ମେଟ୍ରୋ

ମୃତ୍ୟୁ ତଥ୍ୟକୁ ନେଇ ବିବାଦ

ଭୁବନେଶ୍ୱର,୧୯ା୫(ବ୍ୟୁରୋ):କରୋନାର ଦ୍ୱିତୀୟ ଲହର ମାରାତ୍ମକ ସାବ୍ୟସ୍ତ ହୋଇଛି। ଦେଶରେ ଗତ କିଛିଦିନ ହେଲା କରୋନା ଆକ୍ରାନ୍ତଙ୍କ ମୃତ୍ୟୁସଂଖ୍ୟା ସରକାରୀ ତଥ୍ୟ ଅନୁସାରେ ହାରାହାରି ପ୍ରାୟ ୪୦୦୦ ରହୁଛି। ଓଡ଼ିଶାରେ ମଧ୍ୟ ମୃତ୍ୟୁସଂଖ୍ୟା ଚିନ୍ତାଜନକ ଥିବାବେଳେ ତଥ୍ୟକୁ ନେଇ ବିବାଦ ସୃଷ୍ଟି ହେଉଛି।…

ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର,୧୯ା୫(ବ୍ୟୁରୋ):କରୋନା ମହାମାରୀ ବିପଦରେ ଘାଣ୍ଟି ହେଉଥିବା ଓଡ଼ିଶା ଆଉ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ଯାଉଛି। ଆରବସାଗର ପରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ଦାନା ବାନ୍ଧୁଛି। ଆସନ୍ତା ୨୦ କିମ୍ବା ୨୧ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।…

ବିବାହ, ବ୍ରତଘର, ଶୁଦ୍ଧିକ୍ରିୟା ପାଇଁ ବଢ଼ିଲା କଟକଣା: ଏଥର ବାଜାବାଲାଙ୍କୁ ମିଶାଇ ବିବାହରେ ଯୋଗଦେବେ ୨୫

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଜୁନ ୧ ପର୍ଯ୍ୟନ୍ତ ସରକାର ଲକ୍‌ଡାଉନ ବଢ଼ାଇ ଥିବା ବେଳେ ବାହାଘର, ବ୍ରତଘର ଏବଂ ଶୁଦ୍ଧିକ୍ରିୟା ପାଇଁ ମଧ୍ୟ କଟକଣା ବଢ଼ିଛି। ପୂର୍ବରୁ ବାହାଘରରେ ୫୦ ଜଣଙ୍କୁ ଅନୁମତି ମିଳୁଥିବା ବେଳେ ସେଥିରେ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ବାହାଘରରେ…

୯୦ ଦିନିଆ ପାରୋଲରେ ଯିବେ ୪୪୯ କଏଦୀ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ କରୋନା ସଂକ୍ରମଣ ବ୍ୟାପୁଛି। ବହୁ ଅଧିକାରୀ ଓ କର୍ମଚାରୀ ଆକ୍ରାନ୍ତ ହୋଇଥିବାବେଳେ ୩ଶହରୁ ଊର୍ଦ୍ଧ୍ୱ ଅନ୍ତେବାସୀ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ କରୋନାରେ କଏଦୀଙ୍କ ଜୀବନ ଯିବା ପରେ ଚେତା ପଶିଛି। ଜେଲରେ ସଂକ୍ରମଣ ରୋକିବାକୁ…

ପୋଲିସକୁ ୪୩ ହଜାର ଟଙ୍କା ଦେଲେ ୬ଷ୍ଠ ଶ୍ରେଣୀ ଛାତ୍ର

ଭୁବନେଶ୍ୱର,୧୮।୫(ବ୍ୟୁରୋ): କରୋନା ସମୟରେ ସମ୍ମୁଖ ଯୋଦ୍ଧା ଭାବେ ଅନେକ ପୋଲିସ କର୍ମଚାରୀ ଜୀବନକୁ ବାଜି ଲଗାଇ କାର୍ଯ୍ୟ କରୁଛନ୍ତି। ଏପରି ସ୍ଥଳେ ସେମାନଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ସାଇ ଇଣ୍ଟରନ୍ୟାଶନାଲ ସ୍କୁଲରେ ଷଷ୍ଠ ଶ୍ରେଣୀରେ ପଢୁଥିବା ଛାତ୍ର ଇସାନ ନାୟକ। ନିଜ…

ଅନ୍‌ଲାଇନରେ ବିବାହ, ଅନ୍ତ୍ୟେଷ୍ଟି ଅନୁମତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସ ପକ୍ଷରୁ ଲୋକଙ୍କୁ ଯଥା ସମ୍ଭବ ଥାନାକୁ ନ ଆସିବା ପାଇଁ ପରାମର୍ଶ ଦିଆଯାଉଛି। ଏଥିପାଇଁ ଅଭିଯୋଗଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟ ଓ ଜରୁରୀ କାଳିନ ସେବା ପାଇଁ କମିଶନରେଟ୍‌ ପୋଲିସ…

ମାଛ ବେପାର ଆଳରେ ବ୍ରାଉନସୁଗାର ଚାଲାଣ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ରେ କଡ଼ା ଯାଞ୍ଚ ସତ୍ତ୍ୱେ ରାଜ୍ୟରେ ଚାଲୁଛି ନିଶା କାରବାର। କଟକଣା ଗାଇଡ୍‌ଲାଇନ୍‌ରୁ ଫାଇଦା ଉଠାଇ ମାଛ ବେପାର ନାଁରେ ମାଫିଆମାନେ ବ୍ରାଉନସୁଗାରବେପାର ଚଳାଇଛନ୍ତି। ଖୋଦ୍‌ ରାଜଧାନୀ ଦେଇ ବ୍ରାଉନସୁଗାର ଚାଲାଣ କରୁଛନ୍ତି। ବାଲେଶ୍ୱରରୁ ଏକ ପିକ୍‌ଅପ…

ଖରିଫଚାଷ ପୂର୍ବରୁ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): କୃଷି ଅର୍ଥନୀତିର ମେରୁଦଣ୍ଡ ହୋଇଥିବା ବେଳେ ଖରିଫ ଚାଷ ରାଜ୍ୟର କୃଷିକ୍ଷେତ୍ର ନିମନ୍ତେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗତ ଖରିଫଋତୁରେ କୋଭିଡ୍‌-୧୯ର ଅସ୍ବାଭାବିକ ପରିସ୍ଥିତିକୁ ସମ୍ମୁଖୀନ ହୋଇ ମଧ୍ୟ କୃଷକଙ୍କ କଠିନ ପରିଶ୍ରମ ଏବଂ ରାଜ୍ୟ ସରକାରଙ୍କ ସମୟୋଚିତ ପଦକ୍ଷେପ ଯୋଗୁ…

୩୧ ଯାଏ ଓଏଚ୍‌ଆର୍‌ସି କାର୍ଯ୍ୟାଳୟକୁ ପ୍ରବେଶ ମନା

ଭୁବନେଶ୍ୱର,୧୮।୫(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତୋଷାଳୀ ଭବନସ୍ଥିତ ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଇଛି। ଏହି କ୍ରମରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟାଳୟରେ କାର୍ଯ୍ୟ ବନ୍ଦ ରହିବ। ଏହି ସମୟରେ ସର୍ବସାଧାରଣ,…

୪୦ ଡିଗ୍ରୀ ଟପିଲା ୬ ସହର

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଗତ କିଛିଦିନ ଧରି ଲଗାତର ଝଡ଼ବର୍ଷା ହେବା ଯୋଗୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ କମ୍‌ ରହିଥିଲା। ସୋମବାରଠାରୁ ଏହାର ପ୍ରକୋପ ପୁଣି ବୃଦ୍ଧି ପାଇଛି। ରାଜ୍ୟର ୬ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି। ପାରଦ…

‘ମମତା’ ଯୋଜନା ପଞ୍ଜୀକରଣ ଅବଧି ୭ ମାସକୁ ବୃଦ୍ଧ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): କରୋନା ପାଇଁ ରାଜ୍ୟରେ ଏବେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକ ବନ୍ଦ ରହିଛି। ସାରା ଦେଶରେ ଲକ୍‌ଡାଉନ ପରିସ୍ଥିତି ଜାରି ରହିଥିବାରୁ ବହୁ ସଂଖ୍ୟାରେ ପ୍ରବାସୀ ଓଡ଼ିଶା ଫେରୁଛନ୍ତି। ଏଭଳି ସମୟରେ କରୋନା ମାର୍ଗଦର୍ଶିକାର କଡ଼ାକଡ଼ି ଅନୁପାଳନ ମଧ୍ୟରେ ସମସ୍ତ ଅଙ୍ଗନଓ୍ବାଡି…

ଭିଡିଓ କ୍ଲାସ୍‌ କରିବେ ଯୁକ୍ତ୨ ପ୍ରଥମବର୍ଷ ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ଗତବର୍ଷ ପରି ଏବର୍ଷ ମଧ୍ୟ କରୋନା ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ର ଭିଡିଓ କ୍ଲାସ୍‌ କରିବେ। ଏ ନେଇ ସୋମବାର ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ (ଡିଏଚ୍‌ଏସ୍‌ଇ)ର ଅତିରିକ୍ତ ନିର୍ଦ୍ଦେଶକ ବିଜୟା କୁମାରୀ ପାତ୍ର ସମସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri