ମେଟ୍ରୋ

ଆସୁଛି ବଡ଼ ଲଘୁଚାପ: ୨୪ଘଣ୍ଟା ଭିତରେ ମାଡ଼ି ଆସୁଛି ଝଡବର୍ଷା, ୮ଜିଲାରେ…

ଭୁବନେଶ୍ୱର,୨୩।୫: ଆସୁଛି ବଡ଼ ଲଘୁଚାପ। ୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର...

ଆତଙ୍କବାଦୀଙ୍କ ଲିଷ୍ଟରେ ପ୍ରଥମ: ଶ୍ରୀମନ୍ଦିର ସବୁ ଫଟୋ ଏବେ ପାକ୍‌ ହାତରେ, କହୁକହୁ କହିଦେଲେ…

ପୁରୀ,୨୩।୫: ପାକ୍‌- ସ୍ପାଏ ଜ୍ୟୋତି ମାଲହୋତ୍ରା ପୁରୀ ଶ୍ରୀମନ୍ଦିର ଆସିଥିବା ଖବର ପ୍ରକାଶ ପାଇବା ପରେ ଏବେ  ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି। କୁହାଯାଉଛି ଜୋତି ଏବଂ ତାଙ୍କ ବାନ୍ଧବୀ ପ୍ରିୟଙ୍କା ପୁରୀ ବୁଲିବା ସହ ଅନେକ ଫଟୋ...

ଆସୁଛି ବଡ଼ ବର୍ଷା, ଭାସିବ…

ଭୁବନେଶ୍ୱର,୨୩।୫: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଓ ଅନ୍ୟ ଆନ୍ତର୍ଜାତୀୟ ପାଣିପାଗ ମଡେଲ ଅନୁଯାୟୀ, ମେ’ ୨୦୨୫ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଓଡ଼ିଶା ଉପକୂଳ ପ୍ରଭାବିତ ହେବାର ଅନୁମାନ କରାଯାଇଛି। ଏହି ଝଡ଼,...

ଲିଙ୍ଗରାଜ ମନ୍ଦିରରେ ପଶିଗଲେ ଅଣହିନ୍ଦୁ

ଭୁବନେଶ୍ବର,୨୩।୫: ଶୁକ୍ରବାର ଲିଙ୍ଗରାଜ ମନ୍ଦିରରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଲିଙ୍ଗରାଜ ମନ୍ଦିର ଭିତରକୁ ଜଣେ ଅଣହିନ୍ଦୁ ପଶି ଯାଇଥିଲେ। ମଧ୍ୟାହ୍ନ ସାଢ଼େ ୧୨ଟାରେ ମନ୍ଦିର ସିଂହଦ୍ୱାର ଦେଇ ଜଣେ ଅଣହିନ୍ଦୁ ମନ୍ଦିର ଭିତରକୁ ପଶିଯାଇଥିବା ସୂଚନା ମିଳିଛି।...

କୋଭିଡ୍‌କୁ ନେଇ ବଡ଼ ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୩।୫: ରାଜ୍ୟରେ କୋଭିଡ଼ ସଂକ୍ରମଣକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ବର୍ତ୍ତମାନ ଦେଖାଯାଉଥିବା କୋଭିଡ ସଂକ୍ରମଣକୁ ଲହର କୁହାଯାଇପାରିବ ନାହିଁ। ଦୁଇ ତିନିଟି ଲହର ପରେ ଏହା ସାଧାରଣ ଥଣ୍ଡା କାଶ ରୋଗ ପାଲଟିଛି। ମଝିରେ...

ପୁଣି ବିଜେଡିକୁ ଟାର୍ଗେଟ କରି ବର୍ଷିଲେ ଜୟନାରାୟଣ

ଭୁବନେଶ୍ୱର,୨୩।୫: ଓଡ଼ିଶାରେ ବାଂଲାଦେଶୀ ଅନୁପ୍ରବେଶ ପ୍ରସଙ୍ଗ ଉପରେ ଶୁକ୍ରବାର ବର୍ଷିଛନ୍ତି ଭାଜପାର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର। ଶୁକ୍ରବାର ଗଣମାଧ୍ୟମ ଆଗରେ ଜୟନାରାୟଣ ବିଜେଡିକୁ ଟାର୍ଗେଟ କରିଛନ୍ତି। ବିଜେଡି ଭୋଟ ବ୍ୟାଙ୍କ ପାଇଁ ବାଂଲାଦେଶୀଙ୍କୁ ଥଇଥାନ...

ସରକାରଙ୍କ ବଡ଼ ଘୋଷଣା: ରଥଯାତ୍ରା ପାଇଁ ମିଳିବ ଆର୍ଥିକ ସହାୟତା

ଭୁବନେଶ୍ୱର,୨୩।୫: ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ୨୦୨୫ ରଥଯାତ୍ରା ପାଇଁ ରାଜ୍ୟରେ ଥିବା ଜଗନ୍ନାଥ ମନ୍ଦିରଗୁଡିକୁ ସରକାର ଆର୍ଥିକ ସହାୟତା ଯୋଗାଇ ଦେବେ। ଏହି ସହାୟତା ରଥ ନିର୍ମାଣ ଏବଂ ରଥଯାତ୍ରା ପାଇଁ ଦିଆଯିବ। ଦେବୋତ୍ତର...

ପୁରୀ ଜଗନ୍ନାଥ ମନ୍ଦିରରେ ସୁରକ୍ଷା ପାଇଁ ଆଣ୍ଟି-ଡ୍ରୋନ ସିଷ୍ଟମ

ପୁରୀ, ୨୩।୫: ପୁରୀ ଜଗନ୍ନାଥ ମନ୍ଦିରରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣର ଆଶଙ୍କାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଏହି ୧୨ଶ ଶତାବ୍ଦୀର ହିନ୍ଦୁ ତୀର୍ଥସ୍ଥଳୀର ସୁରକ୍ଷା ପାଇଁ ଆଣ୍ଟି-ଡ୍ରୋନ ପ୍ରଯୁକ୍ତି ସ୍ଥାପନ ଉପରେ ବିଚାର କରୁଛନ୍ତି। ଏ ସମ୍ପର୍କରେ ଆଇନ...

ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି

ଭୁବନେଶ୍ୱର,୨୩ା୫: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଜୁନ୍‌ ୧୫ରୁ ୨୬ ଭିତରେ ଏହି ନୂଆ ଆଇନ ଆସିବ। ବରିଷ୍ଠ ଅଧିକାରୀମାନେ ଏନେଇ ସମୀକ୍ଷା କରୁଛନ୍ତି। ଆନ୍ଧ୍ର ସମେତ...

ବଦଳିଲା ସାବିତ୍ରୀ ଅମାବାସ୍ୟା ଛୁଟି: ୨୭ ପରିବର୍ତ୍ତେ ୨୬ରେ ସରକାରୀ ଅଫିସ୍‌ ବନ୍ଦ

ଭୁବନେଶ୍ୱର,୨୩।୫: ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ୨୭ ପରିବର୍ତ୍ତେ ମେ ୨୬ରେ କରିବା ପାଇଁ ନିଷ୍ପତ୍ତି ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ...

ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଦେବେ ପ୍ରଥମ ବର୍ଷର କାର୍ଯ୍ୟଦକ୍ଷତା ରିପୋର୍ଟ

ଭୁବନେଶ୍ୱର, ୨୩।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାରଠାରୁ ନୂଆଦିଲ୍ଲୀରେ ଚାରିଦିନିଆ ଗସ୍ତ ଆରମ୍ଭ କରିବେ। ଏହି ଗସ୍ତ ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ତାଙ୍କ ସରକାରର ପ୍ରଥମ ବର୍ଷର କାର୍ଯ୍ୟଦକ୍ଷତା ରିପୋର୍ଟ ଉପସ୍ଥାପନ କରିବେ ଏବଂ...

ବଙ୍ଗୋପସାଗରରେ ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା, ଏସବୁ ଜିଲା ହେବ ସବୁଠାରୁ ଅଧିକ ପ୍ରଭାବିତ

ଭୁବନେଶ୍ୱର,୨୩।୫: ଦୀର୍ଘ ଦିନର ଗରମ ଓ ଗୁଳୁଗୁଳି ପରେ, ମେ ୨୭ ଓ ୨୮ ତାରିଖରେ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁସାରେ, ବଙ୍ଗୋପସାଗରରେ ଏକ ନିମ୍ନଚାପ ରେଖା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri