ଆଉ ୩ ସ୍ଥାନରେ ଡ୍ରାଇଭ୍ ଇନ୍ ଭାକ୍ସିନ
ଭୁବନେଶ୍ୱର, ୧୧।୫ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତ ହାର ଦିନକୁ ଦିନ ବଢି ଚାଲିଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟିକାକରଣକୁ ତ୍ୱରାନ୍ବିତ କରାଯାଇଛି। ଗତ ୮ତାରିଖରୁ ଦ୍ୱିତୀୟ ଡୋଜ୍ ଟିକାକରଣ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା…
ପୁଣି କରୋନା ନେଲା ୧୮ ଜୀବନ
ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ୧୮ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୧୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୮ ମୃତକଙ୍କ ମଧ୍ୟରୁ ଅନୁଗୋଳରେ ସର୍ବାଧିକ…
୧୦ ହଜାର ତଳକୁ ଖସିଲା କରୋନା ଗ୍ରାଫ୍: ରାଜ୍ୟରେ ଆଜି ୯,୭୯୩ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୯,୭୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୫୩୪ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୪୨୫୯ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
୧୪ ଯାଏ ଝଡ଼ବର୍ଷା ଆଶଙ୍କା
ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଝଡବର୍ଷା ଲାଗି ରହିବା ଫଳରେ ଗ୍ରୀଷ୍ମର ପ୍ରକୋପରୁ ରାଜ୍ୟବାସୀଙ୍କୁ ତ୍ରାହି ମିଳିଛି। ପାରଦ ୪୦ ଡିଗ୍ରୀ ତଳେ ରହିଛି। ରବିବାର ମଧ୍ୟରାତ୍ରିରେ ଉପକୂଳ ଓଡିଶାର ଅନେକ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଛି।…
ଟ୍ରେନ୍ ଯାତ୍ରୀଙ୍କ ପାଇଁ ଏସ୍ଓପି ଜାରି
ଭୁବନେଶ୍ୱର,୧୧।୫(ବ୍ୟୁରୋ): ଟ୍ରେନ ଯାତ୍ରୀଙ୍କ ପାଇଁ ଦିଲ୍ଲୀ ଓ ଗୋଆ ସରକାରଙ୍କ ପକ୍ଷରୁ ସୋମବାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡୁୟର (ଏସ୍ଓପି) ଜାରି କରାଯାଇଛି। ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶରୁ ଟ୍ରେନ୍ରେ ଦିଲ୍ଲୀ ଏବଂ ଦେଶର ଯେକୌଣସି ସ୍ଥାନରୁ ଗୋଆ ଯାଉଥିବା ଯାତ୍ରୀଙ୍କ ପାଇଁ ଉଭୟ…
ରେଡ୍ ଜୋନ୍ରେ ୨୫ ଜିଲା
ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଦୈନିକ କରୋନା ସଂକ୍ରମଣ ପ୍ରାୟ ୧୦ହଜାର ପାଖାପାଖି ରହୁଛି। ତେଣୁ ସଂକ୍ରମଣ ଏବେ ସ୍ଥିର ରହିଛି ବୋଲି କୁହାଯାଉଛି। ଯଦିଓ ସଂକ୍ରମଣ ବୃଦ୍ଧି ପାଉନି କିନ୍ତୁ ସେଭଳି ହ୍ରାସ ମଧ୍ୟ ପାଇନାହିଁ। ବିଭିନ୍ନ…
ଲିଙ୍କ୍ରେ କ୍ଲିକ୍ କଲେ ଆକାଉଣ୍ଟ ହ୍ୟାକ୍
ଭୁବନେଶ୍ୱର,୧୧।୫(ବ୍ୟୁରୋ): ସାଇବର ଅପରାଧୀମାନେ ନୂଆ ଉପାୟରେ ଲୋକଙ୍କୁ ଠକିଚାଲିଛନ୍ତି। ପୋଲିସ ଯେତେ ଚେଷ୍ଟା କଲେ ବି ସେମାନଙ୍କଠାରୁ ପଛରେ ପଡ଼ିଯାଉଛି। ରାଜ୍ୟରେ କରୋନା ପାଇଁ ଲକ୍ଡାଉନ, ଶଟ୍ଡାଉନ୍ ଜାରି ରହିଥିବାବେଳେ ଲୋକେ ଘରେ ରହି ଅଧିକାଂଶ ସମୟ ଇଣ୍ଟରନେଟ୍ରେ ବିତାଉଛନ୍ତି। ଏହାର…
ପେଟ୍ରୋଲ ୨୬, ଡିଜେଲ ୩୬ ପଇସା ବୃଦ୍ଧି
ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୫: କରୋନା ମହାମାରୀ ସମୟରେ କ୍ରମାଗତ ଭାବେ ଦେଶରେ ତୈଳ ଦର ବୃଦ୍ଧି ପାଉଛି। ଗତ ୨ଦିନର ବିରତି ପରେ ପୁଣି ଥରେ ଏହା ବଢିଛି। ଫଳରେ ସାରା ଦେଶରେ ତେଲ ଦର ରେକର୍ଡ କରିବା ସହ ୩ ପ୍ରମୁଖ ରାଜ୍ୟ…
ଦୁର୍ଗମ ଅଞ୍ଚଳରେ ସୌରଶକ୍ତିରେ ଜଳସେଚନ
ଭୁବନେଶ୍ୱର,୧୧।୫(ବ୍ୟୁରୋ): କମାଣ୍ଡ ଏରିଆରେ ଜଳସେଚନ ପରିଚାଳନା, ବିଜୁ କୃଷକ ବିକାଶ ଯୋଜନାରେ ସୌରଶକ୍ତି ମାଧ୍ୟମରେ ଦୁର୍ଗମ ଅଞ୍ଚଳରେ ଗଭୀର ନଳକୂପ ସାହାଯ୍ୟରେ ଜଳସେଚନ କରାଯିବ। ଜଳସମ୍ପଦ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…
ଆଜି ସବୁ ଜିଲାରେ ଟିକାକରଣ
ଭୁବନେଶ୍ୱର, ୧୧।୫(ବ୍ୟୁରୋ):ରାଜ୍ୟରେ ପୁଣି ଟିକାକରଣ ଆରମ୍ଭ ହୋଇଛି। ପୂର୍ବରୁ ଦୈନିକ ପ୍ରାୟ ୨ଲକ୍ଷ ଟିକା ଦିଆଯାଉଥିବାବେଳେ ଏହାର ଅଭାବ ଯୋଗୁ ଏଥିରେ ବ୍ୟାଘାତ ସୃଷ୍ଟି ହୋଇଥିଲା। ଫଳରେ ରାଜ୍ୟରେ ଦୈନିକ ଟିକାକରଣ ୨୦ହଜାର ତଳକୁ ଖସିଯାଇଥିଲା। ପ୍ରତିଦିନ ବିଭିନ୍ନ ଜିଲାରେ ଟିକାକରଣ…
ଚିନ୍ତା ବଢ଼ାଇଲାଣି ମ୍ୟୁକୋରମାଇକୋସିସ୍
ଭୁବନେଶ୍ୱର, ୧୧।୫(ବ୍ୟୁରୋ): କରୋନା ପରେ ଏବେ ଡରାଇଲାଣି ‘ମ୍ୟୁକୋରମାଇକୋସିସ୍’(ବ୍ଲାକ୍ ଫଙ୍ଗସ୍)। ଦିଲ୍ଲୀ, ଗୁଜରାଟ, ମୁମ୍ବାଇ ପରେ ଏବେ ଓଡ଼ିଶାରେ ଏହି ମାରାତ୍ମକ ବ୍ଲାକ୍ ଫଙ୍ଗସ୍ ରୋଗ ଦେଖାଯାଇଛି। ସୋମବାର ରାଜ୍ୟରେ ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଛନ୍ତି। ସେ ହେଉଛନ୍ତି…
ବିଦେଶରୁ ଆସିବ ଟିକା
ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟ ସରକାର ଲୋକଙ୍କୁ ଟିକା ଦେବା ପାଇଁ ଗ୍ଲୋବାଲ ଟେଣ୍ଡର ବ୍ୟବସ୍ଥା ଆପଣାଇବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ଗ୍ଲୋବାଲ ଟେଣ୍ଡର କରାଗଲେ ରାଜ୍ୟ…
Archives


