭାବରେ ରାଜ୍ୟରେ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଏଥିରେ ୨୧ ଜିଲାର ମୋଟ ୧୩୬ ବ୍ଲକର ୧,୮୮୯ ଗଁା, ୨୬ ପୌରାଞ୍ଚଳ ଅଧୀନ ୧୦୧ ୱାର୍ଡର ମୋଟ ୪ ଲକ୍ଷ ୧୧ ହଜାର...

ସୁବ୍ରତୋ ବାଗ୍‌ଚୀ ଅନୁଷ୍ଠାନ ଦକ୍ଷତା ବୃଦ୍ଧି ମୁଖ୍ୟ ପରାମର୍ଶଦାତା ନିଯୁକ୍ତ

ଭୁବନେଶ୍ୱର,୪ା୮(ଅନିଲ ଦାସ): ସୁବ୍ରତୋ ବାଗ୍‌ଚୀଙ୍କୁ ରାଜ୍ୟ ସରକାରଙ୍କ ଅନୁଷ୍ଠାନ ଦକ୍ଷତା ବୃଦ୍ଧି(ଇନ୍‌ଷ୍ଟିଚ୍ୟୁଶନାଲ କାପାସିଟି ବିଲ୍‌ଡିଂ)ର ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ଏହି ନିଯୁକ୍ତି ପରେ ବାଗ୍‌ଚୀଙ୍କୁ କ୍ୟାବିନେଟ...

ଜୁଲାଇ ସୁଦ୍ଧା ଖର୍ଚ୍ଚ, ରାଜସ୍ବ ଆଦାୟ ବଢ଼ିଛି

ଭୁବନେଶ୍ୱର,୪ା୮(ଅନିଲ ଦାସ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ଆର୍ଥିକ ବର୍ଷର ଜୁଲାଇ ମାସ ସୁଦ୍ଧା ବଜେଟ ଅନୁମୋଦନ ଅର୍ଥର ପ୍ରାୟ ୪ ପ୍ରତିଶତ ଅଧିକ ଖର୍ଚ୍ଚ କରିଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷରେ ରାଜ୍ୟର...

ଖୋର୍ଦ୍ଧାରେ ୬୪୫ ଡେଙ୍ଗୁ ଆକ୍ରାନ୍ତ ମଧ୍ୟରୁ ରାଜଧାନୀରେ ୬୦୫

ଭୁବନେଶ୍ୱର,୪।୮ (ବନ୍ଦନା ସେଠୀ): ରାଜଧାନୀବାସୀଙ୍କୁ ଏବେ ଡେଙ୍ଗୁ ଭୟ ଘାରିଛି। ପ୍ରତି ୧୦୦ ନମୁନାରୁ ୧୦ ନମୁନା ପଜିଟିଭ ଚିହ୍ନଟ ହେଉଥିବାବେଳେ ଆକ୍ରାନ୍ତଙ୍କ ହାର ଦିନକୁ ଦିନ ବଢିବାରେ ଲାଗିଛି। ଜୁଲାଇ ଦ୍ବିତୀୟ ସପ୍ତାହରେ ସହରରୁ ଦୈନିକ ୭ରୁ ୧୦...

ସାପ କାମୁଡ଼ା, ଜଳବାହିତ ରୋଗରୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୪।୮(ଅଭିଜିତ ଦାସ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବିଭିନ୍ନ ନଦୀରେ ବନ୍ୟା ଆସିଛି। ବନ୍ୟା ଓ ବର୍ଷା ପାଣି ଘେରରେ ବହୁ ଗାଁ ରହିଛି। ଏସବୁ ଅଞ୍ଚଳରେ ସରୀସୃପଙ୍କ ପ୍ରାର୍ଦୁଭାବ ରହିଥିବାବେଳେ ଜଳବାହିତ ରୋଗ ବ୍ୟାପିବା ଆଶଙ୍କା ରହିଛି। ଏହାକୁ...

ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା

ଭୁବନେଶ୍ୱର,୪ା୮(ଅନିଲ ଦାସ):ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଜନିତ ବର୍ଷାରେ ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ଦେଖାଦେଇଛି। ରାଜ୍ୟରେ ପ୍ରବାହିତ ଅନ୍ୟ କେତକ ଛୋଟବଡ଼ ନଦୀ ମଧ୍ୟରେ ବଢ଼ି ଆସିଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ମହାନଦୀର ଖଇରମାଳଠାରେ ୪ ଲକ୍ଷ...

ଖୋଲିଲା ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର,୪।୮ (ବନ୍ଦନା ସେଠୀ): ବହୁ ବାଦବିବାଦ, ଧାରଣା ଏବଂ ଆଲୋଚନା ପରେ ଶେଷରେ ଗୁରୁବାର ୟୁନିଟ-୨ସ୍ଥିତ ମାର୍କେଟ ବିଲ୍ଡିଂ ସର୍ବସାଧାରଣଙ୍କ ପାଇଁ ଖୋଲିଛି। ୧୮ଦିନ ପରେ ବିଧିବଦ୍ଧ ଭାବେ ମାର୍କେଟ ବିଲ୍ଡିଂ ଖୋଲିବା ନେଇ ସେଣ୍ଟ୍ରାଲ ମାର୍କେଟ ଆସୋସିଏଶନ୍‌ ସଭାପତି...

ପାନ୍ଥନିବାସରେ ଅସ୍ଥାୟୀ ଖୋଲିବ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟାଳୟ

ଭୁବନେଶ୍ୱର/ସାକ୍ଷୀଗୋପାଳ,୪।୮(ଅନୁରାଧା ମହାରଣା/ପ୍ରଶାନ୍ତ କୁମାର ବାରିକ): ଓଡ଼ିଆ ବିଶ୍ୱବିଦ୍ୟାଳୟ ସତ୍ୟବାଦୀରେ ୨୦୨୩-୨୪ ଶିକ୍ଷାବର୍ଷରୁ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏପିଏଚ୍‌ଡି ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ନାମଲେଖା, ନିଯୁକ୍ତି ଓ ଅନ୍ୟାନ୍ୟ ପ୍ରକ୍ରିୟା ଜାରି ରହିଛି। ହେଲେ ଏବେ ବିଶ୍ୱବିଦ୍ୟାଳୟର ବିଲ୍ଡିଂ ଓ ଭିତ୍ତିଭୂମି...

ଘୁଞ୍ଚିଲା ୟୁଜି, ପିଜି ନାମଲେଖା ତାରିଖ

ଭୁବନେଶ୍ୱର,୩।୮(ଅସମାପିକା ସାହୁ): ପାଣିପାଗ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ୟୁଜି ଏବଂ ପିଜି ନାମଲେଖା ତାରିଖରେ ପରିବର୍ତ୍ତନ କରାଯାଇଛି। ୟୁଜି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଏବଂ ପିଜି ପ୍ରଥମ ପର୍ଯ୍ୟାୟ ନାମଲେଖାକୁ ଅଗଷ୍ଟ ୫ ତାରିଖ ଅର୍ଥାତ୍‌ ଶନିବାରକୁ ଘୁଞ୍ଚାଇ...

ରୋଗୀଙ୍କ ଖାଦ୍ୟ ଅନୁଦାନ ୩୦ ପ୍ରତିଶତ ବୃଦ୍ଧି କଲେ ସରକାର, ଖର୍ଚ୍ଚ ହେବ ୬୪ କୋଟି ଟଙ୍କା

ଭୁବନେଶ୍ୱର,୩ା୮(ଅସମାପିକା ସାହୁ): ଓଡ଼ିଶା ସରକାର ଉନ୍ନତ ସ୍ବାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ  ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ସାର୍ବଜନୀନ ସ୍ବାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା ଚିକିତ୍ସା ନିମନ୍ତେ ବ୍ୟକ୍ତିଗତ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ...

ବଲିଉଡ୍‌ରେ ଓଡ଼ିଆ ପୁଅ ପ୍ରେମ୍‌

ଭୁବନେଶ୍ୱର,୩।୮(ଶର୍ମିଷ୍ଠା ପାଣିଗ୍ରାହୀ): ବଲିଉଡ୍‌ରେ ଓଡ଼ିଆ ପୁଅ ପ୍ରେମ ପରିଜା। ଆସନ୍ତା ୧୧ତାରିଖରେ ଡିଜ୍‌ନି + ହଟ୍‌ଷ୍ଟାର ଓଟିଟି ପ୍ଲାଟଫର୍ମରେ ପ୍ରେମ୍‌ଙ୍କ ଆକ୍ସନ-ଥ୍ରୀଲର ୱେବ୍‌ସିରିଜ ‘କମାଣ୍ଡୋ’ ମୁକ୍ତି ଲାଭ କରିବ। ଯେଉଁଥିରେ ପ୍ରେମ୍‌ଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିବ। ତାଙ୍କ ସହ...

୨୦୪୭ ସୁଦ୍ଧା ରାଜ୍ୟରୁ ହଟିବ ସିକିଲ୍‌ ସେଲ୍‌

ଭୁବନେଶ୍ୱର,୩।୮(ଅଭିଜିତ ଦାସ)ରାଜ୍ୟରେ ବର୍ତ୍ତମାନ ସିକିଲ୍‌ସେଲ୍‌ ବା ସିକିଲ୍‌ ସେଲ୍‌ ଆନିମିଆ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଅଧିକାଂଶ ରୋଗୀ ଓଡିଶାର ଦକ୍ଷିଣ ଓ ପଶ୍ଚିମ ଅଞ୍ଚଳରେ ଦେଖାଯାଉଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ଆବଶ୍ୟକ ପଦକ୍ଷେପ ନିଆଯିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri