ମେଟ୍ରୋ

୧୯୨୯ କଲ୍‌ ସେଣ୍ଟରକୁ ଆସିଲାଣି ୫୦ହଜାରରୁ ଊର୍ଦ୍ଧ୍ୱ କଲ୍‌

ଭୁବନେଶ୍ୱର, ୨୨ା୫ (ବ୍ୟୁରୋ): କରୋନା ସମ୍ପର୍କିତ ସଚେତନତା ତଥା ପରାମର୍ଶ ପ୍ରଦାନ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ୨୪ଘଣ୍ଟିଆ ୧୯୨୯ କଲ୍‌ ସେଣ୍ଟର କାର୍ଯ୍ୟ କରୁଛି। ପ୍ରତିଦିନ ଲୋକମାନେ ଏଠାକୁ କରୋନା ସମ୍ପର୍କିତ ତଥ୍ୟ ପାଇବା ପାଇଁ…

ବାତ୍ୟା ପାଇଁ ଦରବୃଦ୍ଧି: ଆଳୁ ୨୦ ଟପିଲା

ବାଲିଅନ୍ତା,୨୨ା୫(ଡି.ଏନ.ଏ): ରାଜ୍ୟରେ ଲକଡାଉନ, ଶଟ୍‌ଡାଉନ ଚାଲିଥିବାବେଳେ ଏବେ ପୁଣି ସମ୍ଭାବ୍ୟ ବାତ୍ୟା ଗରିବ ଓ ମଧ୍ୟବିତଙ୍କ ପାଇଁ ଦାଉ ସାଧିଛି। ଖାଇବାତେଲ ଓ ଡାଲି ଦର ବୃଦ୍ଧି ଯୋଗୁ ଗରିବ ଲୋକେ ହନ୍ତସନ୍ତ ହେଉଥିବା ବେଳେ ହଠାତ୍‌ ବାତ୍ୟା ପାଇଁ ଆଳୁଦର…

ୟାସ୍‌ ପାଇଁ ୭୪ ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୨୨ା୫: ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ କୁ ନଜରରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ପ୍ରାୟ ୭୪ ଟ୍ରେନ୍‌ ବାତିଲ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ପୂର୍ବତଟ ରେଳପଥ ପରିସରରେ ଭୁବନେଶ୍ୱର ଏବଂ ପୁରୀ ଭଳି ସ୍ଥାନରୁ ଯାତ୍ରା ଆରମ୍ଭ କରୁଥିବା ଏବଂ ଗନ୍ତବ୍ୟସ୍ଥଳ…

ଅଙ୍ଗନଓ୍ବାଡି କର୍ମୀଙ୍କ ମାଧ୍ୟମରେ ଗାଁକୁ ସଂକ୍ରମଣମୁକ୍ତ କରାଯାଇପାରିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୫ (ବ୍ୟୁରୋ): କେବଳ ଛୋଟପିଲା ଓ ଗର୍ଭବତୀ ମା’ଙ୍କ ପୋଷଣ ତଥା ସ୍ବାସ୍ଥ୍ୟରକ୍ଷା ପାଇଁ ନୁହେଁ, ବରଂ କୋଭିଡ୍‌ ପରିସ୍ଥିତି ମଧ୍ୟରେ ଗତ ଏକ ବର୍ଷରୁ ଅଧିକ ସମୟ ଧରି ଅଙ୍ଗନଓ୍ବାଡି କାର୍ଯ୍ୟକର୍ତ୍ତାମାନେ ଆଗଧାଡିର ଯୋଦ୍ଧା ଭାବେ କାର୍ଯ୍ୟ କରି…

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୨୬ ଜୀବନ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି। ଏନେଇ…

ଦିନେ ବଢ଼ୁଛି ଦିନେ କମୁଛି: ରାଜ୍ୟରେ ପୁଣି ୧୧,୧୦୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଶୁକବ୍ରାର କରୋନା ମିଟର ଉପରମୁହାଁ ହୋଇଥିବା ବେଳେ ଶନିବାର ଏଥିରେ ସାମାନ୍ୟ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୧,୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୨୧୯ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା…

ଏଣିକି କଳାବଜାରକାରୀଙ୍କ ଉପରେ କଡ଼ା ନଜର

ଭୁବନେଶ୍ୱର, ୨୨ା୫(ବ୍ୟୁରୋ): କୋଭିଡ୍‌-୧୯ର ତାଲା ବନ୍ଦ ସ୍ଥିତିରେ ଏବଂ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଦୃଷ୍ଟିରୁ ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରକାରୀ ଓ ବେଆଇନ ମହଜୁଦକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ…

ଭାଜପାର ‘ଓ୍ବାନ୍‌ ଡିଷ୍ଟ୍ରିକ୍ଟ ଓ୍ବାନ୍‌ କୋଭିଡ୍‌-୧୯ ହେଲ୍ପଡେସ୍କ’ ଆରମ୍ଭ

ଭୁବନେଶ୍ୱର, ୨୨ା୫(ବ୍ୟୁରୋ): କରୋନାକୁ ମୁକାବିଲା ପାଇଁ ଶୁକ୍ରବାର ଭାଜପା କୃଷକ ମୋର୍ଚ୍ଚା ରାଷ୍ଟ୍ରୀୟ ସ୍ତରରେ ଆଉ ଏକ ପାଦ ଆଗେଇଛି। ‘ୱାନ୍‌ ଡିଷ୍ଟ୍‌ରକ୍ଟ ୱାନ୍‌ କୋଭିଡ୍‌-୧୯ ହେଲ୍ପଡେସ୍କ’ ଆଧାରରେ ଦେଶର ସବୁ ଜିଲାରେ ୮୨୪ଟି ହେଲ୍ପଡେସ୍କ ଆରମ୍ଭ ହୋଇଛି। ଭାଜପା ରାଷ୍ଟ୍ରୀୟ…

ଟିକା ଟେଣ୍ଡର ସର୍ତ୍ତାବଳୀ କୋହଳ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ମହାମାରୀ କୋଭିଡ୍‌-୧୯ର ମୁକାବିଲା ପାଇଁ ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ମାଗଣାରେ ଟିକା ଯୋଗାଇ ଦିଆଯିବ। ଏହି ଲକ୍ଷ୍ୟ ହାସଲ କରିବାକୁ ରାଜ୍ୟ ସରକାର ବିଶ୍ୱ ବଜାରରୁ ଟିକା କ୍ରୟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଡକାଯାଇଥିବା ଟେଣ୍ଡର…

ବଳ ଗୋଟାଉଛି ୟାସ୍‌

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଶନିବାର ଏହା ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଘନୀଭୂତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ପଶ୍ଚିମ…

ମଦ ଦୋକାନ ଲାଇସେନ୍ସ ଫି’ ଛାଡହେବ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀର ମୁକାବିଲା ପାଇଁ ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ମାଗଣାରେ ଟିକା ଯୋଗାଇ ଦିଆଯିବ। ଏହି ଲକ୍ଷ୍ୟ ହାସଲ କରିବାକୁ ରାଜ୍ୟ ସରକାର ବିଶ୍ୱ ବଜାରରୁ ଟିକା କ୍ରୟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଡକାଯାଇଥିବା ଟେଣ୍ଡର…

ଝାରପଡ଼ା ଜେଲରେ ବିଧାୟକଙ୍କୁ କୋଭିଡ୍‌

ଭୁବନେଶ୍ୱର,୨୧।୫: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଶୁକ୍ରବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏପରି କି ତାଙ୍କ ଭାବି ସମୁଦି ତଥା ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କ ରିପୋର୍ଟ ମଧ୍ୟ ପଜିଟଭ୍‌ ଆସିଛି। ଉଭୟଙ୍କୁ ଝାରପଡ଼ା ଜେଲରେ ଆଇସୋଲେସନରେ ରଖାଯାଇଛି। ଜେଲ କତ୍ତୃପକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri