ମେଟ୍ରୋ

ଟିକା ପାଇଁ ଚିଠି

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ରାଜ୍ୟରେ ଏପ୍ରିଲ୍‌ ମାସରେ ଏଯାବତ୍‌ ୯୪,୫୯୬ ସଂକ୍ରମଣ ଚିହ୍ନଟ ହେଲେଣି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଟିକାକରଣ ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ବହୁମାତ୍ରାରେ ଟିକା ଆବଶ୍ୟକ ଥିବାରୁ ରାଜ୍ୟ ସରକାର ୨ ଟିକା…

ରାଜ୍ୟରେ ଆଜି ରେକର୍ଡ: ୮୬୮୧ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୮,୬୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୪୦୮…

ରାଜଧାନୀରେ ବେକାବୁ କରୋନା: ପଟିଆ-ନୟାପଲ୍ଲୀ-ଖଣ୍ଡିଗିରିରେ ମାଡ଼ୁଛି, ଆଜି ଚିହ୍ନଟ ହେଲେ…

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜଧାନୀରେ ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୮୫୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୯୬କୁ ବୃଦ୍ଧି ପାଇଛି। ସେଥିରୁ ୬୯୧୩ଜଣ ଆକ୍ଟିଭ୍‌ କେସ…

ଟିକା ପାଇଁ ଚିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୯।୪(ବ୍ୟୁରୋ): ମହାମାରୀ କରୋନାକୁ ମୁକାବିଲା କରିବାକୁ ହେଲେ ମାସ୍କ ପରିଧାନ ଏବଂ ସାମାଜିକ ଦୂରତ୍ୱ ରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଏହାଛଡ଼ା ହଠାତ ସଂକ୍ରମଣ ବଢ଼ିଥିବା ହେତୁ ଟିକାକରଣର ଗୁରୁତ୍ୱ ଅଧିକ ହୋଇଯାଇଛି। ଏଭଳି ସ୍ଥଳେ ଗୁରୁବାର ଟିକା ପାଇଁ ପୁଣି…

ଠିକା ସ୍ବାସ୍ଥ୍ୟ କର୍ମଚାରୀ, ଆଶା କର୍ମୀଙ୍କୁ ମିଳିବ ଅଧିକ ଟଙ୍କା

ଭୁବନେଶ୍ୱର,୨୯।୪(ବ୍ୟୁରୋ): କୋଭିଡ୍‌ ଡ୍ୟୁଟିରେ ଥିବା ଠିକା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଇନ୍‌ସେନଟିଭ୍‌ ମିଳିବ। ଆଉଟ୍‌ ସୋର୍ସ କର୍ମଚାରୀଙ୍କୁ ମାସକର ଦରମା ଅଧିକ ମିଳିବ ବୋଲି ଘୋଷଣା କରାଯାଇଛି। ସେହିପରି ଆଶା କର୍ମୀଙ୍କୁ ବି ଅଧିକ ୧୦୦୦ ଟଙ୍କା ମିଳିବ। ଏପ୍ରିଲରୁ ଜୁଲାଇ ପର୍ଯ୍ୟନ୍ତ…

ସିଝୁଛି ଆଭ୍ୟନ୍ତରୀଣ ଓଡ଼ିଶା

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ଓଡ଼ିଶାରେ ତାତି ସାମାନ୍ୟ ହ୍ରାସ ପାଇଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶା ଉତ୍ତପ୍ତ ରହିଛି। ୬ ସହରରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବା ବେଳେ ୧୫ ସହରରେ ୪୦…

ସତର୍କ ରହିଲେ ସଂକ୍ରମଣ ଶୃଙ୍ଖଳ ଭାଙ୍ଗିବ

ଭୁବନେଶ୍ୱର,୨୯।୪(ବ୍ୟୁରୋ):ରାଜ୍ୟରେ ବଢୁଥିବା କୋଭିଡ୍‌ ସଂକ୍ରମଣ ଭିତରେ ବୁଧବାର ରାଜ୍ୟବାସୀଙ୍କ ବିଭିନ୍ନ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ ଦ୍ୱିତୀୟ ଲହରରେ ଲୋକମାନେ କିପରି…

୨୫୭୦.୫୪ କୋଟିର ୯ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ୨୫୭୦.୫୪ କୋଟି ଟଙ୍କାର ୯ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲ୍‌ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମେଟାଲ, ମେଟାଲ ଡାଉନଷ୍ଟ୍ରିମ୍‌, ମାନୁଫାକ୍ଚରିଂ, ପ୍ଲାଷ୍ଟିକ,…

କ୍ୟୁଏସ୍‌ ଓ୍ବାର୍ଲ୍‌ଡ ର଼୍ୟାକିଙ୍ଗ୍‌ରେ କିଟ୍‌କୁ ଭାରତରେ ସର୍ବୋଚ୍ଚ ସ୍ଥାନ

ଭୁବନେଶ୍ୱର,୨୯।୪: କ୍ୟୁଏସ୍‌ ୱାର୍ଲ୍‌ଡ଼ ର଼୍ୟାଙ୍କିଙ୍ଗ୍‌ରେ କିଟ୍‌କୁ ସର୍ବୋଚ୍ଚ ସ୍ଥାନ ପ୍ରଦାନ କରାଯାଇଛି। ଏହି ର଼୍ୟାଙ୍କିଙ୍ଗ୍‌ ପ୍ରଦାନ କରାଯିବା ପରେ କିଟ୍‌ ବିଶ୍ୱବିଦ୍ୟାଳୟ ଭାରତର ପ୍ରଥମ ‘କ୍ୟୁଏସ ଫାଇଭ ଷ୍ଟାର ରେଟେଡ’ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରାପ୍ତ ହୋଇଛି। କ୍ୟୁଏସ ମାନଦଣ୍ଡର ସମସ୍ତ ବର୍ଗରେ…

୬ ଜିଲାରୁ ୧୨ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୨ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪,…

ଭୁବନେଶ୍ୱର କୋର୍ଟ ୭ ଦିନ ପର୍ଯ୍ୟନ୍ତ ହେଲା ସିଲ୍‌

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏପରିକି ସରକାରୀ କାର୍ଯ୍ୟାଳୟରେ ମଧ୍ୟ କରୋନାର ପ୍ରଭାବ ପଡିଛି। ବିଭିନ୍ନ କର୍ମଚାରୀ କରୋନରେ ଆକ୍ରାନ୍ତ ଯୋଗୁ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଏହି କ୍ରମରେ ଗୁରୁବାର ଭୁବନେଶ୍ୱର କୋର୍ଟକୁ ୭…

ଭୁବନେଶ୍ୱର, କଟକ ପାଇଁ ଚିନ୍ତା ବଢ଼ିଲା: ଗୋଷ୍ଠୀ ସଂକ୍ରମଣ ସ୍ଥିତି

ଭୁବନେଶ୍ୱର, ୨୯।୪(ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି କରେନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮,୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏଥିରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧,୮୪୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ କେବଳ ରାଜଧାନୀରୁ ରହିଛନ୍ତି ୧,୦୦୪।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri