ମେଟ୍ରୋ

ବାହାରିନ୍‌ରୁ ମୃତଦେହ ଓଡ଼ିଶା ଫେରାଇ ଆଣିଲା ଓଡ଼ିଶା-ମୋ ପରିବାର

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ବାହାରିନ୍‌ରେ କାର୍ଯ୍ୟରତ ଜଣେ ପ୍ରବାସୀ ଓଡି଼ଆଙ୍କର ସେଠାରେ ମୃତ୍ୟୁ ହୋଇଥିଲା। ଏଭଳି ସ୍ଥିତିରେ ମୃତକଙ୍କ ପାର୍ଥିବ ଶରୀରକୁ ଓଡ଼ିଶା ଫେରାଇ ଆଣିବା ସହ ପୁରୀ ସ୍ବର୍ଗଦ୍ୱାରଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏଥିପାଇଁ ଓଡ଼ିଶା-ମୋ ପରିବାର ପକ୍ଷରୁ ସମ୍ପୂର୍ଣ୍ଣ ସହାୟତା…

ଶିକ୍ଷକ ପଦବୀ ପୂରଣ ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଖାଲି ପଡ଼ିଥିବା ୪,୬୧୯ ପଦବୀ ପୂରଣ ନିମନ୍ତେ ଓଡ଼ିଶା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯୋଗ୍ୟ ପ୍ରାର୍ଥୀମାନେ…

ରାସ୍ତାରୁ ହଟିବ ୧୫ ବର୍ଷର ପୁରୁଣା ଗାଡ଼ି

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାସ୍ତାରୁ ୧୫ ବର୍ଷରୁ ଊଦ୍ଧର୍‌ବ ପୁରୁଣା ଗାଡ଼ି ହଟିବ। ଏ ନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ପୁରୁଣା ଗାଡ଼ି ଚିହ୍ନଟ କାର୍ଯ୍ୟ ସରିଛି। ପରିବହନ ବିଭାଗ ଏଥିପାଇଁ ପ୍ରକ୍ରିୟା ଆରମ୍ଭ…

୩ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ଓଡ଼ିିଶା ପୋଲିସ ନିକଟରେ ସୋମବାର ଛତିଶଗଡ଼ କ୍ୟାଡର ୩ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋଡଙ୍ଗା ମହାନଦୀ ସଂଯୁକ୍ତ ଏରିଆ କମିଟିର ଲକ୍ମା ମାଡ୍‌ଭି ଓରଫ ଲଖନ, ଗଙ୍ଗା ମାଡକାମୀ ଓରଫ ସେଣ୍ଡରା ଓ ଶୁକା ସୁଡି…

ସାଢେ ୩ କୋଟିଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୭୫ ତମ ସ୍ବାଧୀନତା ଦିବସ ଅବସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ୯୬ ଲକ୍ଷ ପରିବାର, ସାଢ଼େ ୩ କୋଟି ଲୋକଙ୍କୁ ଏହି…

ଆଜି ହକି ଟିମ୍‌କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୧୭।୮ (କ୍ରୀଡ଼ା ପ୍ରତିନିଧି): ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳ ଏବଂ ୪ର୍ଥ ସ୍ଥାନ ହାସଲ କରିଥିବା ମହିଳା ଦଳ ମଙ୍ଗଳବାର ଭୁବନେଶ୍ୱର ଆସିବେ। ଦିନ ୧୧ଟା ବେଳେ ସେମାନେ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ…

୧ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୯ ତାରିଖ ଯାଏ ଚାଲିବ। ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ୮ ଦିନରୁ ୭ ଦିନ ସରକାରୀ ଦିବସ ପାଇଁ ସମୟ ନିର୍ଘଣ୍ଟ…

ବଢ଼ିଲା ପିଲାଙ୍କ ଚିନ୍ତା

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ଏବେ ଶିଶୁଙ୍କ ଉପରେ କରୋନାର ଆଖି ପଡ଼ିଲାଣି। ଫଳରେ ଚିନ୍ତା ବଢିଛି। ଗତ ଦୁଇଦିନରେ ୧୮ବର୍ଷରୁ କମ୍‌ ବୟସ ବର୍ଗରେ ୨୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଦିନରେ ରାଜ୍ୟରେ ଚିହ୍ନଟ ହୋଇଥିବା ଦୈନିକ ସଂକ୍ରମିତଙ୍କ…

ଯୁକ୍ତ ୨ ଏକ୍ସ ରେଗୁଲାର ଛାତ୍ରୀଛାତ୍ରଙ୍କ ବିକ୍ଷୋଭ: ମାଟ୍ରିକ ମୂଲ୍ୟ ଆଧାରରେ ମାର୍କ ଦିଅ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମାଟ୍ରିକ ମାର୍କ ଆଧାରରେ ମୂଲ୍ୟାୟନ ଦାବିରେ ସୋମବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଯୁକ୍ତ ୨ ଏକ୍ସ ରେଗୁଲାର ଛାତ୍ରୀଛାତ୍ର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ କହିଛନ୍ତି ରେଗୁଲାର ପିଲାଙ୍କୁ ଯଦି ମାଟ୍ରିକ ମୂଲ୍ୟ ଆଧାରରେ ମାର୍କ…

ଅଢ଼େଇ କୋଟିର ବ୍ରାଉନସୁଗାର ଜବତ : ୩ ଜଣଙ୍କୁ ବାନ୍ଧିନେଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୬।୮(ବ୍ୟୁରୋ): ବାଲେଶ୍ୱର ଜିଲା ଜଳେଶ୍ୱର ମାର୍କେଟରେ ଏସ୍‌ଟିଏଫ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏଥିରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ୨ କେଜିରୁ ଅଧିକ ବ୍ରାଉନସୁଗାର ଜବତ କରିବା ସହିତ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଳେଶ୍ୱର ଥାନା ଅଞ୍ଚଳର ମମତାଜ…

କମୁନି ମୃତ୍ୟୁସଂଖ୍ୟା: ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ପୁଣି ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ଖସୁଛି କରୋନା ଗ୍ରାଫ୍‌: ଆଜି ହଜାରେ ତଳେ ଆକ୍ରାନ୍ତଙ୍କ ସଂଖ୍ୟା, ଚିନ୍ତା ବଢ଼ାଉଛି ଟୁଇନ୍‌ସିଟି

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ କମିଛି। ତେବେ ସୋମବାର ରାଜ୍ୟରୁ ୮୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୫,୪୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?