ଝାରପଡ଼ା ଜେଲରେ ହେବ ବିବନଙ୍କ ଟିଆଇ ପରେଡ୍
ଭୁବନେଶ୍ୱର,୨।୩(ବ୍ୟୁରୋ):ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାରେ ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ପଚରାଉଚରା କରିବ ସିବିଆଇ। ସୋମବାର ସିବିଆଇର ଏକ ଉଚ୍ଚସ୍ତରୀୟ ଟିମ୍ ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହାସହ ଝାରପଡ଼ା...
ଟିକା ନେଇ ପୁଣି ଉଦାହରଣ ସୃଷ୍ଟିକଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର, ୨ା୩(ବ୍ୟୁରୋ): ସାରା ଭାରତବର୍ଷରେ ବିଶ୍ୱର ସର୍ବବୃହତ୍ ଟିକାକରଣ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିକା ନେଇ ପୁଣିଥରେ ଉଦାହରଣ ସୃଷ୍ଟିି କରିଥିବା ଟୁଇଟ୍କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଧର୍ମେନ୍ଦ୍ର ଟୁଇଟ୍ରେ ଉଲ୍ଲେଖ କରିଛନ୍ତି, ପ୍ରଧାନମନ୍ତ୍ରୀ...
ପାଠକ ବାପ-ପୁଅଙ୍କୁ ଜାମିନ
ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨ା୩:ଠକେଇ ମାମଲାରେ ଗିରଫ ହୋଇଥିବା ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ସୋମବାର ଜାମିନ ମିଳିଛି। ସ୍କାଏ କିଙ୍ଗ ଟ୍ରାଭେଲ୍ସ ବିଲ୍ ଠକେଇ ମାମଲାରେ ପାଠକ ବାପପୁଅଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି।...
କାର୍ଯ୍ୟରେ ଅବହେଳା ଅଭିଯୋଗରେ ୩ ନିଲମ୍ବିତ
ଭୁବନେଶ୍ୱର, ୨ା୩(ବ୍ୟୁରୋ):କାର୍ଯ୍ୟରେ ଗୁରୁତର ଅବହେଳା ଓ ବିଭାଗ ଦ୍ବାରା ଜାରି କରାଯାଇଥିବା ଧାନ ସଂଗ୍ରହ ସମ୍ପର୍କିତ ନିର୍ଦ୍ଦେଶାବଳୀର ଉଲ୍ଲଂଘନ ଅଭିଯୋଗରେ ବରଗଡ଼ ଜିଲା ପଦ୍ମପୁର ସର୍କଲ ସହକାରୀ ରେଜିଷ୍ଟ୍ରାର, ସମବାୟ ସମିତି ସମୂହ ସଞ୍ଜୟ କୁମାର ତ୍ରିପାଠୀଙ୍କୁ ସୋମବାର କାର୍ଯ୍ୟରୁ...
୪ ଅଫିସରଙ୍କୁ ଲୋକାୟୁକ୍ତ ନୋଟିସ
ଭୁବନେଶ୍ୱର, ୨ା୩(ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବିଛାଖଣ୍ଡି ପାହାଡ଼ର ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ଗ୍ରାନାଇଟ ପଥର ଖନନ ଓ ଚୋରାଚାଲାଣ କରିବା ମାମଲାରେ ୪ଜଣ ଅଫିସରଙ୍କୁ ଲୋକାୟୁକ୍ତ ନୋଟିସ ଜାରି କରିଛନ୍ତି। ଯାଜପୁର ପୂର୍ବତନ ଜିଲାପାଳ ତଥା...
‘ଚାଷୀଙ୍କ ଲାଭ ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରନ୍ତୁ’
ଭୁବନେଶ୍ୱର,୨ା୩(ବ୍ୟୁରୋ):ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା(ପିଏମ୍-କିଷାନ)ରେ ପଞ୍ଜୀକୃତ ୪୦ ଲକ୍ଷ ୫୦ ହଜାର ଓଡ଼ିଆ ଚାଷୀ ଲାଭ ପାଇବା ଦରକାର। ଯେପରି ଏହି ଯୋଜନାର ସମ୍ପୂର୍ଣ୍ଣ ଲାଭ ଚାଷୀମାନେ ପାଇପାରିବେ ସେନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...
ବଦଳିପାରେ ସ୍କୁଲ ସମୟ
ଭୁବନେଶ୍ୱର, ୨।୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ସୋମବାରଠାରୁ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି। ପରିବର୍ତ୍ତିତ ସମୟ ସୂଚୀ ଅନୁସାରେ ନବମ ଓ ଏକାଦଶ ଶ୍ରେଣୀ ପାଠପଢ଼ା ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ହୋଇଥିବାବେଳେ ଦଶମ ଓ ଦ୍ୱାଦଶ...
ମାର୍ଚ୍ଚରୁ ମେ’ କରିବ କଲବଲ
ଭୁବନେଶ୍ୱର,୨ା୩(ବ୍ୟୁରୋ):ମାଡ଼ିଆସୁଛି ପ୍ରଚଣ୍ଡ ତାତି। ମାର୍ଚ୍ଚରୁ ମେ ଯାଏ ଓଡ଼ିଶାକୁ ଗ୍ରୀଷ୍ମ କଲବଲ କରିବ। ରାଜ୍ୟରେ ଦିନର ତାପମାତ୍ରା ୪୦ରୁ ୪୪ ଡିଗ୍ରୀକୁ ଚାଲିଯିବ। କେତେକ ସ୍ଥାନରେ ପାରଦ ୪୫ ଡିଗ୍ରୀ ଟପିଯିବା ସମ୍ଭାବନା ରହିଛି। ସ୍ବାଭାବିକଠାରୁ ତାପମାତ୍ରା ପ୍ରାୟ ୧...
ପାଠକ ବାପା ପୁଅଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର, ୧।୩(ବ୍ୟୁରୋ): ଠକେଇ ମାମଲାରେ ଗିରଫ ହୋଇଥିବା ଆଇଏଫ୍ଏସ୍ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ଶେଷରେ ଜାମିନ ମିଳିଛି। ପାଠକ ବାପ ଓ ପୁଅଙ୍କୁ ଟ୍ରାଭେଲ୍ସ ବିଲ ଠକେଇ ମାମଲାରେ ହାଇକୋର୍ଟ ସୋମବାର ଜାମିନ ପ୍ରଦାନ...
ସତ୍ୟଜିତ ମହାନ୍ତି ହେଲେ ଓଡ଼ିଶା ଲୋକସେବା ଆୟୋଗ ଅଧ୍ୟକ୍ଷ
ଭୁବନେଶ୍ୱର,୧ା୩(ବ୍ୟୁରୋ): ଭାରତୀୟ ପୋଲିସ ସେବାରୁ ରବିବାର ସ୍ବେଚ୍ଛାକୃତ ଅବସର ନେବା ପରେ ସୋମବାର ଓଡ଼ିଶା ଲୋକସେବା ଆୟୋଗ ଅଧ୍ୟକ୍ଷ ଭାବେ ଯୋଗ ଦେଇଛନ୍ତି ଡକ୍ଟର ସତ୍ୟଜିତ୍ ମହାନ୍ତି। ସେ ୧୯୮୮ ମସିହାରେ ଭାରତୀୟ ପୋଲିସ ସେବାରେ ଯୋଗ ଦେଇଥିଲେ। ତାଙ୍କର...
ଆଜି ରାଜ୍ୟରୁ ୮୬ ପଜିଟିଭ୍ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ
ଭୁବନେଶ୍ୱର,୧।୩(ବ୍ୟୁରୋ): ସୋମବାର ରାଜ୍ୟରୁ ୮୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୨୭୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୦ ଜଣ...
ଓଡ଼ିଆ ଗୀତ ଗାଇଲେ ରାଜ୍ୟପାଳ
ଭୁବନେଶ୍ୱର, ୧।୩(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଗୀତ ଗାଇଛନ୍ତି। ତାହା ପୁଣି ଓଡ଼ିଆ ଗୀତ। ଜଣେ ପେସାଦାର କଣ୍ଠଶିଳ୍ପୀଙ୍କ ଭଳି ଏକଦମ୍ ସୁରରେ ସେ ଷ୍ଟୁଡିଓରେ ଗୀତ ରେକର୍ଡିଂ କରିଥିଲେ। ଓଡ଼ିଶାର କଳା, ସଂସ୍କୃତି, ସଭ୍ୟତାକୁ ନେଇ ପ୍ରସ୍ତୁତ ଏହି...
Archives


