୩୧ରେ +୨ ବିଜ୍ଞାନ, ବାଣିଜ୍ୟ ରେଜଲ୍ଟ
ଭୁବନେଶ୍ୱର,୨୮।୭: ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ +୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି । ତେବେ କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଫଳାଫଳ ପରବର୍ତ୍ତୀ ସମୟରେ…
ସବୁ କାମରେ ଚ୍ୟାଲେଞ୍ଜ ରହିଛି
ରାଜନୀତିରେ ପ୍ରଥମ ପଦାର୍ପଣରେ ବ୍ୟବସାୟରୁ ଆସିଥିବା ସୁଶାନ୍ତ ରାଉତ ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀରୁ ବିଧାୟକଭାବେ ନିର୍ବାଚିତ ହୋଇଛନ୍ତି। ସେ ବର୍ତ୍ତମାନ ବିଜେଡିର ଭୁବନେଶ୍ୱର ଜିଲା ସଭାପତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ମୟୂରଭଞ୍ଜ ଜିଲା ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଅଛନ୍ତି। ତାଙ୍କୁ ଦଳ ତରଫରୁ…
ରାଜ୍ୟକୁ ମିଳୁନି ଜିଏସ୍ଟି କ୍ଷତିପୂରଣ
ଭୁବନେଶ୍ୱର,୨୮ା୭(ବ୍ୟୁରୋ):ରାଜ୍ୟକୁ ମିଳୁନି ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ବକେୟା। କେନ୍ଦ୍ରର ଏନ୍ଡିଏ ସରକାର ୨୦୧୭ ଜୁଲାଇ ପହିଲାରୁ ସମସ୍ତ ଟିକସ ଉଚ୍ଛେଦ କରି ସମଗ୍ର ଦେଶରେ ଜିଏସ୍ଟି ଲାଗୁ କରିଥିଲେ। ଏହା ଲାଗୁ ହେବା ପରେ ଯଦି ଟିକସ ଅଭିବୃଦ୍ଧି…
ବନାଗ୍ନି: ଓଡ଼ିଶା ଆଗରେ
ଭୁବନେଶ୍ୱର, ୨୮ା୭(ବ୍ୟୁରୋ):ଓଡ଼ିଶାରେ ବନାଗ୍ନି ବିପର୍ଯ୍ୟୟ ବଢୁଛି। ୨୦୨୦ ନଭେମ୍ବରରୁ ୨୦୨୧ ଜୁନ୍ (୭ମାସ) ମଧ୍ୟରେ ରାଜ୍ୟରେ ସର୍ବାଧିକ ଜଙ୍ଗଲ ପୋଡ଼ି ଦୃଷ୍ଟିଗୋଚର ହୋଇଛି। ଏହି ସମୟ ମଧ୍ୟରେ ଦେଶରେ ସମୁଦାୟ ୩ ଲକ୍ଷ ୪୫ ହଜାର ୯୮୯ଟି ବନାଗ୍ନି ଘଟଣା ତାଲିକାଭୁକ୍ତ…
ଭାରି ପଡ଼ିଲାଣି ସହ ସଂକ୍ରମଣ
ଭୁବନେଶ୍ୱର, ୨୮ା୭(ବ୍ୟୁରୋ):ରାଜ୍ୟରେ ଏବେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ହଜାର ତଳକୁ ରହିଛି। ହେଲେ ଆଶାଜନକ ଭାବେ ସଂକ୍ରମଣ ସଂଖ୍ୟା କମି ନାହିଁ। କିଛି ଜିଲାରେ ସ୍ଥିତି ଜଟିଳ ରହିଛି। ଗୋଟେ ପଟେ କରେନା ସଂକ୍ରମଣର ଭୟ ଯାଇ ନ ଥିବାବେଳେ…
ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୯ ଜୀବନ
ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫,୭୦୩ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ରାଜ୍ୟରେ ୧,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୮୮ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି ୭୧୫…
ନିଜ ନିଷ୍ପତ୍ତିରୁ ଓହରିଲେ ରାଜ୍ୟ ସରକାର: ମାଷ୍ଟରକ୍ୟାଣ୍ଟିନ ଛକରୁ ସ୍ଥାନାନ୍ତର ହେବନି ଐତିହ୍ୟ ଘୋଡ଼ା
ଭୁବନେଶ୍ୱର,୨୭।୭(ବ୍ୟୁରୋ): ସ୍ଥାନାନ୍ତର ହେବ ନାହିଁ ମାଷ୍ଟରକ୍ୟାଣ୍ଟିନ୍ ଛକରେ ଶୋଭା ପାଉଥିବା ସ୍ଥାପତ୍ୟ ଘୋଡ଼ା। ବହୁ ବିବାଦ ଏବଂ ସମାଲୋଚନାର ଶିକାର ହେବା ପରେ ରାଜ୍ୟ ସରକାର ମଙ୍ଗଳବାର ନିଜ ନିଷ୍ପତ୍ତିରୁ ଉହରିଛନ୍ତି। ଏନେଇ ସରକାରୀସ୍ତରରେ ନିଷ୍ପତ୍ତି ନିଆଯାଇଥିବା ନେଇ ବିଏମ୍ସି କମିଶନର…
ରାଜ୍ୟରୁ ପୁଣି ୬୦ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୭।୭ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି। ୬୦ ମୃତକଙ୍କ…
ରାଜ୍ୟରେ ୨ ହଜାର ତଳେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା
ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୬୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୯୩୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୬୯୦ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ…
ଆଜିଠୁ ଲଘୁଚାପ ବର୍ଷା
ଭୁବନେଶ୍ୱର,୨୭। ୭(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳରେ ମଙ୍ଗଳବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମଙ୍ଗଳବାର ରାତିରୁ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର,…
ବିବାହ ବନ୍ଧନରେ ହାସ୍ୟ ଅଭିନେତା ଗୁଡୁ
ଭୁବନେଶ୍ୱର, ୨୭। ୭: (ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ପରିଚିତ ହାସ୍ୟ ଅଭିନେତା ଗୁଡୁ ସୋମବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। କେନ୍ଦ୍ରାପଡା ଜିଲା ରାଜନଗର ଅଞ୍ଚଳର ମାମାଙ୍କୁ ସେ ତାଙ୍କ ଜୀବନସାଥୀ ଭାବେ ଗ୍ରହଣ କରିଛନ୍ତି। ପ୍ରଥମେ ଉଭୟଙ୍କ ବିବାହ…

