ମହିଳା ଓ ଶିଶୁ ବିକାଶ ବିଭାଗର ମାର୍ଗଦର୍ଶିକା ଜାରି
ଭୁବନେଶ୍ୱର, ୧୬ା୫(ବ୍ୟୁରୋ): ମହିଳା, ଶିଶୁ, କିଶୋରୀ, ଗର୍ଭବତୀ ଓ ପ୍ରସୂତିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଡିଏସ୍ଡବ୍ଲ୍ୟୁ…
ଜେଲ କର୍ମଚାରୀଙ୍କୁ ମୋବାଇଲ ମନା
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଝାରପଡ଼ା ସ୍ବତନ୍ତ୍ର ଜେଲ କର୍ମଚାରୀଙ୍କ ପାଇଁ କଡ଼ା ନିୟମ ଗ୍ରହଣ କରାଯାଇଛି। କାରାଗାର ଅଧିକ୍ଷକ, ଜେଲରଙ୍କ ବ୍ୟତୀତ ଅନ୍ୟ କର୍ମଚାରୀମାନେ ଡ୍ୟୁଟି ସମୟରେ ଜେଲ ଭିତରକୁ ମୋବାଇଲ ଫୋନ ନେଇ ପାରିବେ ନାହିଁ। ସେହିପରି ଜେଲ ଆଇଜିଙ୍କ ତତ୍ତ୍ୱାବଧାନରେ ଏକ…
ବଢ଼ିପାରେ ଲକ୍ଡାଉନ୍
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟରେ କୋଭିଡ୍-୧୯ ସଂକ୍ରମଣ ବଢ଼ିଚାଲିଛି। ଗତ କିଛିଦିନ ହେବ ସଂକ୍ରମଣ ହାର ୧୦ ହଜାର ଉପରେ ରହୁଛି। ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ମେ’ ୫ ତାରିଖରୁ ସମଗ୍ର ରାଜ୍ୟକୁ ଲକ୍ଡାଉନ ଘୋଷଣା କରିଛନ୍ତି। ଆସନ୍ତା ୧୯…
ପୁଣି ୧୯ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୬।୫(ବ୍ୟୁରୋ): କରୋନା ନେଲା ଆଉ ୧୯ ଜୀବନ। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୩୧୩ରେ ପହଞ୍ଚିଛି। ମୃତକମାନେ ୧୦ ଜିଲାର ଥିବା ବେଳେ ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ଜଣ ଅଛନ୍ତି। ସେହିଭଳି ଅନୁଗୋଳ ଓ ରାୟଗଡ଼ା…
ବନ୍ଦ ହେଲା ଧାରାବାହିକ, ଚଳଚ୍ଚିତ୍ର ଶୁଟିଂ
ଭୁବନେଶ୍ୱର,୧୬।୫(ବ୍ୟୁରୋ): ଲକ୍ଡାଉନ୍ ସତ୍ତ୍ୱେ ବୋଲ ମାନୁନାହିଁ କରୋନା। ତେଣେ ଦିନକୁ ଦିନ ହୁ ହୁ ହୋଇ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଭଳିସ୍ଥିତିରେ ଜରୁରୀକାଳୀନ ସେବା ବ୍ୟତିତ ଅନ୍ୟ ସମସ୍ତ ସେବାକୁ ବନ୍ଦ କରିଦିଆଯାଇଥିବା ବେଳେ ରବିବାର ଏସ୍ଆର୍ସିଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ…
ବେକାବୁ କରୋନା: ଆଜି ରାଜ୍ୟରେ ୧୧,୭୩୨ ପଜିଟିଭ୍ ଚିହ୍ନଟ; ପୁଣି ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୬।୫(ବ୍ୟୁରୋ): ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧,୭୩୨ ନୂତନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିରୁ ୬୫୬୯ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୫୧୬୩ ଲୋକାଲ କେସ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ…
ଟୁଇନ୍ ସିଟିରେ ଇ-ପରମିଶନ ବ୍ୟବସ୍ଥା ଆରମ୍ଭ
ଭୁବନେଶ୍ୱର,୧୫।୫(ବ୍ୟୁରୋ): ଲକ୍ଡାଉନ୍ ସମୟରେ ଟୁଇନ୍ ସିଟି ପାଇଁ କମିଶନରେଟ ପୋଲିସ ଇ-ପରମିଶନ ବ୍ୟବସ୍ଥା ଆରମ୍ଭ କରିଛି। ଏନେଇ ଇ-ଆପ୍ଲିକେଶନ ଆରମ୍ଭ କରିଛି କମିଶନରେଟ ପୋଲିସ। ଟୁଇନ୍ ସିଟିରେ କାର୍ଯ୍ୟରତ ଘରୋଇ କମ୍ପାନୀ କର୍ମଚାରୀଙ୍କ ପାସ ବ୍ୟବସ୍ଥା ପାଇଁ କମିଶନରେଟ ପୋଲିସ ପକ୍ଷରୁ…
କରୋନା ମୁକାବିଲା ପାଇଁ ଉପଦେଷ୍ଟା କମିଟି ଗଠନ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲିଥିବା ବେଳେ ୧୦ ଜିଲାରେ ସଂକ୍ରମଣ ହାର କମିଥିବା ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାମାତ୍ର ଶନିବାର ଅପରାହ୍ନରେ ପ୍ରେସ୍ମିଟ୍ରେ ସୂଚନା ଦେଇଛନ୍ତି। ବିଶେଷକରି ଆରମ୍ଭରୁ ଅଧିକ ପ୍ରଭାବିତ ଥିବା ପଶ୍ଚିମ…
କଟକ, ଭୁବନେଶ୍ୱରର ୨୧୦ ପୋଲିସ କରୋନା ସଂକ୍ରମିତ
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଛି। ସବୁଠୁ ବଡ଼ କଥା ହେଲା ଟୁଇନ୍ ସିଟି ଅର୍ଥାତ୍ କଟକ ଓ ଭୁବନେଶର ପୋଲିସ ଶିବିରରେ ମଧ୍ୟ କରୋନା ପ୍ରବେଶ କରିଛି। କମିଶନରେଟ୍ ପୋଲିସର ୨୧୦ରୁ ଅଧିକ…
ଅକ୍ଷୟ ତୃତୀୟା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୫(ବ୍ୟୁରୋ): ସାରା ରାଜ୍ୟରେ ପବିତ୍ର ଅକ୍ଷୟ ତୃତୀୟା ପାଳନ କରାଯାଉଛି। ଆଜି ଚଷା ପୁଅ ଅକ୍ଷିମୁଠି ଅନୁକୂଳ କରିଛି। ଜମିରେ ବିହନ ବୁଣି ଚାଷୀ ଚାଷ କାର୍ଯ୍ୟ ଆରମ୍ଭ କରିଛି। ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନକୁ ମୁଣ୍ଡରେ ଥୋଇ…
ସାଢ଼େ ୪ଟାରେ ମୁଖ୍ୟ ସଚିବଙ୍କ ପ୍ରେସମିଟ
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ମୁକାବିଲା ପାଇଁ ସରକାର ରାଜ୍ୟ୧୪ଦିନିଆ ଲକ୍ଡାଉନ ଘୋଷଣା କରିଛନ୍ତି। ହେଲେ ବି ପରିସ୍ଥିତିରେ ସଙ୍ଗୀନ ହେବାରେ ଲାଗିଛି। ଯାହାକୁ ନେଇ ଶନିବାର ଅପରାହ୍ନ ସାଢ଼େ ୪ଟାରେ ମୁଖ୍ୟ ଶାସନ ସଚିବ…
ହୋମ୍ କ୍ୱାରାଣ୍ଟାଇନ ଆକ୍ରାନ୍ତଙ୍କୁ କଂଗ୍ରେସ ଦେବ ଔଷଧ
ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ମହାମାରୀର ୨ୟ ଲହର ଭୁବନେଶ୍ୱର, କଟକରେ ସଂକ୍ରମଣ ହାର ବଢ଼ି ଏକ ଭୟାନକ ପରିସ୍ଥିତି ସୃଷ୍ଟି କଲାଣି। ଏହି ମୁହୂର୍ତ୍ତରେ କୋଭିଡ୍ ଆକ୍ରାନ୍ତଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କଟକ ଜିଲା କଂଗ୍ରେସ ସଭାପତି ମାନସ ରଞ୍ଜନ ଚୌଧୁରୀ…
Archives


