ମେଟ୍ରୋ

ପିପିଲି ଉପନିର୍ବାଚନକୁ ନେଇ ମତପାର୍ଥକ୍ୟ: ଭାଜପା କହୁଛି ହଁ, କଂଗ୍ରେସର ନା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଏବେ ଦେଶ ତଥା ରାଜ୍ୟରେ କରୋନା ପରିସ୍ଥିତି ଜଟିଳ ରହିଛି। ଏଭଳି ସ୍ଥିତିରେ ପିପିଲି ଉପନିର୍ବାଚନ ଘୁଞ୍ଚାଇବାକୁ କଗ୍ରେସ ଦାବି କରିଛି। ଦଳ ନିର୍ବାଚନ ଲଢିବାକୁ ପ୍ରସ୍ତୁତ ଅଛି, ହେଲେ ଲୋକଙ୍କ ଜୀବନକୁ ବାଜି ଲଗେଇକି ନୁହେଁ ବୋଲି ପିସିସି…

୧୮ରୁ ୪୪ ବର୍ଷ ବୟସ୍କଙ୍କ ଟିକାକରଣରେ ହୋଇପାରେ ବିଳମ୍ବ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ଦ୍ୱିତୀୟ ଲହରକୁ ନେଇ ଲୋକେ ଭୟଭୀତ ହୋଇପଡ଼ୁଛନ୍ତି। ଏଭଳି ପରସ୍ଥିତିରେ ୧୮ରୁ ୪୪ ବର୍ଷ ପର୍ଯ୍ୟନ୍ତ ସମସ୍ତଙ୍କୁ ମେ’ ୧ରୁ ମାଗଣା ଟିକାକରଣ ନେଇ ଘୋଷଣା ହୋଇଥିଲା। ଏହା ପରେ ସାମାନ୍ୟ ଆଶ୍ୱସ୍ତି…

କୋଭିଡ୍‌ ଚିନ୍ତା ବଢ଼ାଉଛନ୍ତି ଅମାନିଆ

ଖୋର୍ଦ୍ଧା ଅଫିସ,୨୭।୪: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ସଂକ୍ରମଣ ରୋକିବା ଲାଗି ସରକାର ନାଇଟ କର୍ଫ୍ୟୁ, ସପ୍ତାହାନ୍ତ ଶନି ଓ ରବିବାର ଶଟ୍‌ଡାଉନ, ମାସ୍କ ପରିଧାନ, ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଉଛନ୍ତି। କୋଭିଡ୍‌ ନିୟମ ପାଳନ…

ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଇନସିଦ୍ଧ ନୁହେଁ: କଂଗ୍ରେସ

ଭୁବନେଶ୍ୱର, ୨୬ା୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଦ୍ୱାରା ଆଦାୟ କରାଯାଉଥିବା ବର୍ଦ୍ଧିତ ହୋଲ୍‌ଡିଂ ଟିକସ ଆଇନସିଦ୍ଧ ନୁହେଁ ବୋଲି ଓଡ଼ିଶା ଉଚ୍ଚ ନ୍ୟାୟାଳୟ ରାୟ ଦେଇଛନ୍ତି। ଏହି ବର୍ଦ୍ଧିତ କର ଓଡ଼ିଶା ମ୍ୟୁନିସିପାଲ କର୍ପୋରେଶନ ଆକ୍ଟ-୨୦୦୩ର ନିୟମ ବିରୁଦ୍ଧାଚରଣ କରିବା ସହିତ…

ପ୍ରାର୍ଥତ୍ପତ୍ର ଦାଖଲ କଲେ ବିଶ୍ୱକେଶନ

ପୁରୀ ଅଫିସ,୨୭।୪: ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ହେବା ପରେ ସୋମବାର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ଦଳୀୟ ସମର୍ଥକଙ୍କ ଗ୍ରହଣରେ ଆସି କୋଭିଡ୍‌ କଟକଣା ମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ସେ ସ୍ଥାନୀୟ କଂଗ୍ରେସ ଭବନଠାରୁ ଶୋଭାଯାତ୍ରାରେ…

ଆଣ୍ଟି ଡମ୍ପିଂ ଶୁଳ୍କ ଲଗାଇବାକୁ ଓଡ଼ିଶାର ଦାବି

ଭୁବନେଶ୍ୱର,୨୭।୪(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ଇସ୍ପାତ ଉତ୍ପାଦନ ଉପରେ ଆଣ୍ଟି ଡମ୍ପିଂ ଏବଂ କାଉଣ୍ଟରଭେଲିଂ ଶୁଳ୍କ ଉଠାଇ ଦେଇଛନ୍ତି। ଏହା ଚାଇନା ଭଳି ଦେଶକୁ ସୁହାଇବା ସହ ଆମ ଦେଶରୁ ଶସ୍ତାମାଲ ରପ୍ତାନି ବହୁଗୁଣିତ ହୋଇପାରେ। ତେଣୁ ଆଣ୍ଟି ଡମ୍ପିଂ ଶୁଳ୍କ…

ଅକ୍ସିଜେନକୁ ନେଇ ଭାଜପା-ବିଜେଡି ମୁହାଁମୁହିଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଦିଲ୍ଲୀ ଓ ମହାରାଷ୍ଟ୍ର ଭଳିି ରାଜ୍ୟରେ କରୋନା ରୋଗୀଙ୍କ ଚିକିତ୍ସାରେ ଅକ୍ସିଜେନ ଘୋର ଅଭାବ ଦେଖାଦେଇଛି। ଏହା ଅଭାବରୁ ରୋଗୀଙ୍କ ମୃତ୍ୟୁ ଘଟୁଛି। ଏପରି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ରାଜ୍ୟକୁ ଅକ୍ସିଜେନ ପଠାଉଛନ୍ତି। ଏଥିଲାଗି ରାଜ୍ୟ ସରକାରଙ୍କୁ…

ଉପରମୁହାଁ ପାରଦ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରିରହିଛି। ପ୍ରଚଣ୍ଡ ଗ୍ରୀଷ୍ମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। କିଛିଦିନ ହେବ ପ୍ରବଳ ଖରା ଯୋଗୁ ରାଜ୍ୟରେ ଉତ୍ତପ୍ତ ପରିବେଶ ସୃଷ୍ଟି ହୋଇଛି। ପାରଦ ଉପରମୁହଁା ହୋଇ ୪୩ ଡିଗ୍ରୀ ସେଲ୍‌ସିୟସକୁ ଛୁଇଁଛି।…

ପହିଲାରୁ ତୃତୀୟ ପର୍ଯ୍ୟାୟ ଟିକାକରଣ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ମେ’ ପହିଲାରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। ଏଥିପାଇଁ ଆସନ୍ତା ୨୮ ତାରିଖରୁ ନାମ ପଞ୍ଜୀକରଣ ହେବ। ଟିକାକରଣ ନିମନ୍ତେ କୋୱିନ ପୋର୍ଟାଲ ଓ ଆରୋଗ୍ୟ ସେତୁ ଆପ୍‌ରେ ପଞ୍ଜୀକରଣର ବ୍ୟବସ୍ଥା ରହିଛି। ପ୍ରଥମେ ପଞ୍ଜୀକରଣ…

ରେମ୍‌ଡେସିଭିର୍‌ ଅଭାବ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ଏବେ ଦୁଇଟି ଔଷଧ ବ୍ୟବହାର କରାଯାଉଛି। ଗୋଟିଏ ହେଉଛି ଫାବିପିରାଭିର୍‌ ୨୦୦ଏମ୍‌ଜି ଟାବ୍‌ଲେଟ୍‌ ଓ ଅନ୍ୟଟି ହେଉଛି ରେମ୍‌ଡେସିଭିର୍‌ ୧୦୦ଏମ୍‌ଜି ଇଞ୍ଜେକ୍ସନ। ତେବେ ରାଜ୍ୟରେ ଏବେ ରେମ୍‌ଡେସିଭିର୍‌ର ଅଭାବ ଦେଖାଦେଇଛି। ମଧ୍ୟମରୁ ଗୁରୁତର ରୋଗୀଙ୍କ…

ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ୨ ହଜାର ଟପିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୦୦୭କୁ ବୃଦ୍ଧି ପାଇଛି। ଏହି ୧୦ ମୃତକଙ୍କ…

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ଲଗାତାର ୬ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୬,୦୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫୨୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୫୧ ଜଣ ଲୋକାଲ କେସ୍‌ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri