ଘରେ ପହଞ୍ଚିବ ମଦ: ଜିଲାପାଳଙ୍କୁ କ୍ଷମତା ଦେଲେ ସରକାର
ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଲକ୍ଡାଉନ ଜାରି ରହିଛି। ଏହି ସମୟରେ ଦୋକାନବଜାର ସହ ମଦ ଦୋକାନ ମଧ୍ୟ ବନ୍ଦ ରହିଛି। ତେବେ ଲକ୍ଡାଉନ ବେଳେ ମଦ ହୋମ୍ ଡେଲିଭରି କରିବାକୁ ରାଜ୍ୟ ସରକାର ଜିଲାପାଳଙ୍କୁ କ୍ଷମତା ଦେଇଛନ୍ତି।…
ପୁଣି ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୨,୩୯୦ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୩୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୯୩୮ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୫୪୫୨ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ…
ସାରା ରାଜ୍ୟରେ ଝଡ଼ବର୍ଷା
ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଗୁରୁବାର ଝଡ଼ ବର୍ଷା ହୋଇଛି। ଏହାଦ୍ୱାରା ଜନଜୀବନ ବିଶେଷଭାବେ ପ୍ରଭାବିତ ହୋଇଛି। ଏପରି କି କିଛି ସ୍ଥାନରେ ଗଛ, ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ି ଥିବା ଦେଖିବାକୁ ମିଳିଛି। ଭୁବନେଶ୍ୱରରେ ସର୍ବାଧିକ ୩୨.୮ ମିଲିମିଟର ବର୍ଷା ହୋଇଥିବାବେଳେ…
ଲକ୍ଡାଉନ୍ରେ ପ୍ରାତଃ ଭ୍ରମଣ, ସାଇକ୍ଲିଂ ବନ୍ଦ
ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଲକ୍ନାଉନ୍, ଶଟ୍ଡାଉନ୍ ସତ୍ତ୍ୱେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ି ଚାଲିଛି। ବିଶେଷକରି କଟକ ଓ ଭୁବନେଶ୍ୱର ଦ୍ୱୈତନଗରୀରେ ସଂକ୍ରମଣ ଅଧିକ ବଢ଼ୁଛି। ତେଣୁ କମିଶନରେଟ୍ ପୋଲିସ କଠୋର ଆଭିମୁଖ୍ୟ ଆପଣାଇଛି। ପୂର୍ବରୁ ଜାରି କଟକଣାକୁ ଅଧିକ କଡ଼ାକଡ଼ି…
ଗ୍ରାହକଙ୍କ ପାଖରେ ପହଞ୍ଚିବ ମଦ
ଭୁବନେଶ୍ୱର,୧୩।୫: ଏଣିକି ଲକ୍ଡାଉନରେ ହୋମ ଡେଲିଭରି ହେବ ମଦ । ଉଭୟ ଠିପି ଖୋଲା ଏବଂ ଠିପି ବନ୍ଦ ଦୋକାନୀ ମଦ ଡେଲିଭରି କରିପାରିବେ। ଏପରିକି ଖାଦ୍ୟ ଯୋଗାଣକାରୀ ସଂସ୍ଥା ମଧ୍ୟ ମଦ ଡେଲିଭରି ଦେଇପାରିବେ। ଏନେଇ ଅବକାରୀ କମିଶନରଙ୍କୁ ଜଣାଇଛନ୍ତି…
ବଦଳିଲେ ୩ ଜେଲ୍ ସୁପରିଟେଣ୍ଡେଣ୍ଟ
ଭୁବନେଶ୍ୱର,୧୩।୫(ବ୍ୟୁରୋ): କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦାଧିକାରୀଙ୍କ ବଦଳି ପ୍ରକ୍ରିୟା ଜାରି ରଖିଛନ୍ତି। ବୁଧବାର ଆଇଏଏସ୍ସ୍ତରରେ ଅଦଳବଦଳ କରାଯାଇଥିବାବେଳେ ଗୁରୁବାର ୩ ଜେଲ ସୁପରିଟେଣ୍ଡେଣ୍ଟଙ୍କୁ ବଦଳି କରାଯାଇଛି। ଝାରପଡ଼ା, ପୁରୀ ଓ ବଲାଙ୍ଗୀର ଜେଲ୍ ସୁପରିଟେଣ୍ଡେଣ୍ଟଙ୍କ ଅଦଳବଦଳ କରାଯାଇଛି।…
ପୁଣି କରୋନା ନେଲା ୧୯ ଜୀବନ
ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୫୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୯ ମୃତକଙ୍କ ମଧ୍ୟରୁ ଅନୁଗୋଳରୁ ସର୍ବାଧିକ…
ରାଜ୍ୟରେ ଆଜି ୧୦,୬୪୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୬୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୯୬୫ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୪୬୮୪ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
ଭୁବନେଶ୍ୱରରେ ଦ୍ରୁତ ଗୋଷ୍ଠୀ ସଂକ୍ରମଣ
ଭୁବନେଶ୍ୱର, ୧୩।୫(ବ୍ୟୁରୋ):ରାଜ୍ୟରେ କରୋନା ନିୟନ୍ତ୍ରଣାଧୀନ କୁହାଯାଉଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ସ୍ଥିତି ଦିନକୁ ଦିନ ଭୟଙ୍କର ହେବାକୁ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବାରୁ ଚିନ୍ତା ବଢ଼ିଛି। କିଛିଦିନ ହେବ ହଜାରେ ଉପରେ ଆକ୍ରାନ୍ତ ଚିହ୍ନଟ ହେଉଥିଲେ। ଏବେ…
ପୋଲିସ ପାଇଁ ୧୧ ହଜାର ଟଙ୍କା ଦେଲେ ୬ ବର୍ଷର ଶିଶୁ
ଭୁବନେଶ୍ୱର,୧୩ା୫(ବ୍ୟୁରୋ):କରୋନା ମୁକାବିଲାରେ ଆଗଧାଡ଼ିର ଯୋଦ୍ଧା ସାଜିଛନ୍ତି ପୋଲିସ କର୍ମଚାରୀ। ନିଜ ଜୀବନକୁ ବାଜି ଲଗାଇ କାର୍ଯ୍ୟ କରୁଛନ୍ତି। ଲୋକଙ୍କ ପାଇଁ ରାସ୍ତାରେ ଜଗୁଥିବାବେଳେ ଅମାନିଆଙ୍କୁ ଧରି ସାବାଡ କରୁଛନ୍ତି। ତେବେ ଏହି ସମୟରେ କରୋନାରେ ସଂକ୍ରମିତ ମଧ୍ୟ ହେଉଛନ୍ତି। ଏପରି ସ୍ଥଳେ…
ଆଜିଠୁ ଟିକା ନେବେ ସରକାରୀ କର୍ମଚାରୀ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ସମସ୍ତ ନିର୍ଦ୍ଦେଶାଳୟ, ବିଭାଗ ମୁଖ୍ୟ କାର୍ଯ୍ୟାଳୟ ଓ ସରକାରଙ୍କ ଅଧୀନରେ ଥିବା ରାଜ୍ୟ ପିଏସ୍ୟୁଗୁଡ଼ିକର କର୍ମଚାରୀମାନେ ଟିକା ନେବେ। ଏ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବାବେଳେ ଗୁରୁବାରଠାରୁ ଏହି ଟିକାକରଣ ଲୋକସେବା ଭବନ କନ୍ଭେନ୍ଶନ ସେଣ୍ଟରରେ…
ରକ୍ତଦାନ କରୁଥିବା ବ୍ୟକ୍ତିଙ୍କ ତାଲିକା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅପରାହ୍ନରେ ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକଳାପର ସମୀକ୍ଷା କରିଛନ୍ତି। ଓଡ଼ିଶା ମୋ ପରିବାର ଦ୍ୱାରା କରାଯାଉଥିବା ସାମାଜିକ କାର୍ଯ୍ୟକ୍ରମ ଜୀବନ ବିନ୍ଦୁ, କୋଭିଡ୍ ସମୟରେ ଶବଦାହ ପାଇଁ ଆରମ୍ଭ କରାଯାଇଥିବା ହେଲ୍ପଡେସ୍କ, ରକ୍ତଦାନ କରୁଥିବା ବ୍ୟକ୍ତିବିଶେଷଙ୍କର…
Archives


