ମେଟ୍ରୋ

କେବଳ ଏହି ମାନଙ୍କ ପାଇଁ ଚାଲିବ ‘ମୋ ବସ’

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ଜୁନ ୧ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଏହି ସମୟରେ ପରିବହନ, ଯେପରିକି ବସ ଚଳାଚଳ ବନ୍ଦ ରହିବ। ମୋ ବସ୍‌ ନିୟମିତ ସେବା ମଧ୍ୟ ବନ୍ଦ ରହିବା ନେଇ କ୍ୟାପିଟାଲ ରିଜିଅନ…

ସ୍ବାସ୍ଥ୍ୟକର୍ମୀଙ୍କ ପରିବାର ସଦସ୍ୟଙ୍କୁ ଦିଆଯିବ କରୋନା ଟିକା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟ ସରକାର ଜନସାଧାରଣଙ୍କ ଟିକାକରଣକୁ ଗୁରୁତ୍ୱ ଦେଇ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ପୂର୍ବରୁ କୋଭିଡ୍‌ ଯୋଦ୍ଧା ସ୍ବାସ୍ଥ୍ୟକର୍ମୀ, ଖବରଦାତା, ପୋଲିସଙ୍କୁ ପ୍ରାଥମିକତା ଆଧାରରେ ଟିକା ପ୍ରଦାନ କରାଯାଇଥିଲା। ଏଣିକି ସ୍ବାସ୍ଥ୍ୟକର୍ମୀଙ୍କ ପରିବାର ସସଦ୍ୟଙ୍କୁ କରୋନା ଟିକା ଦିଆଯିବ। ରାଜ୍ୟର…

ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି: ଏବେ କହୁଛନ୍ତି କଥା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି । ବର୍ତ୍ତମାନ ସେ ଧୀରେ ଧୀରେ କଥା କହିବା ଆରମ୍ଭ କଲେଣି । ଭୁବନେଶ୍ୱର ଏମ୍ସର କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି । କରୋନା ସଂକ୍ରମିତ ହେବା ପରେ…

ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ତଥା ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ ହୋଇଛି। ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ଏମ୍ସ ସୁପରିଟେଣ୍ଡେଣ୍ଟ୍‌ ସଚ୍ଚିଦାନନ୍ଦ ମହାନ୍ତି ସୂଚନା…

ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରେ କରୋନାରେ ଚାଲିଗଲେ ପୁଅ  

ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଧିର ବିଧାନ ବଡ଼ ବିଚିତ୍ର। ଦଇବ ଦାଉ ସାଧିଲା। ୧୧ଦିନ ପୂର୍ବରୁ ବାପା ପରପାରିକୁ ଚାଲିଯାଇଥିବା ବେଳେ ଏବେ ପୁଅଙ୍କର ଦେହାନ୍ତ ହୋଇଛି। ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ ହୋଇଛି।…

ପୁଣି ରାଜ୍ୟରେ ଆଜି କରୋନା ନେଲା ୨୧ ଜୀବନ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୨୧ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୩୭୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ କଳାହାଣ୍ଡି ଜିଲାରୁ ସର୍ବାଧିକ…

କମୁନି ସଂକ୍ରମଣ: ରାଜ୍ୟରେ ଆଜି ୧୧,୦୯୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ୧୧,୦୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨୧୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୮୮୫ଟି ହେଉଛି ଲୋକାଲ କେସ। ଆଜି ଖେର୍ଦ୍ଧା ଜିଲାରୁ ସର୍ବାଧିକ…

ଶିକ୍ଷକଙ୍କୁ କରୋନା ଯୋଦ୍ଧା ଘୋଷଣା କରାଯାଉ

ଭୁବନେଶ୍ୱର, ୧୯ା୫(ବ୍ୟୁରୋ):କରୋନା ଲଢ଼େଇରେ ଆରମ୍ଭରୁ ନିଜକୁ ସାମିଲ କରିଥିବା ଶିକ୍ଷକଙ୍କୁ ତୁରନ୍ତ କରୋନା ଯୋଦ୍ଧାର ମାନ୍ୟତା ମିଳୁ। ରାଜ୍ୟ ସରକାର ଶିକ୍ଷକଙ୍କୁ ଯୋଦ୍ଧା ଭାବେ ଘୋଷଣା କରନ୍ତୁ ବୋଲି ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ଦାବି କରିଛି।…

କରୋନା ଆକ୍ରାନ୍ତଙ୍କ ସାହାରା ଅଭିନେତା ଋଷି

ଭୁବନେଶ୍ୱର, ୧୯।୫ (ବ୍ୟୁରୋ):କରୋନା ମହାମାରୀର ଭୟାବହ ପରିସ୍ଥିତିରେ ଅନେକ ସହୃଦୟ ବ୍ୟକ୍ତି ଓ ଅନୁଷ୍ଠାନ ଲୋକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସୁଛନ୍ତି। କିଏ କରୋନା ସଂକ୍ରମିତଙ୍କୁ ମାଗଣାରେ ଖାଇବାକୁ ଦେଉଛନ୍ତି ତ ଆଉ କିଏ ସେମାନଙ୍କୁ ଅକ୍ସିଜେନ ଯୋଗାଇ ଦେଉଛନ୍ତି। ଓଲିଉଡ୍‌…

ଟ୍ରେନ୍‌ରେ ବୃଦ୍ଧଙ୍କ ମୃତ୍ୟୁ, ଓହ୍ଲାଇଦେଲେ ସହଯାତ୍ରୀ

ଭୁବନେଶ୍ୱର,୧୯ା୫(ବ୍ୟୁରୋ):ରବିବାର ସନ୍ଧ୍ୟାରେ ଖୋର୍ଦ୍ଧାରୋଡ ନିକଟରେ ଯାଉଥିବା ଏକ ଚଳନ୍ତା ଟ୍ରେନରେ ଜଣେ ବୃଦ୍ଧ ଯାତ୍ରୀଙ୍କ ହଠାତ ମୃତ୍ୟୁ ଘଟିଥିଲା। ତାଙ୍କ ସହ ଯାତ୍ରା କରୁଥିବା ବୃଦ୍ଧା ସ୍ତ୍ରୀ ଜଣକ ସହଯାତ୍ରୀଙ୍କୁ ସହାୟତା ମାଗିଥିଲେ ମଧ୍ୟ କେହି ଶୁଣି ନ ଥିଲେ। ଓଲଟା…

ଓଡ଼ିଶା ସମେତ ୬ ରାଜ୍ୟରେ ସଂକ୍ରମଣ ସ୍ଥିର

ଭୁବନେଶ୍ୱର, ୧୯।୫(ବ୍ୟୁରୋ):ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଆସାମ, ପଣ୍ଡିଚେରୀ, ପଶ୍ଚିମବଙ୍ଗ ଓ ନାଗାଲାଣ୍ଡ ଆଦି ୬ ରାଜ୍ୟରେ ସଂକ୍ରମଣ ହାର ସ୍ଥିର ରହିଛି କିମ୍ବା ହ୍ରାସ ପାଇବା ଆରମ୍ଭ କରିଛି। ମେ’ ପ୍ରଥମ ସପ୍ତାହରେ ଓଡ଼ିଶାର ହାରାହାରି ସଂକ୍ରମଣ ହାର ୨୪.୪ ପ୍ରତିଶତ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ମିଶିବ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୯।୫(ବ୍ୟୁରୋ):ଅସ୍ତିତ୍ୱ ହରାଇବ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ। ଆସନ୍ତା ସେପ୍ଟେମ୍ବର ୧ରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ମିଶିଯିବ ଏହି ପ୍ରମୁଖ ଉଚ୍ଚ ଶିକ୍ଷାନୁଷ୍ଠାନ। ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ମିଶ୍ରଣ ନେଇ ମଙ୍ଗଳବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ଏକକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri