ମେଟ୍ରୋ

ବାତ୍ୟା ପ୍ରଭାବ: ୨୫ରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ସମ୍ପର୍କିତ ପୂର୍ବାନୁମାନରେ କୌଣସି ପରିବର୍ତ୍ତନ କରାଯାଇନି। ଶୁକ୍ରବାର ଆଣ୍ଡାମାନ ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି। ଶନିବାର ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ୨୩ ତାରିଖରେ ଅବପାତର ରୂପ ନେବ। ୨୪ ତାରିଖରେ ବାତ୍ୟାରେ ରୂପାନ୍ତରିତ…

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ଉତ୍ତର ଓ ଓ ସୁନ୍ଦରବନ ମଧ୍ୟରେ ସ୍ଥଳଭାଗ ଛୁଇଁବ। ତେବେ ତା’ର ଗତି, ବେଗ ଏବଂ ତୀବ୍ରତା କେତେ ରହିବ ତାହା ସ୍ପଷ୍ଟ…

ଖରାଦିନ ବାତ୍ୟା ତେଣୁ ବନ୍ୟା ଆଶଙ୍କା ନାହିଁ: ଜଳ ସମ୍ପଦ ଯନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ‘ୟାସ୍‌’ ଭୟଙ୍କର ହୋଇପାରେ। ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗରେ ତାଣ୍ଡବ ରଚିବା ସମ୍ଭାବନା ରହିଛି। ଯଦିଓ ବାତ୍ୟାର ଚିତ୍ର ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ଆସନ୍ତା ୨୨…

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ସାଢ଼େ ୫ଟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫେରେନ୍ସିଂ ଜରିଆରେ ଏହି ବୈଠକ ଅନୁଷ୍ଠିତ ହେବ। ବିଶେଷକରି ରାଜ୍ୟ ସରକାର କରୋନା ମୁକାବିଲା ଏବଂ ଟିକାକରଣ ଉପରେ ଗୁରୁତ୍ୱାରୋପ…

ଝାରପଡ଼ା ଜେଲ୍‌ରୁ ୯୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଝାରପଡ଼ା ଜେଲ୍‌ରେ ୯୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜେଲ୍‌ ଷ୍ଟାଫ୍‌ ଏବଂ କଏଦୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ୧୯୫ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୬ ଜଣଙ୍କର ପଜିଟିଭ୍‌ ବାହାରିଥିବା ଜେଲ୍‌…

ପୁରୀରେ ଖବରଦାତାଙ୍କୁ ପୋଲିସର ମାଡ଼ ଘଟଣା: ଏସ୍‌ପିଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ପୁରୀ ବଡ଼ଶଙ୍ଖ ପରିବା ମାର୍କେଟରେ ଖବରଦାତା ଓ ଫଳ ଦୋକାନୀଙ୍କ ଉପରେ ପୋଲିସର ବର୍ବରତା ନେଇ ଅଭିଯୋଗ ଆସିଥିଲା। ବୁଧବାର ପୋଲିସ ଜଣେ ଫଳ ଦୋକାନୀଙ୍କୁ ମାଡ଼ ମାରିବା ସହ ଏହି ଘଟଣାର ଖବର ସଂଗ୍ରହ କରୁଥିବା ଧରିତ୍ରୀର ପୁରୀ…

ସାଇବର ଠକେଇ ଏକ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର,୨୧।୫ (ବ୍ୟୁରୋ): କରୋନା କାଳରେ ସାଇବର ଠକେଇ ଦ୍ରୁତ ଗତିରେ ବୃଦ୍ଧି ପାଇଛି। କରୋନାକୁ ନେଇ ଲୋକଙ୍କ ଭାବପ୍ରବଣ ଓ ଭୟର ଫାଇଦା ସାଇବର ଠକ ଉଠାଉଛନ୍ତି । ମୁଖ୍ୟତଃ ସୋସିଆଲ୍‌ ମିଡିଆରେ ଏବେ ଲୋକଙ୍କୁ ସାହାଯ୍ୟ କରିବାକୁ ଅନେକଗୁଡ଼ିଏ ଫେକ୍‌…

କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ କରୋନା

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଜଣାଶୁଣା କଣ୍ଠଶିଳ୍ପୀ ତପୁ ମିଶ୍ର ଗତ କିଛିଦିନ ହେବ କରୋନାରେ ଆକ୍ରାନ୍ତ ଅଛନ୍ତି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ କୋଭିଡ୍‌ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ଏ ସମ୍ପର୍କରେ ତପୁଙ୍କ ପରିବାର ପକ୍ଷରୁ କୌଣସି ସୂଚନା…

ଚିକିତ୍ସା ସେବା ବଡ଼ ଚ୍ୟାଲେଞ୍ଜ: ତୃତୀୟ ଲହରରେ ଶିଶୁ ଚିନ୍ତା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ସାରା ଦେଶରେ ଏବେ ଦ୍ୱିତୀୟ ଲହର କାୟା ବିସ୍ତାର କରୁଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଲାଣି। ତୃତୀୟ ଲହରରେ ପିଲାମାନେ ଅଧିକ ସଂକ୍ରମିତ ହେବେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ଆକଳନ କରୁଛନ୍ତି। ବର୍ତ୍ତମାନ ସ୍ଥିତିରେ ଲୋକଙ୍କୁ ଉପଯୁକ୍ତ ଚିକିତ୍ସା…

ଆଜି ରାଜ୍ୟରୁ ସର୍ବାଧିକ ୨୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୪୩୦କୁ ବୃଦ୍ଧି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ସର୍ବାଧିକ ୨୭ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁସଂଖ୍ୟା ୨୪୩୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ପ୍ରକାଶ। ଖୋର୍ଦ୍ଧା ଏବଂ କୋରାପୁଟ ଜିଲାରୁ…

ଅରୁଣା ମହାନ୍ତି ସଙ୍ଗୀତ ନାଟକ ଏକାଡେମୀ ସଭାପତି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ କାର୍ଯ୍ୟରତ ବିଭିନ୍ନ ଏକାଡେମୀ ପାଇଁ ଗୁରୁବାର ନୂତନ ସଭାପତି, ଉପସଭାପତି ଓ ସଚିବଙ୍କୁ ମନୋନୀତ କରାଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଭାବେ ଶାରଳା ପୁରସ୍କାରପ୍ରାପ୍ତ କବି ଡ. ହୃଷୀକେଶ…

୨୪ ଘଣ୍ଟିଆ ହେଲ୍ପଲାଇନ୍‌ ନମ୍ବର ୧୦୯୮ ଜାରି

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବର୍ତ୍ତମାନ କରୋନାରେ ଅନେକ ପରିବାରରେ ମାତାପିତାଙ୍କ କୋଭିଡ୍‌ରେ ମୃତ୍ୟୁ ହେବା କିମ୍ବା ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେବା ସମୟରେ ସେମାନଙ୍କ ପିଲାମାନେ ଅନାଥ ଏବଂ ଅସହାୟ ହୋଇଯାଉଛନ୍ତି। ଏହି ଶିଶୁମାନଙ୍କୁ ରଖିବା ପାଇଁ ମଧ୍ୟ କେହି ଆତ୍ମୀୟସ୍ବଜନ, ନିକଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri