ମେଟ୍ରୋ

୨୪ ଘଣ୍ଟାରେ ଏସବୁ ଜିଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ବର,୨୪।୭: ରାଜ୍ୟର ବିଭିନ୍ନ ଜିଲାରେ ଆଉ ୫ ଦିନ ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ରବିବାର ସତର୍କ ସୂଚନା ଜାରି କରିଛି। ଏହିପରି କି ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଜିଲାରେ ପ୍ରବଳ ବର୍ଷା…

ରାଜ୍ୟରେ ବାଘ ଗଣନା ଆରମ୍ଭ

ଭୁବନେଶ୍ୱର,୨୪।୭(ବୂ୍ୟରୋ): ରାଜ୍ୟରେ ବାଘ ଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥର ରାଜ୍ୟର ଅଧିକ ଡିଭିଜନରେ ବାଘ ଗଣନା କରାଯିବ । ପୂର୍ବରୁ ରାଜ୍ୟର ୧୫ଟି ଡିଭିଜନରେ ବାଘ ଗଣନା କରାଯାଉଥିଲା । ଫଳରେ ଏଥର ଗଣନାରେ ରାଜ୍ୟରେ ବାଘ ସଂଖ୍ୟା ବଢିବ…

ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୨୪ା୭(ବ୍ୟୁରୋ): କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ଏନ୍‌କାଉଣ୍ଟର ହୋଇଛି। ବାରିପଦା ନିକଟରେ ଏହି ଏନ୍‌କାଉଣ୍ଟର ହୋଇଥିବା ସୂଚନା ମିଳିଛି। ତାଙ୍କୁ ଚୌଦ୍ୱାର ଜେଲ୍‌ରୁ ବାରିପଦା ଜେଲ୍‌କୁ ନିଆଯାଉଥିବା ବେଳେ ରାସ୍ତାରେ ପରିସ୍ରା ଯିବାକୁ କହି ଖସି ଯିବା ପାଇଁ ଚେଷ୍ଟା…

୨୪ଘଣ୍ଟା ପରେ ବି ମିଳିଲାନି ପରିଚୟ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ହତ୍ୟା ଜଳଜଳ। ହେଲେ ଅଭିଯୋଗ ଓ ମୃତକଙ୍କ ପରିଚୟ ନ ଥିବାରୁ ପୂରା ଘଟଣା ରହସ୍ୟାବୃତ୍ତ ହୋଇଯାଉଛି। ଅନେକ ମାମଲାରେ ପୋଲିସ ମୃତକଙ୍କ ପରିଚୟ ନ ପାଇ ଫାଇଲ୍‌ ବନ୍ଦ କରିଦେଇଥିବା ମଧ୍ୟ ନଜିର ରହିଛି। ମଞ୍ଚେଶ୍ୱର ଥାନା ବରିମୁଣ୍ଡ…

‘ସରକାରୀ ଚାକିରି ଲାଗି ସର୍ବାଧିକ ବୟସ ସୀମା ୪୨ ବର୍ଷ କରାଯାଉ’

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ସରକାରୀ ଚାକିରିରେ ନିଯୁକ୍ତି ପାଇଁ ସର୍ବାଧିକ ବୟସସୀମା ୪୨ ବର୍ଷ ଧାର୍ଯ୍ୟ କରାଯାଉ। ରାଜ୍ୟରେ ୨୧ ବର୍ଷର ନିରଙ୍କୁଶ ଶାସନ ପରେ ମଧ୍ୟ ଯୁବପିଢ଼ି ନିଯୁକ୍ତି ନ ପାଇ ଦିଗହରା ହେବା ସହ ବେକାରି ସମସ୍ୟା ଦିନକୁ ଦିନ…

ସାମୁଦ୍ରିକ ଖାଦ୍ୟ ରପ୍ତାନି ୩୦୦୦ କୋଟି ଛୁଇଁଲା

ଭୁବନେଶ୍ୱର,୨୪।୭(ବ୍ୟୁରୋ): ଲୁଣାପାଣି ମାଛଚାଷ କ୍ଷେତ୍ରରେ ରାଜ୍ୟରେ ଉଲ୍ଲେଖନୀୟ ସଫଳତା ହାସଲ ହୋଇଛି। ଗତ ୧୦ ବର୍ଷ ମଧ୍ୟରେ ଉତ୍ପାଦନ ୭୪୭ ପ୍ରତିଶତ ବୃଦ୍ଧି ପାଇଛି ଏବଂ ଓଡ଼ିଶାରୁ ସାମୁଦ୍ରିକ ଖାଦ୍ୟ ରପ୍ତାନି ମୂଲ୍ୟ ୩ ହଜାର କୋଟି ଟଙ୍କାରୁ ଅଧିକ ହୋଇଛି।…

୮ଜଣଙ୍କୁ ଓଡ଼ିଶା ଲଳିତକଳା ଏକାଡେମୀ ପୁରସ୍କାର

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀର ୩୯ତମ ପୁରସ୍କାର ପ୍ରଦାନ ଉତ୍ସବ ଶୁକ୍ରବାର ଏକାଡେମୀ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୮ଜଣ ଚିତ୍ରଶିଳ୍ପୀଙ୍କୁ ‘ଓଡ଼ିଶା ଲଳିତ କଳା ପୁରସ୍କାର-୨୦୨୧’ ଓ ୪ଜଣଙ୍କୁ ‘ରାଜ୍ୟସ୍ତରୀୟ ଫଟୋଗ୍ରାଫି ପୁରସ୍କାର-୨୦୨୦’ ପ୍ରଦାନ କରାଯାଇଛି।…

ରାଜଧାନୀ ରାସ୍ତାରେ ଡଙ୍ଗା ରଖି ପ୍ରତିବାଦ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ବର୍ଷାଦିନେ ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ଜନଗହଳିପୂର୍ଣ ସ୍ଥାନ ଜଳାର୍ଣ୍ଣବ ହୋଇଯାଉଛି। ବର୍ଷାଜଳରେ ଯାନବାହାନ ବୁଡ଼ିଯାଉଛି। ପ୍ରତିବର୍ଷ ଏଭଳି ସମସ୍ୟା ଲାଗି ରହିଥିବାବେଳେ ସରକାର ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି, ଯାହାର ଅଭିନବ ପ୍ରତିବାଦ ଜଣାଇଛି ଛାତ୍ର ଏବଂ ଭୁବନେଶ୍ୱର ଜିଲା…

୧ ମିନିଟ୍‌ରେ ୩୪୮ ମୁଷ୍ଟିଘାତ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ପଞ୍ଚ୍‌ମ୍ୟାନ ଭାବେ ପରିଚିତ ସତ୍ୟପୀର ପ୍ରଧାନ ଆଉଏକ ବିଶ୍ୱ ରେକର୍ଡ ଅପେକ୍ଷାରେ। ସ୍ଲୋଭାକିଆର ମୁଷ୍ଟିଯୋଦ୍ଧା ପାଭେଲ୍‌ ରୁଷୋଭ୍‌ଙ୍କ ଗିନିଜ୍‌ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡକୁ ଭାଙ୍ଗି ଭାରତ ତଥା ଓଡ଼ିଶା ପାଇଁ ଗୌରବ ଆଣିବେ ବୋଲି ଦାବି କରିଛନ୍ତି।…

ରାଜ୍ୟପାଳଙ୍କ ଦ୍ୱାରା ରିସାଇଟ୍‌ ଡଟ୍‌ ୱାଲର୍‌ଡ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ଉଦୟଗିରି ଫାଉଣ୍ଡେଶନ୍‌ ଟ୍ରଷ୍ଟ ପକ୍ଷରୁ ରିସାଇଟ୍‌ ଡଟ୍‌ ଓ୍ବାଲର୍‌ଡ ଓ୍ବେବ୍‌ସାଇଟ ଶୁକ୍ରବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି। ଫାଉଣ୍ଡେଶନ୍‌ର ଚେୟାରମ୍ୟାନ୍‌ ଜେ.ପି.ଜଗଦେବ ଯୋଗଦେଇ ଓ୍ବେବସାଇଟ୍‌ ସମ୍ପର୍କରେ ସୂଚନା ଦେଇଥିଲେ। www.recite.world ୱେବ୍‌/ମୋବାଇଲ୍‌ ଆପ୍ଲିକେଶନ୍‌ରେ ଆମର ଅତୀତ…

ଖୁବ୍‌ଶୀଘ୍ର ଭୁବନେଶ୍ୱର ଷ୍ଟେଶନର ପୁନର୍ବିକାଶ

ଭୁବନେଶ୍ୱର,୨୪।୭: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟାଭୂଷଣ ଶୁକ୍ରବାର ଭୁବନେଶ୍ୱର ରେଳଷ୍ଟେଶନ ପରିଦର୍ଶନ କରିବା ସହ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ ଆବଶ୍ୟକ ହେଉଥିବା ସ୍ଥାନ, ବିଭିନ୍ନ ଯାତ୍ରୀ ସୁବିଧା ଓ ଅନ୍ୟାନ୍ୟ କ୍ଷେତ୍ରଗୁଡିକୁ ବୁଲି ଦେଖିଥିଲେ। ଏହି ଅବସରରେ ସେ କହିଲେ,…

ଅଗଷ୍ଟ ୨୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ସମସ୍ତ ୟୁଜି ଫାଇନାଲ ସେମିଷ୍ଟର ପରୀକ୍ଷା (ବ୍ୟାକ୍‌ ପେପରକୁ ଛାଡ଼ି) ଅଗଷ୍ଟ ୧୯ ସୁଦ୍ଧା ଶେଷ ହେବ। ୟୁଜିର ବ୍ୟାକ୍‌ ପେପର ସମେତ ଫାଇନାଲ ସେମିଷ୍ଟର ପରୀକ୍ଷା ଫଳ ସେପ୍ଟେମ୍ବର ୨୭ ମଧ୍ୟରେ ପ୍ରକାଶ ପାଇବ। ସମସ୍ତ ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?