ମେଟ୍ରୋ

ହସ୍ପିଟାଲରେ ଖୋଲିବ ଶିଶୁ କୋଭିଡ୍‌ ଓ୍ବିଙ୍ଗ୍‌

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଶିଶୁମାନେ କରୋନା ସଂକ୍ରମିତ ହେଉଥିବା ଜଣାପଡ଼ବା ପରେ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଏ ନେଇ ଗାଇଡ୍‌ଲାଇନ ଜାରି କରାଯାଇଛି। ତଦନୁଯାୟୀ ପିଲାମାନଙ୍କ ପାଇଁ ପ୍ରତ୍ୟେକ ଡେଡିକେଟେଡ୍‌ କୋଭିଡ୍‌…

କେନ୍ଦ୍ର ପଠାଇଥିବା ୭୩ ଭେଣ୍ଟିଲେଟର ଅଚଳ

ଭୁବନେଶ୍ୱର, ୨୩ା୫(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପଠାଇଥିବା ୫୬୭ ଭେଣ୍ଟିଲେଟର ମଧ୍ୟରୁ ୭୩ଟି ଅଚଳ ହୋଇପଡ଼ିରହିଛି। ସେଥିରୁ ୧୮ଟିରେ ଉତ୍ପାଦନଗତ ତ୍ରୁଟି ରହିଥିବାବେଳେ ଅବଶିଷ୍ଟ ୫୫ ଯନ୍ତ୍ରାଂଶ ଅଭାବରୁ କାର୍ଯ୍ୟକ୍ଷମ ହୋଇପାରୁନାହିଁ। ରାଜ୍ୟରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଡାକ୍ତରୀ ଉପକରଣ…

ଆଉ ୨୮ ମୁଣ୍ଡ ନେଲା କରୋନା: ଭୁବନେଶ୍ୱରରୁ ସର୍ବାଧିକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାର ରାଜ୍ୟରେ ଆଉ ୨୮ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୮୪ କୁ ବୃଦ୍ଧି ପାଇଛି। ତେବେ ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୫, କଳହାଣ୍ଡିରୁ ୪, ସୁନ୍ଦରଗଡ଼ରୁ ୪, କେନ୍ଦ୍ରାପଡ଼ାରୁ ୩, ଅନୁଗୋଳରୁ ୩,…

ସଂକ୍ରମଣରେ ଲାଗୁନି ବ୍ରେକ୍‌: ଆଜି ଚିହ୍ନଟ ହେଲେ ୧୨,୮୫୨ ଆକ୍ରାନ୍ତ; ଖୋର୍ଦ୍ଧା-କଟକରୁ ସର୍ବାଧିକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ସତ୍ତ୍ୱେ ବେଲଗାମ ସ୍ଥିତିରେ କରୋନା। ଦୈନିକ ସଂକ୍ରମଣ ୧୦ ହଜାରରୁ କମିବାର ନା ନେଉନାହିଁ। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨,୮୫୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୧୯୫ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୫୬୫୭…

ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ରବିବାର ସକାଳ ସୁଦ୍ଧା ଏହା ଅବପାତ(ଡିପ୍ରେସନ)ରେ ପରିଣତ ହେବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତିକରି ଆହୁରି ବଳ ଗୋଟାଇ ଭୟଙ୍କର…

ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’ ସୁବିଧା: ଘରକୁ ଯାଇ ସାମ୍ପଲ ଆଣିବେ…

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଥମେ ବୟସ୍କଙ୍କ ପରେ ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’। ଏବେ ଏହି ସୁବିଧା ଭୁବନେଶ୍ୱର ସହରରେ ବସବାସ କରୁଥିବା ଭିନ୍ନକ୍ଷମଙ୍କୁ ମିଳିବ ବୋଲି ବିଏମ୍‌ସି କମିଶନର ସଞ୍ଜୟ ସିଂ ଶନିବାର ସୂଚନା ଦେଇଛନ୍ତି। ପୂର୍ବରୁ କେବଳ ବୟସ୍କ ଲୋକଙ୍କ…

୧୮ ଜିଲାକୁ ୟେଲୋ ୱାର୍ନିଂ: ରବିବାର ସକାଳଯାଏ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଓଡ଼ିଶାର ୧୮ଟି ଜିଲାକୁ ବଜ୍ରପାତ ସହ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ,…

ବାତ୍ୟା ମୁକାବିଲା ଲାଗି କ’ଣ ହୋଇଛି ପ୍ରସ୍ତୁତି ଜାଣନ୍ତୁ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ଜିଲା ପ୍ରଶାସନ ଓ ବିଭିନ୍ନ ବିଭାଗ ସହ ଆଲୋଚନା ହୋଇଥିବା ସ୍ବତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ସମସ୍ତ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଭାବେ ଫେରାଇ ଅଣାଯାଇଛି। ବର୍ତ୍ତମାନ କୌଣସି ମତ୍ସ୍ୟଜୀବୀ ସମୁଦ୍ର…

ଏଣିକି ଓ୍ବେବ୍‌ସାଇଟ୍‌ରୁ ପାଇପାରିବେ ନିଜର କରୋନା ଟେଷ୍ଟ ରିପୋର୍ଟ: ନୂତନ ବ୍ୟବସ୍ଥା ବିଷୟରେ ଜାଣନ୍ତୁ

ଭୁବନେଶ୍ୱର,୨୨।୫(ବ୍ୟୁରୋ): କରୋନା ପରୀକ୍ଷା ସମ୍ପର୍କିତ ରିପୋର୍ଟ ଏବେ ଘରେ ବସି ପାଇହେବ। କାରଣ ଏଣିକି ଓ୍ବେବ୍‌ସାଇଟ୍‌ରେ ଟେଷ୍ଟ ରିପୋର୍ଟ ମିଳିବା ନେଇ ଶନିବାର ସୂଚନା ପ୍ରଯୁକ୍ତି ସଚିବ ମନୋଜ ମିଶ୍ର ସୂଚନା ଦେଇଛନ୍ତି। ନୂତନ ବ୍ୟବସ୍ଥା ଅନୁଯାୟୀ ରାଜ୍ୟ କୋଭିଡ୍‌ ଡାସ୍‌ବୋର୍ଡ…

୨୪ରେ ଭୀଷଣ ରୂପ ନେଇ ଉପକୂଳମୁହାଁ ହେବ ୟାସ୍‌

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍‌’କୁ ନେଇ ଆଇଏମ୍‌ଡିର ପୂର୍ବ ଆକଳନ ଠିକ୍‌ ହୋଇଛି। ଶନିବାର ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ରମେ ଘନୀଭୂତ ହୋଇ ୨୪ ତାରିଖରେ ବାତ୍ୟା ରୂପ ନେବ।…

ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଓଡ଼ିଶା ସରକାର ପୂର୍ବ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିପାଇଁ ପ୍ରଶାସନିକସ୍ତରରେ ଲଗାତର ବୈଠକ ଚାଲିଛି। ଏହିକ୍ରମରେ ଶନିବାର ଅପରାହ୍ନରେ ବାତ୍ୟା ମୁକାବିଲାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବାତ୍ୟା ମୁକାବିଲା…

ବାତ୍ୟା ‘ୟାସ୍‌’: ୨୫ରୁ ଉପକୂଳରେ ବର୍ଷିବ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଘନୀଭୂତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ପଶ୍ଚିମ ଦିଗରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri