ବାହାରୁ ଆସିଲେ ଆବଶ୍ୟକ ନାହିଁ ନେଗେଟିଭ୍ ରିପୋର୍ଟ
ଭୁବନେଶ୍ୱର,୫।୮(ବ୍ୟୁରୋ): ଏଣିକି ବାହାର ରାଜ୍ୟରୁ ଓଡ଼ିଶାକୁ ଆସିଲେ କୋଭିଡ୍ ନେଗେଟିଭ୍ ରିପୋର୍ଟ କିମ୍ବା ଟିକାକରଣ ପ୍ରମାଣପତ୍ର ଆବଶ୍ୟକ ନାହିଁ। ଓଡ଼ିଶାକୁ ଆସୁଥିବା ଲୋକଙ୍କ ପାଇଁ ଲାଗୁ କରାଯାଇଥିବା ଏହି ପ୍ରତିବନ୍ଧକକୁ ରାଜ୍ୟ ସରକାର ହଟାଇ ଦେଇଛନ୍ତି। ବର୍ତ୍ତମାନ ଠାରୁ ଓଡ଼ିଶାକୁ ଆସୁଥିବା…
‘ସିବିଆଇ, ଏସ୍ଆଇଟି ତଦନ୍ତ ହେଉ’
ଭୁବନେଶ୍ୱର, ୫।୮ (ବ୍ୟୁରୋ): ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ଇତିମଧ୍ୟରେ ୨୩ରୁ ଊର୍ଦ୍ଧ୍ୱ ଦିନ ବିତିଗଲାଣି। ମାତ୍ର ଏପର୍ଯ୍ୟନ୍ତ ତାଙ୍କ ମୃତ୍ୟୁର ରହସ୍ୟ ଉପରୁ ପରଦା ହଟୁନାହିଁ। ଏପରି ସ୍ଥିତିରେ ପୋଲିସର ତଦନ୍ତ ନେଇ ସୌମ୍ୟଙ୍କ ପରିବାର ଲୋକେ…
ପ୍ରଡକ୍ଟରେ ଭିନ୍ନତା ଦେଇଛି ନୂଆ ପରିଚୟ
ବ୍ୟଞ୍ଜନ ପ୍ରସ୍ତୁତି ବେଳେ ମସଲାକୁ ଗୁରୁତ୍ୱ ଦିଆଯାଇଥାଏ। ମସଲା ଯୋଗାଣ କ୍ଷେତ୍ରକୁ ନୂଆ ନୂଆ କମ୍ପାନୀ ଏବେ ପ୍ରବେଶ କରୁଛନ୍ତି। ପିୟୋର ସ୍ପାଇସ ମସଲା ଓ ଶୁଖିଲା ଖାଦ୍ୟ ସାମଗ୍ରୀ ଗ୍ରାହକଙ୍କ ନିକଟରେ ପହଞ୍ଚାଇବା କ୍ଷେତ୍ରରେ ‘ହୋମ୍ଫିଲ୍ସ’ ବର୍ତ୍ତମାନ ଏକ ଲୋକପ୍ରିୟ…
ଖୋଳତାଡ଼ କରିବ ଇଡି
ଭୁବନେଶ୍ୱର,୫।୮(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍) ବିରଞ୍ଚି ନାରାୟଣ ସାହୁଙ୍କ ବେଆଇନ ଅର୍ଥ କାରବାରର ଗୁମର ଖୋଲିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଏବେ ଇଡି…
ମହିଳା ହକି ଦଳର ମନୋବଳ ବଢ଼ାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଭାରତୀୟ ମହିଳା ହକି ଦଳ ଆର୍ଜେଣ୍ଟିନାଠାରୁ ୨-୧ ଗୋଲରେ ପରାସ୍ତ ହୋଇଛି। ହାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ଟିମ୍ର ମନୋବଳ ବଢାଇଛନ୍ତି। ସେମିରେ ଖୁବ୍ ସାହସିକତାର ସହ ମହିଳା ଟିମ୍ ପ୍ରଦର୍ଶନ କରିଛି…
୧୪ ସ୍ଥାନରେ ହେବ ଆର୍ଟି-ପିସିଆର୍ ଟେଷ୍ଟ ଲାବ୍
ଭୁବନେଶ୍ୱର,୫।୮(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଦ୍ୱିତୀୟ ଲହରର ଭୟାବହତା ଥିବା ବେଳେ ଚଳିତ ମାସ ଶେଷ ଆଡ଼କୁ ତୃତୀୟ ଲହର ଆସିବ ବୋଲି ହାଇଦ୍ରାବାଦ ଓ କାନପୁର ଆଇଆଇଟି ଚେତାବନୀ ଦେଇଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ…
‘ମହିଳାଙ୍କ ଆଦର୍ଶ ନନ୍ଦିନୀ’
ଭୁବନେଶ୍ୱର,୫।୮(ବ୍ୟୁରୋ): ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୧୫ତମ ଶ୍ରାଦ୍ଧ ଦିବସ ବୁଧବାର ପାଳିତ ହୋଇଯାଇଛି। ଏହି ଅବସରରେ ଉତ୍କଳ ସମ୍ମିଳନୀ ପକ୍ଷରୁ ବରପୁତ୍ରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉତ୍କଳ ସମ୍ମିଳନୀ ମଞ୍ଚେଶ୍ୱର ଶିଳ୍ପାଞ୍ଚଳ…
ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪୧ବର୍ଷ ପରେ ହକିରେ ଭାରତର ଏହି ବିଜୟକୁ ନେଇ ମୁଖ୍ୟମନ୍ତ୍ରୀ ଫୋନ ମାଧ୍ୟମରେ ଭାରତୀୟ ହକି ଦଳ ସହ କଥା ହୋଇ…
ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୮ ଜୀବନ
ଭୁବନେଶ୍ୱର,୫।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍ ଉପରମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ବୃଦ୍ଧିି ପାଇବାରେ ଲାଗିଛି। ଏଥିସହ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଗୁରୁବାର ରାଜ୍ୟରେ କରୋନାଜନିତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ…
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୩୪୨ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୫।୮(ବ୍ୟୁରୋ): ଗତ ଦୁଇ ତିନି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍ ପୁଣି ଥରେ ଉପରମୁହାଁ ହୋଇଛି। ଯାହାକୁ ନେଇ ବିଶେଷଜ୍ଞ ଚିନ୍ତା ପ୍ରକଟ କରିଛନ୍ତି। ରାଜ୍ୟରେ ଯଦି ପୁଣି ଥରେ ସଂକ୍ରମଣ ବୃଦ୍ଧି ପାଏ ତେବେ ଖୁବ୍ଶୀଘ୍ର ତୃତୀୟ ଲହର…
୯ରୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର,୫।୮(ବ୍ୟୁରୋ): କୋଭିଡ୍ ମହାମାରୀକୁ ଦୃଷ୍ଟିରେ ରଖି ଦୀର୍ଘଦିନ ଧରି ବନ୍ଦ ଥିବା ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ଆସନ୍ତା ୯ ତାରିଖରୁ ଖୋଲିବ। ରାଜ୍ୟରେ ସଂକ୍ରମଣ କମିଥିବାରୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବାକୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ତେବେ…
ପ୍ରଶ୍ନପତ୍ର ଅଦଳବଦଳର ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର,୫।୮(ବ୍ୟୁରୋ): ମାଟ୍ରିକ୍ ପରୀକ୍ଷାରେ ରେଗୁଲାର ପରୀକ୍ଷାର୍ଥୀଙ୍କୁ ଏକ୍ସରେଗୁଲାର ପ୍ରଶ୍ନପତ୍ର ମିଳିବା ଘଟଣାର ତଦନ୍ତ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା…

