ରାଜ୍ୟରେ ଆଜି ୮,୩୯୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୭୪୧ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୩୬୫୮ଟି…
ସୁରକ୍ଷା କର୍ମୀଙ୍କୁ ହତ୍ୟା ଅଭିଯୋଗ
ଭୁବନେଶ୍ୱର,୨ା୬(ବ୍ୟୁରୋ):ବଡ଼ଗଡ଼ ଥାନା ଅନ୍ତର୍ଗତ କଳ୍ପନା ଛକସ୍ଥିତ ଭଞ୍ଜକଳା ମଣ୍ଡପ ନିକଟ ୟୋଗିକ୍ ଜିମ୍ ସେଣ୍ଟର ପରିସରରୁ ମଙ୍ଗଳବାର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ଅନ୍ଧାଳୁଆ ଗ୍ରାମର ରଞ୍ଜିତ ନାୟକ (୨୨)।…
ଆଜିଠୁ ୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍
ଭୁବନେଶ୍ୱର, ୨।୬(ବ୍ୟୁରୋ):ବହୁ ପ୍ରତୀକ୍ଷା ପରେ ଶେଷରେ ରାଜଧାନୀ ଭୁବନେଶ୍ୱରରେ ବୁଧବାରଠାରୁ ୧୮ରୁ ୪୪ ବର୍ଷୀୟ ବର୍ଗଙ୍କ ପାଇଁ ୨ୟ ଡୋଜ୍ କୋଭିଡ୍ ଟିକାକରଣ ଆରମ୍ଭ ହେବାକୁ ଯାଉଛି। ଏନେଇ ବିଏମ୍ସି ପକ୍ଷରୁ ୟୁନିଟ-୩ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଘାଟିକିଆ ସହରାଞ୍ଚଳ ପ୍ରାଥମିକ…
ଠକିଲେ ୧.୪୦ କୋଟି, ମିଳିଲା ୧୨ ଲକ୍ଷ
ଭୁବନେଶ୍ୱର,୨।୬(ବ୍ୟୁରୋ):ରାଜ୍ୟରେ ଅନ୍ଲାଇନ କାରବାର ବୃଦ୍ଧି ପାଇଛି। ଏହାର ସୁଯୋଗ ନେଇ ସାଇବର ଠକମାନେ ଗତ ମେ ମାସରେ ରାଜ୍ୟରେ ୧କୋଟି ୪୦ ଲକ୍ଷ ଟଙ୍କା ଠକି ନେଇଛନ୍ତି। ଏଥିମଧ୍ୟରୁ ୧୨ ଲକ୍ଷ ଟଙ୍କା ଫେରସ୍ତ ଆଣିବାରେ ପୋଲିସ ସଫଳ ହୋଇଛି। ମଙ୍ଗଳବାର…
ଓଏଏସ୍ ସ୍ତରରେ ଅଦଳବଦଳ:ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ
ଭୁବନେଶ୍ୱର, ୨।୬(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଥିବା…
ତୃତୀୟ ଲହର ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୬(ବ୍ୟୁରୋ):ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ୍ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶାବ୍ୟକ୍ତ କରିଛନ୍ତି। ଅଭିଜ୍ଞତାକୁ ଉପଯୋଗ କରି ଆମକୁ ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ହେବ। ପ୍ରତ୍ୟେକ ଜିଲାରେ ପିଲାଙ୍କ…
ଏଥର ସ୍ବାଭାବିକ ମୌସୁମୀ
ଭୁବନେଶ୍ୱର,୨ା୬(ବ୍ୟୁରୋ):ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ରାଜ୍ୟରେ ହାରାହାରି ବୃଷ୍ଟିପାତ ୧୧୫ରୁ ୧୨୦ ସେଣ୍ଟିମିଟର ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୩ ତାରିଖ ସୁଦ୍ଧା ମୌସୁମୀ କେରଳ ଛୁଇଁବ…
ଟିକା ଗ୍ଲୋବାଲ ଟେଣ୍ଡରକୁ ଧକ୍କା
ଭୁବନେଶ୍ୱର,୨ା୬(ବ୍ୟୁରୋ):ରାଜ୍ୟ ସରକାର ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ କୋଭିଡ୍ ଟିକା ଯୋଗାଇବାକୁ ଘୋଷଣା କରିଛନ୍ତି। ହେଲେ ଟିକା ସଂଗ୍ରହ କରିବା ଏବେ ସରକାରଙ୍କ ପାଇଁ ବଡ଼ ସମସ୍ୟା ପାଲଟିଛି। କେନ୍ଦ୍ର ସରକାର ଆବଶ୍ୟକତା ଅନୁଯାୟୀ ଟିକା ଯୋଗାଇ ପାରୁ ନ…
ରାଜଧାନୀରୁ ଆଉ ୯୭୪ ସଂକ୍ରମିତ ଚିହ୍ନଟ: ଜାଣନ୍ତୁ କେଉଁଠୁ କେତେ…
ଭୁବନେଶ୍ୱର,୧।୬(ବ୍ୟୁରୋ): ସଂକ୍ରମଣରେ ରୋକ୍ ଲାଗୁନି। ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ଆଉ ୯୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୦ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୮୦୪ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ତେବେ ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ…
ନିରଞ୍ଜନ ସେଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ
ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ…
ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। କରୋନା ଯୋଗୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ଥିବା ବେଳେ ପିଲାଙ୍କ…
ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆରେ ଶେୟାର କରି ଲେଖିଛନ୍ତି, ‘ବିଶିଷ୍ଟ ଫୁଟବଲ…
Archives


