ମେଟ୍ରୋ

ମୁଣ୍ଡାସାହିରେ ବୁଲିଲା ଖଣ୍ଡା

ଭୁବନେଶ୍ୱର:୬।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ମୁଣ୍ଡାସାହିରେ ଶୁକ୍ରବାର ରାତିରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି । ଏଥିରେ ୫ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି। ଗତ ଗୁରୁବାର ଘଟିଥିବା ଗଣ୍ଡଗୋଳକୁ ନେଇ ଏହି ସଂଘର୍ଷ ହୋଇଥିବା କୁହାଯାଉଛି। ପ୍ରାୟ ଅଧଘଣ୍ଟା…

୨୦ ଜିଲାରେ ହୋଇପାରେ ମରୁଡ଼ି

ଭୁବନେଶ୍ୱର,୬।୮(ବ୍ୟୁରୋ): ଓଡ଼ିଶାକୁ ଜୁନ୍‌ ୧ରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରିଥିଲା। ଠିକ୍‌ ସମୟରେ ମୌସୁମୀ ଆସିଥିଲେ ମଧ୍ୟ କିଛି ସ୍ଥାନରେ ବର୍ଷା ଅଭାବ ରହିଛି। ଫଳରେ ରାଜ୍ୟର ୨୦ଟି ଜିଲାରେ ମରୁଡ଼ି ସ୍ଥିତି ଦେଖାଦେଇଛି। ଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

୫ ହଜାର ସ୍କୁଲରେ ହେବ ଖେଳପଡ଼ିଆ

ଭୁବନେଶ୍ୱର,୬।୮(ବ୍ୟୁରୋ): ରାଜ୍ୟର ୫ହଜାର ବିଦ୍ୟାଳୟରେ ଖେଳପଡ଼ିଆ ନିର୍ମାଣ କରାଯିବ। ଚଳିତ ବର୍ଷ ୧ ହଜାର ବିଦ୍ୟାଳୟରେ ଖେଳପଡ଼ିଆ ହେବ। ବାକି ୪ ହଜାର ପର୍ଯ୍ୟାୟ କ୍ରମେ ୩ ବର୍ଷ ମଧ୍ୟରେ ଶେଷ ହେବ। ଶିଶୁ ଏବଂ ଯୁବପିଢ଼ୀଙ୍କ ମଧ୍ୟରେ କ୍ରୀଡ଼ା ଏବଂ…

ମହିଳା ହକି ଟିମ୍‌ ସହ ଭିଡିଓ କଲ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୮(ବ୍ୟୁରୋ): ମହିଳା ହକି ଟିମ୍‌ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କଲ୍‌ରେ କଥା ହେବା ସହ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଗ୍ରେଟ୍‌ ବ୍ରିଟେନ ବିରୋଧରେ ସଂଘର୍ଷପୂର୍ଣ୍ଣ ବ୍ରୋଞ୍ଚ ଲଢ଼େଇରେ ପରାସ୍ତ ହୋଇଥିଲେ ସୁଦ୍ଧା ମନୋବଳ ଦୃଢ଼ କରିବାକୁ ନବୀନ…

ଅଗଷ୍ଟ ୧୬ରୁ ଆରମ୍ଭ ହେବ ୟୁଜି, ପିଜି ଅଫ୍‌ଲାଇନ୍‌ ପାଠପଢ଼ା

ଭୁବନେଶ୍ୱର,୬ା୮(ବ୍ୟୁରୋ): କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଏକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଅଗଷ୍ଟ ୧୬ରୁ ୟୁଜି ଓ ପିଜି ଅଫ୍‌ଲାଇନ ପାଠପଢ଼ା ଆରମ୍ଭ ହେବ। ଏଥିସହ ହଷ୍ଟେଲ ମଧ୍ୟ ଖୋଲିବାକୁ ଅନୁମତି ମିଳିଛି। ଏନେଇ ଶୁକ୍ରବାର ଉଚ୍ଚଶିକ୍ଷା…

ଜିଏସ୍‌ଟି ଠକେଇ: ଆଉଜଣେ ଗିରଫ

ଭୁବନେଶ୍ୱର,୬।୮(ବ୍ୟୁରୋ): ୬୪୧କୋଟି ଟଙ୍କାର ଜାଲ୍‌ ବିଲ୍‌ ମାଧ୍ୟମରେ ୧୨୫.୧୦ କୋଟି ଟଙ୍କାର ଜିଏସ୍‌ଟି ଠକେଇ ଘଟଣାରେ ରାଜ୍ୟ ଜିଏସ୍‌ଟି ବିଭାଗର ଏନ୍‌ଫୋର୍ସମେଣ୍ଟ ଓ୍ବିଙ୍ଗ୍‌ ଗୁରୁବାର ଆଉଜଣଙ୍କୁ ଗିରଫ କରିଛି। ସେ ହେଲେ ବାରିପଦାର ବସନ୍ତ କୁମାର ପଟ୍ଟନାୟକ। ଏହି ମାମଲାରେ ଗତମାସ…

ଏମିତି ଲଢେଇ ଜାରି ରହୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୮(ବ୍ୟୁରୋ): ଅଲମ୍ପିକ୍ସରେ ପ୍ରଥମ ପଦକ ଜିତିବାରୁ ଅଳ୍ପକେ ବଞ୍ଚିତ ହୋଇଛି ଭାରତୀୟ ମହିଳା ହକି ଦଳ। ଟୋକିଓ ଅଲିମ୍ପିକ୍ସରେ ଆଜି ହୋଇଥିବା ବ୍ରୋଞ୍ଜ ପଦକ ଲେଇରେ ଦଳ ଗ୍ରେଟ ବ୍ରିଟେନ ଠାରୁ ୪-୩ ଗୋଲରେ ହାରିଯାଇଛି। ଏହି ମ୍ୟାଚ ହାରି ଭାରତୀୟ…

ଟ୍ରେନ୍‌ ବାତିଲ ଓ ସାମୟିକ ସମୟ ପରିବର୍ତ୍ତନ

ଭୁବନେଶ୍ୱର,୫।୮: ହାଓ୍ବାଡ଼ା-ଚେନ୍ନାଇ ମୁଖ୍ୟ ରେଳଲାଇନରେ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ପଲାସା-କୋଟାଭାଲାସା ରେଳସେକ୍ସନର ବିଜୟ ନଗରମ ଓ କୋରୁକୋଣ୍ଡା ଷ୍ଟେସନ ସହିତ ପୁଣ୍ଡୁରୀ ଓ ଦୁସି ଷ୍ଟେସନ ମଧ୍ୟରେ ରେଳଧାରଣା ତଳେ ଉପାମାର୍ଗ ର୍ନିମାଣ ସମ୍ବନ୍ଧୀୟ ସୁରକ୍ଷା ଜନିତ ଆଧୁନିକୀକରଣ କାର୍ଯ୍ୟକୁ…

ପାରମିତା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୬।୮ (ବ୍ୟୁରୋ): ଇମ୍ପାକ୍ଟ ପକ୍ଷରୁ ଗୁରୁବାର ୪୨ତମ ଶାରଳା ପୁରସ୍କାର ଘୋଷଣା ହୋଇଛି। ଚଳିତବର୍ଷ କଥାକାର ପାରମିତା ଶତପଥୀ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଉପନ୍ୟାସ ‘ଅଭିପ୍ରେତ କାଳ’ ପାଇଁ ସେ ଏହି ପୁରସ୍କାର ପାଇବେ। ପୁରସ୍କାର ବାବଦକୁ ୫ଲକ୍ଷ…

ନବୀନ ନିବାସ ଘେରିବ ଛାତ୍ର କଂଗ୍ରେସ

ଭୁବନେଶ୍ୱର,୬।୮(ବ୍ୟୁରୋ): ଷ୍ଟାଫ୍‌ ସିଲେକ୍ସନ କମିଶନ ଦୁର୍ନୀତି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି କଂଗ୍ରେସ। ଏଭଳି ମହାଦୁର୍ନୀତି ବିରୋଧରେ ଛାତ୍ର କଂଗ୍ରେସ ପକ୍ଷରୁ ୩୩ ସାଙ୍ଗଠନିକ ଜିଲାରେ ଆନ୍ଦୋଳନ କରାଯିବ। ଏଥିସହ ନବୀନ ନିବାସ ଘେରାଉ କରାଯିବ ବୋଲି ଦଳ ପକ୍ଷରୁ…

ଦୁଗ୍ଧ ଚାଷୀଙ୍କୁ ୧୧ କୋଟି

ଭୁବନେଶ୍ୱର,୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଦୁଗ୍ଧ ଚାଷୀମାନଙ୍କୁ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ୧ ଲକ୍ଷ ଦୁଗ୍ଧଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି। ଏହି ଅବସରରେ…

ଅଗଷ୍ଟ ୧୬ରୁ ଖୋଲିବ ୯ମ ଶ୍ରେଣୀ

ଭୁବନେଶ୍ୱର,୬।୮(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ଗୁରୁବାର ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଅଗଷ୍ଟ ୧୬ରୁ ସରକାରୀ, ସରକାରୀ ସହାୟତା ଏବଂ ବେସରକାରୀ ଶିକ୍ଷାନୁଷ୍ଠାନରେ ୯ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?