ମେଟ୍ରୋ

କୋଟିଆକୁ ନେଇ ଥମୁନି କାଦୁଅ ଫିଙ୍ଗା

ଭୁବନେଶ୍ୱର, ୧୭ା୨(ବ୍ୟୁରୋ): କୋରାପୁଟର କୋଟିଆ ସମେତ ଓଡ଼ିଶାର କେତେକ ସୀମାନ୍ତ ଜିଲାରେ ଆନ୍ଧ୍ର ସରକାର ନିର୍ବାଚନ କରାଇବା ପ୍ରସଙ୍ଗରେ ଆରୋପ ପ୍ରତ୍ୟାରୋପ ଥମିବାର ନଁା ଧରୁନି। ଏହି ପ୍ରସଙ୍ଗ ଏବେ ସୁପ୍ରିମକୋର୍ଟଙ୍କ ବିଚାରାଧୀନ ଥିବାବେଳେ ୧୯ ତାରିଖରେ ମାମଲାର ଶୁଣାଣି...

ଆଜି ବିଧାୟକ ଦଳ ବୈଠକ

ଭୁବନେଶ୍ୱର, ୧୭ା୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟା ୩୦ରେ ଗୃହ କାର୍ଯ୍ୟ ଆରମ୍ଭ ହେବା ନେଇ ବିଧାନସଭା ସଚିବ ଦାଶରଥି ଶତପଥୀ ସୂଚନା ଦେଇଛନ୍ତି।...

‘ଶକ୍ତି କ୍ଷେତ୍ରରେ ସନ୍ତୁଳନ ପାଇଁ ମଡେଲ ତିଆରି ଚାଲିଛି’

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ଶକ୍ତି କ୍ଷେତ୍ରରେ ଉପଲବ୍ଧି ଏବଂ ଦରରେ ସନ୍ତୁଳନ ଆଣିବା ଲାଗି ଭାରତ ଊର୍ଜା ନ୍ୟାୟର ଏକ ବିଶ୍ୱସ୍ତରୀୟ ମଡେଲ ତିଆରି କରୁଛି। ସବୁଜ ଶକ୍ତି ରୂପାନ୍ତର ପାଇଁ ଋଣନୀତି ପ୍ରସ୍ତୁତ କରାଯାଉଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମଙ୍ଗଳବାର...

ଝଡ଼ବର୍ଷା ଆଶଙ୍କା, ୨୨ରୁ ବଢ଼ିବ ତାତି

ଭୁବନେଶ୍ୱର,୧୭।୨(ବ୍ୟୁରୋ):ଓଡ଼ିଶା ଉପର ଦେଇ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଉଭୟ ଆରବ ଓ ବଙ୍ଗୋପ ସାଗର ଆଡୁ ଜଳୀୟ ବାଷ୍ପ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ୧୭ରୁ ୨୦ ତାରିଖ ଯାଏ ରାଜ୍ୟର ଅଧିକାଂଶ ଜିଲାରେ ସ୍ବଳ୍ପରୁ ମଧ୍ୟମ...

ସୁନ୍ଦରଗଡ଼ରେ ଅଭିବାଦନ ରଖିଲେ ମୁଖ୍ୟମନ୍ତ୍ରୀ: ବିର୍ସା ମୁଣ୍ଡାଙ୍କ ନାମରେ ଘୋଷଣା କଲେ ହକି ଷ୍ଟାଡିୟମ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଯାଇଛନ୍ତି। ରାଉରକେଲାଠାରେ ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମ ସହ ଜିଲାର ୧୭ଟି ବ୍ଲକରେ ଆଷ୍ଟ୍ରୋଟର୍ଫ ନିର୍ମାଣ ହେବ। ଜିଲାର ବିକାଶ ଲାଗି ସରକାର ପ୍ରାୟ ୪,୮୦୦ କୋଟି ଟଙ୍କାର...

ବରଯାତ୍ରୀ ନେଇ ଯାଉଥିଲା ବେଳେ ଓଲଟିଲା ମିନିଟ୍ରକ୍‌: ୨ ମୃତ, ୨୦ ଆହତ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଗଜପତି ଜିଲା ଆର. ଉଦୟଗିରି ନିକଟ କଙ୍କଡ଼ାଗୁଡ଼ା ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ମିନିଟ୍ରକ୍‌ ଓଲଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକ ହେଲେ ଜନଥ...

ବସନ୍ତ ପଞ୍ଚମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଆଜି ବସନ୍ତ ପଞ୍ଚମୀ ତଥା ମା’ ସରସ୍ବତୀଙ୍କ ପୂଜା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀବ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ପବିତ୍ର ବସନ୍ତ ପଞ୍ଚମୀ ତଥା ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କ ପୂଜା ଅବସରରେ...

ରାଉରକେଲା ଏୟାରଷ୍ଟ୍ରିପ୍‌ରୁ ଖୁବ୍‌ଶୀଘ୍ର ବିମାନ ଉଡ଼ାଣ

ଭୁବନେଶ୍ୱର, (ବ୍ୟୁରୋ)/ ରାଉରକେଲା ଅଫିସ, ୧୬।୨: ବେସାମରିକ ବିମାନ ଚଳାଚଳ ସୁରକ୍ଷା ମହାନିର୍ଦ୍ଦେଶିକା ଉଷା ପାଢ଼ୀ ସୋମବାର ରାଉରକେଲା ଏୟାରଷ୍ଟ୍ରିପ ପରିଦର୍ଶନ କରିଛନ୍ତି। ଏଥିସହ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ସିଇଓ ଦୀପକ ଚଟ୍ଟରାଜ ଓ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ...

‘ପ୍ରସ୍ତୁତ ହୋଇନି ଲିଙ୍ଗରାଜ ମନ୍ଦିର ବାଇ-ଲ’ ଡ୍ରାଫ୍ଟ’

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଏକାମ୍ର କ୍ଷେତ୍ରର ଲିଙ୍ଗରାଜ ମନ୍ଦିର ଉପରୁ ବାଇ-ଲ’ ପ୍ରତ୍ୟାହାର ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ଏହି ପ୍ରସଙ୍ଗରେ ବିଜେଡି ଓ କଂଗ୍ରେସ ବାରମ୍ବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିବାରେ ଲାଗିଛନ୍ତି। ସେହିପରି ଏହି ପ୍ରସଙ୍ଗରେ କଂଗ୍ରେସ ଦସ୍ତଖତ...

ଅଶ୍ଳୀଳ ଭିଡିଓ ଭାଇରାଲ, ଯୁବକ ଗିରଫ

ବାଙ୍କୀ, ୧୬।୨(ସ୍ବ.ପ୍ର.): ବାଙ୍କୀ ଥାନା ଡମପଡ଼ା ବ୍ଲକ ଅଞ୍ଚଳର ଜଣେ ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିଥିବା ଗଞ୍ଜାମ ପୁରୁଷୋତ୍ତପୁରର କୃଷ୍ଣଚନ୍ଦ୍ର ନାଥଙ୍କୁ ଗୋପାଳପୁରଠାରୁ ପୋଲିସ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। କୃଷ୍ଣ କିଛିଦିନ ହେବ ଡମପଡ଼ା...

ଇ-ବିଧାନସଭା କର୍ମଶାଳା ଉଦ୍‌ଘାଟିତ

ଭୁବନେଶ୍ୱର,୧୬।୨(ବ୍ୟୁରୋ):  ବିଧାନସଭାର ସମସ୍ତ ଗୃହକାର୍ଯ୍ୟ ଡିଜିଟାଲ ବ୍ୟବସ୍ଥାରେ ପରିଚାଳିତ ହେବା ନେଇ ୨ ଦିନିଆ ଜାତୀୟ ଇ-ବିଧାନ ପ୍ରୟୋଗ କର୍ମଶାଳା ଓଡିଶା ବିଧାନସଭା ନୂଆ ସମ୍ମିଳନୀ କକ୍ଷରେ ସୋମବାର ଉଦ୍‌ଘାଟିତ ହୋଇଛି। ଏହି କର୍ମଶାଳାକୁ ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ...

ଆଜି ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଯାଉଛନ୍ତି। ରାଉରକେଲାଠାରେ ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମ ସହ ଜିଲାରେ ୧୭ଟି ବ୍ଲକରେ ଆଷ୍ଟ୍ରୋଟର୍ଫ ନିର୍ମାଣ ହେବ। ଜିଲାର ବିକାଶ ଲାଗି ସରକାର ପ୍ରାୟ ୪ ହଜାର ୮୦୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri