ମେଟ୍ରୋ

ଆଇଏଫ୍‌ଏଫ୍‌ଏମ୍‌ରେ ପ୍ରଦର୍ଶିତ ହେବ ‘କାଲିର ଅତୀତ’

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ପଦ୍ମଶ୍ରୀ ଓ ଜାତୀୟ ପୁରସ୍କାର ବିଜେତା ଫିଲ୍ମ ନିର୍ଦ୍ଦେଶକ ନୀଳ ମାଧବ ପଣ୍ଡାଙ୍କ ଓଡ଼ିଆ ଚଳଚ୍ଚିତ୍ର ‘କାଲିର ଅତୀତ’ ଇଣ୍ଡିଆନ୍‌ ଫିଲ୍ମ ଫେଷ୍ଟିଭାଲ୍‌ ଅଫ୍‌ ମେଲ୍‌ବୋର୍ନ (ଆଇଏଫ୍‌ଏଫ୍‌ଏମ୍‌)ରେ ପ୍ରଦର୍ଶିତ ହେବ। ଜଳବାୟୁ ପରିବର୍ତ୍ତନର ବିପଦକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ର…

ପିଲାଙ୍କ ପାଇଁ ପ୍ରସ୍ତୁତି କର

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ଦ୍ୱିତୀୟ ଲହର ଶେଷ ହୋଇନାହିଁ। ପୁଣି ତୃତୀୟ ଲହର ଆସିବା ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ସତର୍କ କରାଇଲେଣି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବ୍ୟୁରୋ)/ଦିଗପହଣ୍ଡି୧୩/୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିଗପହଣ୍ଡିଠାରେ ଏକ ତୁଳା ଜିନିଂ ଓ ପ୍ରେସିଂ ମିଲ୍‌ ଏବଂ ଏକ ନୂଆ ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ…

ଉଚ୍ଚ ଶିକ୍ଷା ବିଭାଗର ଇ-ମେଧାବୃତ୍ତି ଜାଲିଆତି: ଅବସରପ୍ରାପ୍ତ ଅନୁସଚିବ ପ୍ରକାଶ ଚନ୍ଦ୍ର ରଥ ଗିରଫ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଉଚ୍ଚ ଶିକ୍ଷା ବିଭାଗର ଇ-ମେଧାବୃତ୍ତିରେ ବି ଦୁର୍ନୀତି। ଜାଲିଆତି କରାଯାଇ ଅଯୋଗ୍ୟ ଛାତ୍ରୀଛାତ୍ରଙ୍କୁ ଦିଆଯାଇଛି ମେଧାବୃତ୍ତି। ଏହି ଘଟଣାରେ ସମ୍ପୃକ୍ତ ଅବସରପ୍ରାପ୍ତ ଅନୁସଚିବ ପ୍ରକାଶ ଚନ୍ଦ୍ର ରଥଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ବାଲିଅନ୍ତାରୁ ଗିରଫ କରିଛି। ତାଙ୍କୁ ଗୁରୁବାର…

୧୯ରେ ଓଡ଼ିଶା ଗସ୍ତରେ ଅଶ୍ୱିନୀ, ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୧୯ ତାରିଖରେ ଓଡ଼ିଶା ଗସ୍ତରେ ଆସି ଜନ ଆଶୀର୍ବାଦ ଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ। ନିକଟରେ ମୋଦି ସରକାର ମନ୍ତ୍ରିମଣ୍ଡଳ ପରିବର୍ତ୍ତନ କରିବା ପରେ ଏହା ଧର୍ମେନ୍ଦ୍ର ଓ…

ଆଜି ଆଉ ୬୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୬୭୫୭କୁ ବୃଦ୍ଧି

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ପୁଣି ୬୦ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୭୫୭କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

ଆଜି ରାଜ୍ୟରୁ ୧୧୯୩ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୧୯୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୨,୩୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୯୫ ଜଣ ଚିହ୍ନଟ…

ଯୁବତୀଙ୍କୁ ଏସିଡ୍‌ ମାଡ଼: ଅଭିଯୁକ୍ତ ଅଟକ

ଭୁବନେଶ୍ୱର,୧୩ା୮(ବ୍ୟୁରୋ):ରାଜଧାନୀରେ ଜଣେ ଯୁବତୀଙ୍କ ଉପରକୁ ଏସିଡ୍‌ ମାଡ଼ କରାଯାଇଛି। ଏଥିରେ ଯୁବତୀଙ୍କ ମୁହଁର ବାମ ପାର୍ଶ୍ୱ ପୋଡ଼ି ଯାଇଛି। ଏସିଡ୍‌ ମାଡ଼ କରିଥିବା ଯୁବକ ହେଉଛନ୍ତି ନିମାପଡ଼ା ଅଞ୍ଚଳର ପପୁ ରାଉତ। ୨ବର୍ଷ ତଳେ ନୋଟାରୀ ପବ୍ଲିକ୍‌ଙ୍କ ନିକଟରେ ପପୁ ଉକ୍ତ…

ଶକ୍ତି ମିଶ୍ରଙ୍କ ପାଇଁ ଆଗେଇ ଆସିଲେ

ଭୁବନେଶ୍ୱର,୧୨।୮(ବ୍ୟୁରୋ): କଣ୍ଠଶିଳ୍ପୀ ଶକ୍ତ ମିଶ୍ରଙ୍କ ଆରୋଗ୍ୟ ପାଇଁ ସହଯୋଗର ହାତ ବଢାଇଛି ସଂଗୀତ ଅନୁଷ୍ଠାନ ଗୋଲ୍ଡେନ୍‌ ଗୀତ ଗଜଲ ଟ୍ରଷ୍ଟ ଓ ମ୍ୟୁଜିକ୍‌ ସିଜଲର୍ସ। ଏହି ଦୁଇ ଅନୁଷ୍ଠାନ ପକ୍ଷରୁ ଏକ ସଙ୍ଗୀତ ଭିତ୍ତିକ କାର୍ଯ୍ୟକ୍ରମ ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି।…

୧୫ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଜୁନ୍‌ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟର ୨୪ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବାରୁ ଅଧିକାଂଶ ସ୍ଥାନରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ କୋରାପୁଟରେ ନିଅଣ୍ଟିଆ ବର୍ଷା ନାହିଁ। ସେହିପରି ଭଦ୍ରକ, ଯାଜପୁର, କଳାହାଣ୍ଡି, କେନ୍ଦୁଝର…

ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଆଜିଠାରୁ ଯୁକ୍ତ ଦୁଇ ପାଠ୍ୟକ୍ରମରେ ନାମଲେଖା ପାଇଁ ଆରମ୍ଭ ହୋଇଛି ଆବେଦନ ପ୍ରକ୍ରିୟା। କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତି ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରୁଛନ୍ତି ଛାତ୍ରୀଛାତ୍ର। ଏଥିପାଇଁ www.samsodisha.gov.in ଜରିଆରେ ଛାତ୍ରୀଛାତ୍ରଙ୍କ ପାଇଁ ଆବେଦନ ସୁବିଧା…

‘ଜୁଆର ପଶି ଆସିଥିବା ସ୍ଥାନ ଚିହ୍ନଟ କର’

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଲୁଣାଘେରି ବନ୍ଧ ଏବଂ ବନ୍ୟା ସୁରକ୍ଷା ଘେରିବନ୍ଧଗୁଡ଼ିକର ଦୃଢ଼ୀକରଣ ନିମନ୍ତେ ରାଜ୍ୟ ସରକାର ପ୍ରଚେଷ୍ଟା ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଉପଯୋଗୀ ପ୍ରକଳ୍ପ ପ୍ରସ୍ତୁତ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜଳ ସମ୍ପଦ ବିଭାଗକୁ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?