ମେଟ୍ରୋ

ଝାରପଡ଼ା ଜେଲ୍‌ରେ ଆକ୍ରାନ୍ତଙ୍କ ସ୍ଥିତି ବିଗୁଡୁଛି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଝାରପଡା ଜେଲ୍‌ର ଆଇସୋଲେଶନରେ ଥିବା କରୋନା ଆକ୍ରାନ୍ତଙ୍କ ସ୍ଥିତି ବିଗିଡିବାରେ ଲାଗିଛି। ଆଜୀବନ ସଜା କାଟୁଥିବା ଜଣେ ୭୨ ବର୍ଷୀୟ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବାବେଳେ ସୋମବାର ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହୋଇପଡିବାରୁ ତାଙ୍କୁ ଭୁବନେଶବରର ଏକ…

ବାତ୍ୟା ମୁକାବିଲା: ଆଶ୍ରୟ ସ୍ଥଳ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ଜନିତ ସ୍ଥିତିର ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପ୍ରସ୍ତୁତ ହୋଇଛି। ଆବଶ୍ୟକ ସମୟରେ ଲୋକଙ୍କୁ କିପରି ଆଶ୍ରୟସ୍ଥଳୀକୁ ଅଣାଯିବ ସେ ନେଇ ବ୍ୟାପକ ବ୍ୟବସ୍ଥା ହୋଇଛି। ପୂର୍ବ ଜୋନ୍‌ରେ ସମସ୍ତ ଆଶ୍ରୟସ୍ଥଳୀ ସମେତ…

ଖବରଦାତାଙ୍କୁ ପୋଲିସ ଆକ୍ରମଣ: ବିଭିନ୍ନ ମହଲରୁ ପ୍ରତିବାଦ

ପୁରୀରେ ଜଣେ ପରିବା ବ୍ୟବସାୟୀଙ୍କୁ ପୋଲିସର ନିର୍ଘାତ ମାଡ଼ ସମ୍ପର୍କରେ ଖବର ସଂଗ୍ରହ କରିବାକୁ ଯାଇଥିବା ଧରିତ୍ରୀର ଜିଲା ପ୍ରତିନିଧି ଦତ୍ତାତ୍ରେୟ ନାୟକଙ୍କୁ ଯେଉଁଭଳି ଭାବେ ଆକ୍ରମଣ କରାଗଲା, ତାହାକୁ ବିଭିନ୍ନ ବର୍ଗର ବ୍ୟକ୍ତି ନିନ୍ଦା କରୁଛନ୍ତି। ଜଣେ କର୍ତ୍ତବ୍ୟରତ ଖବରଦାତାଙ୍କ…

ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଆସନ୍ତା ୨୬ ତାରିଖରେ ବାତ୍ୟା ୟାସ୍‌ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ବାତ୍ୟା ଯୋଗୁ ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପାଓ୍ବାର ଟ୍ରାନ୍ସମିଶନ କର୍ପୋରେଶନ ଲିମିଟେଡ୍‌(ଓପିଟିସିଏଲ୍‌)ପକ୍ଷରୁ ପୁନରୁଦ୍ଧାର କାର୍ଯ୍ୟରେ…

୭୨ ଓଇଏସ୍‌ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର, ୨୫।୫(ବ୍ୟୁରୋ)- ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଓଡ଼ିଶା ଶିକ୍ଷା ସେବା (ଓଇଏସ୍‌) ଅନ୍ତର୍ଗତ ବିଭିନ୍ନ ବର୍ଗର ୭୨ଜଣ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏ ନେଇ ସୋମବାର ବିଭାଗ ପକ୍ଷରୁ ଦୁଇଟି ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି…

୧୦ ଆଇଏଏସ୍‌, ଆଇପିଏସ୍‌ଙ୍କୁ ୫ ଜିଲା ଦାୟିତ୍ୱ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୫ଟି ଉପକୂଳ ଜିଲା ପାଇଁ ୫ ବରିଷ୍ଠ ଆଇଏଏସ୍‌ ଏବଂ ୫ ଆଇପିଏସ୍‌ ଅଧିକାରୀଙ୍କୁ ନିୟୋଜିତ କରିଛନ୍ତି। ଶିଳ୍ପ ବିଭାଗ ସଚିବ ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା ଜିଲାର ଦାୟିତ୍ୱ ଦିଆଯାଇଥିବାବେଳେ ଉଚ୍ଚଶିକ୍ଷା…

ସହଯୋଗ ଲାଗି କେନ୍ଦ୍ର ପ୍ରସ୍ତୁତ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ‘ୟାସ୍‌’ ବାତ୍ୟା ଦ୍ୱାରା ଓଡ଼ିଶାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଅବଗତ କରିବା ସହିତ ବାତ୍ୟା ସହ ଜଡ଼ିତ ବିଭିନ୍ନ ବିଷୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଲୋଚନା କରିଛନ୍ତି। କେନ୍ଦ୍ର…

ଆଗକୁ ମାଡ଼ି ଆସୁଛି ୟାସ୍‌: ବର୍ତ୍ତମାନ ପାରାଦୀପରୁ ୩୬୦ କି.ମି. ଦୂରରେ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବାତ୍ୟା ୟାସ୍‌ ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି॥ ସିଭିୟର୍‌ ସାଇକ୍ଲୋନିକ ଷ୍ଟର୍ମ ଭୀଷଣକାୟ ରୂପ ନେଇ ମଙ୍ଗଳବାର ଅପରାହ୍ନରେ ଭେରି ସିଭିୟର୍‌ ସାଇକ୍ଲୋନିକ ଷ୍ଟ୍ରମ୍‌ରେ ପରିଣତ ହେବ। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଏହା ପାରାଦୀପରୁ ୩୬୦ କିଲୋମିଟର…

ମାଡ଼ି ଆସୁଛି ବାତ୍ୟା ‘ୟାସ’: ୪ମିଟର ଉଠିବ ସାମୁଦ୍ରିକ ଜୁଆର

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେଶନ) ସୋମବାର ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ପୂର୍ବ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୫୨୦ କିଲୋମିଟର ଏବଂ ବାଲେଶ୍ୱରର ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗରେ ୬୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ…

ଓଡ଼ିଶାରେ ୮ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିବ ପକ୍କା ଘର

ଭୁବନେଶ୍ୱର,୨୪।୫: ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ୨୦୨୧-୨୨ ଆର୍ଥିକ ବର୍ଷରେ ଓଡ଼ିଶାରେ ୮ ଲକ୍ଷ ୧୭ ହଜାର ୫୧୩ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ଏହାକୁ ମିଶାଇ ଦେଶରେ ୬୧.୮୪ ଲକ୍ଷ ଆର୍ଥିକ ଦୁର୍ବଳ ଶ୍ରେଣୀର ହିତାଧିକାରୀଙ୍କୁ ପକ୍କା ଘର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୪।୫: ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ମେ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି। କର୍ମଚାରୀଙ୍କୁ ହେଡ କ୍ୱାର୍ଟର୍ସ ଛାଡ଼ି ନ ଯିବା ଲାଗି ନିର୍ଦ୍ଦେଶ ଜାରି କରାଯାଇଛି। ଏପରିକି ଛୁଟି ନେଇଥିବା…

ବାତ୍ୟା ଓଡ଼ିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସାବଧାନ ହେବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍‌ ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମକୁ ଏକ ସମୟରେ ଦୁଇଟି ବଡ଼ ବିପଦର ମୁକାବିଲା କରିବାକୁ ପଡ଼ିବ। ଗତ ବର୍ଷ ଆମେ କୋଭିଡ୍‌ ସହ ଅମ୍ଫନ ବାତ୍ୟାକୁ ସାମ୍ନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri