ମେଟ୍ରୋ

ମୃତ୍ୟୁରେ ଲାଗୁନି ବ୍ରେକ୍‌: ଆଜି ପୁଣି ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁସଂଖ୍ୟା ସବୁଦିନ ୬୦ ଉପରେ ରହୁଛି। ଆଜି ସର୍ବାଧିକ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…

ଆଜି ରାଜ୍ୟରୁ ୧୨୦୮ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୨୦୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୮୪,୭୩୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୦୨ ଜଣ ଚିହ୍ନଟ…

୩ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର,୫।୮: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଗୁରୁବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ କେନ୍ଦୁଝର, ମୟୁରଭଞ୍ଜ ଏବଂ କଳାହାଣ୍ଡି ଜିଲାକୁ ପାଣିପାଗ ବିଭାଗ…

ଭୁବନେଶ୍ୱର ଆସିବାକୁ ପୁରୁଷ ହକି ଟିମ୍‌କୁ ଆମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ବିଜୟ ପରେ ଭାରତୀୟ ପୁରୁଷ ହକି ଟିମ୍‌ ସହ ଭିଡିଓ କଲରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୟୀ ଟିମ୍‌କୁ ଶୁଭେଚ୍ଛା ଜଣାଇବା ପରେ ଭୁବନେଶ୍ୱର ଆସିବାକୁ ମୁଖ୍ୟମନ୍ତ୍ରୀ ଆମନ୍ତ୍ରଣ କରିଛନ୍ତି। ଅଗଷ୍ଟ…

ଡେଟିଂ ମାଧ୍ୟମ ପରିବର୍ତ୍ତନ କରିଛି କରୋନା

ଭୁବନେଶ୍ୱର,୫।୮ (ବ୍ୟୁରୋ): କରୋନାର ଦ୍ୱିତୀୟ ଲହର କିଭଳି ସିଙ୍ଗଲ୍‌ ବା ଏକା ଥିବା ଭାରତୀୟଙ୍କ ପାଇଁ ଡେଟିଂର ମାଧ୍ୟମକୁ ପରିବର୍ତ୍ତନ କରିଛି ସେ ସମ୍ପର୍କରେ ପ୍ରଥମ ମହିଳା-କୈନ୍ଦ୍ରିକ ଡେଟିଂ ଆପ୍‌ ଓ ସୋସିଆଲ ନେଟ୍‌ୱର୍କିଂ ପ୍ଲାଟ୍‌ଫର୍ମ, ବମ୍ବଲ୍‌ ପକ୍ଷରୁ ନିକଟରେ ଏକ…

ବ୍ୟାରେଜ୍‌ ଡିଜାଇନ ପ୍ରସ୍ତୁତ ପାଇଁ କ୍ଷେତ୍ର ପରିଦର୍ଶନ

ବାଲିଅନ୍ତା,୫।୮ (ଡି.ଏନ୍‌.ଏ.): ବାଲିଅନ୍ତାସ୍ଥିତ କୁଶଭଦ୍ରା ନଦୀ ଓ ପାଣ୍ଡରା ହାଇଟେକ ହସ୍ପିଟାଲ ନିକଟସ୍ଥ କୁଆଖାଇ ନଦୀରେ ହେବାକୁ ଥିବା ୨ଟି ବ୍ୟାରେଜ ନିର୍ମାଣ ପାଇଁ ବିଭାଗୀୟ ଅଧିକାରୀ ବୁଧବାର କ୍ଷେତ୍ର ପରିଦର୍ଶନ କରିଛନ୍ତି। ଜଳସେଚନ ବିଭାଗ ମୁଖ୍ୟଯନ୍ତ୍ରୀ, ଡିଜାଇନର ଡାଇରେକ୍ଟର ଓ…

୧୦ବର୍ଷରେ ୧୮ଗୁଣ ବଢ଼ିଛି ଶିଶୁ ନିର୍ଯାତନା

ଭୁବନେଶ୍ୱର, ୫।୮ (ବ୍ୟୁରୋ): ଦେଶରେ ଶିଶୁ ନିର୍ଯାତନା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଓଡ଼ିଶାରେ ଗତ ୧୦ବର୍ଷରେ ଶିଶୁ ନିର୍ଯାତନା ୧୮ଗୁଣ ବୃଦ୍ଧି ପାଇଛି। ୨୦୦୯ରେ ୮୭ ଶିଶୁ ନିର୍ଯାତନା ଅଭିଯୋଗ ହୋଇଥିବାବେଳେ ୨୦୧୯ରେ ତାହା ବୃଦ୍ଧି ପାଇ ୧,୬୪୮ରେ ପହଞ୍ଚିଛି।…

ଭାରତୀୟ ପୁରୁଷ ହକି ଦଳକୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଗୁରୁବାର ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଦଳ। ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ଜିତିଛି ଭାରତ। ଭାରତୀୟ ହକି ଦଳର ଏହି ଐତିହାସିକ ବିଜୟ ପରେ ସାରା ଦେଶ ଉତ୍ସବ ମୁଖର ହୋଇପଡ଼ିଛି।…

କଲାମଙ୍କ ନାମରେ ହେବ ପାର୍କ

ଭୁବନେଶ୍ୱର,୫।୮(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଦ୍ୱାରା ସ୍ଥାନୀୟ କଳିଙ୍ଗନଗର କେ-୮ ଅଞ୍ଚଳରେ ନିର୍ମାଣ ହେଉଥିବା ପାର୍କକୁ ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ୍‌ କଲାମଙ୍କ ନାମରେ ନାମିତ କରାଯିବ। ଏନେଇ ବିଡିଏ ପକ୍ଷରୁ ଟୁଇଟ୍‌ କରି ଜଣାଯାଇଛି। କଳିଙ୍ଗ ନଗରଠାରେ ୧୨ ଏକର…

କେନ୍ଦ୍ରାପଡ଼ା ପାଇଁ ପାସେଞ୍ଜର ଟ୍ରେନ୍‌ ଦାବି କଲେ ଅନୁଭବ

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ), ୫।୮: ବିଜେଡି ଏମ୍‌ପି ଅନୁଭବ ମହାନ୍ତି ନିଜ ନିର୍ବାଚନ ମଣ୍ଡଳୀ କେନ୍ଦ୍ରପଡ଼ାରେ ଯାତ୍ରୀବାହୀ ଟ୍ରେନ୍‌ ସେବା ଆରମ୍ଭ କରିବା ଲାଗି ବୁଧବାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଲୋକ ସଭାରେ ପ୍ରଶ୍ନୋତ୍ତର କାଳରେ ଅନୁଭବ ଉକ୍ତ ପ୍ରସଙ୍ଗ ଉଠାଇଥିଲେ। କେନ୍ଦ୍ରାପଡ଼ାର…

୨୪ ହାଇସ୍କୁଲରେ ମିଳିବ ଅତ୍ୟାଧୁନିକ ସୁବିଧା

ଭୁବନେଶ୍ୱର,(ବ୍ୟୁରୋ)/ବଲାଙ୍ଗୀର ଅଫିସ, ୫।୮: ବଲାଙ୍ଗୀର ଜିଲାର ୨୪ ସ୍କୁଲରେ ସମସ୍ତ ପ୍ରକାର ଆଧୁନିକ ସୁବିଧା ଉପଲବ୍ଧ ହେବ। ଉନ୍ନତମାନର ସ୍ମାର୍ଟ କ୍ଳାସ୍‌ରୁମ୍‌, ବିଜ୍ଞାନ ପରୀକ୍ଷାଗାର, ଇ-ପାଠାଗାର ସୁବିଧା ଉପଲବ୍ଧ ହେବ। ଏହି ସ୍କୁଲଗୁଡ଼ିକୁ ୫-ଟି ଅଧୀନ ସ୍କୁଲ ଟ୍ରାନ୍ସଫର୍ମେଶନ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ…

୬ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର,୫।୮ (ବ୍ୟୁରୋ): ରାଜ୍ୟରେ ଆସନ୍ତା ୬ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ବିଶେଷକରି ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୫ତାରିଖରେ ଉତ୍ତର ଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?