ଶିକ୍ଷାନୁଷ୍ଠାନ ବନ୍ଦ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ତୈଳ ଦର ବୃଦ୍ଧି ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି...
ଆଜି ଓଡ଼ିଶା ବନ୍ଦ
ଭୁବନେଶ୍ୱର, ୧୫।୨(ବ୍ୟୁରୋ): ପେଟ୍ରୋଲ, ଡିଜେଲ ସହ ଏଲ୍ପିଜି ଗ୍ୟାସ୍ ଦର ଅହେତୁକ ଭାବେ ବଢ଼ି ଚାଲିଛି। ଏଥିରେ ସାଧାରଣ ଲୋକେ ଅତିଷ୍ଠ ହୋଇପଡ଼ିଥିବାବେଳେ ଏହାର ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ...
ଆସୁଛି ବର୍ଷା: ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ୩ଦିନ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୧୬ ତାରିଖରେ ସମ୍ବଲପୁର, ନୂଆପଡ଼ା, ବରଗଡ଼, ଝରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ରେ ସ୍ବଳ୍ପ ପରିମାଣର ବର୍ଷା ହେବ। ୧୭ ତାରିଖରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ...
ଆଜି ଭୁବନେଶ୍ୱରରୁ ୪ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୨ ଜଣ ଲୋକାଲ କେସ୍ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ...
ବଟାନିକାଲ୍ ଗାର୍ଡେନରେ ଲାଗିଲା ନିଆଁ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ନନ୍ଦନକାନନ ନିକଟ ବଟାନିକାଲ୍ ଗାର୍ଡେନର ଜଙ୍ଗଲିଆ ଅଞ୍ଚଳରେ ରବିବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି। ଖବର ପାଇ ବାରଙ୍ଗ ଅଗ୍ନିଶମ ବିଭାଗ ପକ୍ଷରୁ ୨ଟି ଗାଡ଼ି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଛି।...
କାଲିଠୁ ୨ ଦିନ ସ୍କୁଲ ବନ୍ଦ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ତୈଳଦର ବୃଦ୍ଧି ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ରାଜ୍ୟରେ ସମସ୍ତ ସ୍କୁଲ ବନ୍ଦ ରହିବ। ଏହାବ୍ୟତୀତ ତା’ ପରଦିନ ମଙ୍ଗଳବାର ସରସ୍ବତୀ ପୂଜାରେ ମଧ୍ୟ ସ୍କୁଲ...
ଆଜି ରାଜ୍ୟରେ ୭୩ ପଜିଟିଭ୍ ଚିହ୍ନଟ, ବରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ରବିବାର ରାଜ୍ୟରୁ ୭୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୧୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୪ ଜଣ...
ଆଜି ଭାଲେଣ୍ଟାଇନ୍ସ ଡେ: ରାଜଧାନୀରେ ୩୦୦ ବାହାଘର
ଭୁବନେଶ୍ୱର, ୧୪।୨(ବ୍ୟୁରୋ): ପ୍ରେମର ପରିଭାଷାକୁ ପରିପ୍ରକାଶ କରିବା ପାଇଁ ପାଳନ ହେଉଛି ଭାଲେଣ୍ଟାଇନ୍ସ ଡେ। ଫେବୃୟାରୀ ୭ ରୋଜ୍ ଡେରୁ ଆରମ୍ଭ ହୋଇଥିବା ସପ୍ତାହର ଅନ୍ତିମ ଦିନ ପ୍ରେମ ଦିବସ। ରବିବାର ଏହାକୁ ସ୍ବତନ୍ତ୍ରଭାବେ ପାଳନ କରିବା ପାଇଁ ପ୍ରେମୀଯୁଗଳ...
ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଇଂଲିଶ
ଭୁବନେଶ୍ୱର, ୧୪।୨(ବ୍ୟୁରୋ): ଏଣିକି ସରକାରୀ ସ୍କୁଲରେ ପିଲାମାନେ ପ୍ରଥମ ଶ୍ରେଣୀରୁ ଇଂଲିଶ ପାଠ ପଢ଼ିବେ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଥିବା ୧୦୦ଟି ସେଣ୍ଟର ଅଫ୍ ଏକ୍ସିଲେନ୍ସ ସ୍କୁଲରେ ଇଂଲିଶ ବିଷୟକୁ ସାମିଲ କରାଯିବ। ଶନିବାର ଏ ସଂକ୍ରାନ୍ତରେ ବିଦ୍ୟାଳୟ ଓ...
ଉପଯୋଗ ନ କଲେ ଜରିମାନା
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଶିଳ୍ପାଞ୍ଚଳରୁ ବାହାରୁଥିବା ଗଦା ଗଦା ଫ୍ଲାଏ ଆଶ୍ (ଉଡ଼ନ୍ତା ପାଉଁଶ) ପରିବେଶ ପାଇଁ ଭୟଙ୍କର ବିପଦ ସୃଷ୍ଟି କରି ଚାଲିଛି। ଶିଳ୍ପାୟନ ବଢୁଥିବାରୁ ଏହା ଜଳ, ଭୂପୃଷ୍ଠ ଓ ବାୟୁମଣ୍ଡଳକୁ ବିପଜ୍ଜନକ ଭାବେ ଆକ୍ରାନ୍ତ କଲାଣି। ଏହାକୁ ଦୃଷ୍ଟିରେ...
ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଜଣେ ମାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ ହୋଇଥିବା ବେଳେ ହଂସପାଳର ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ...
ମେ’ ୧ରୁ ଭୁବନେଶ୍ୱରରୁ ପାଟଣା ଉଡ଼ିବ ବିମାନ
ଭୁବନେଶ୍ୱର, ୧୩।୨(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ପାଟଣାକୁ ମେ’ ପହିଲାରୁ ବିମାନ ଚଳାଚଳ ଆରମ୍ଭ ହେବ। ଘରୋଇ ବିମାନ ସେବା କମ୍ପାନୀ ଇଣ୍ଡିଗୋ ଏହି ସେବା ପ୍ରଦାନ କରିବ। ଇଣ୍ଡିଗୋ ମାର୍ଚ୍ଚ ୨୮ରୁ ୨୨ଟି ନୂଆ ରୁଟ୍ରେ...
Archives


