ମେଟ୍ରୋ

କ୍ୟାବିନେଟ ନିଷ୍ପତ୍ତି: ସିଇଟି ହେବ ଓୟୁଟିଆର୍‌

ଭୁବନେଶ୍ୱର,୧୮ା୭(ବ୍ୟୁରୋ): କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି(ସିଇଟି)ଭୁବନେଶ୍ୱରକୁ ଏକ ଅନୁବନ୍ଧିତ, ଏକକ ବିଶ୍ୱବିଦ୍ୟାଳୟରେ ପରିଣତ କରି ଓଡ଼ିଶା ଟେକ୍ନୋଲୋଜି ଏବଂ ରିସର୍ଚ୍ଚ ବିଦ୍ୟାଳୟ(ଓୟୁଟିଆର)ରେ ପରଣିତ କରାଯିବ। ଏ ନେଇ ଶନିବାର ନୂତନ ଓୟୁଟିଆର ଚିଠା ବିଲ୍‌କୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି।…

ଆଉ ୬୬ ମୁଣ୍ଡ ନେଲା କରୋନା: କେବଳ ଖୋର୍ଦ୍ଧାରୁ ୨୩

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୬୬ ଜଣ ଆକ୍ରାନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ସୂଚନା…

ଆଜି ରାଜ୍ୟରେ ଚିହ୍ନଟ ହେଲେ ୨୨୧୫ ନୂଆ କରୋନା ଆକ୍ରାନ୍ତ; ଖୋର୍ଦ୍ଧା-କଟକରୁ ସର୍ବାଧିକ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୭୨ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ବାକି ୯୪୩ଟି ହେଉଛି ଲୋକାଲ କେସ୍‌। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

୪ ଦିନ ଲାଗିରହିବ ବର୍ଷା

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୧ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ୧୮ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର…

ପ୍ରକାଶ ପାଇଲା ୟୁଜିସି ଏକାଡେମିକ କ୍ୟାଲେଣ୍ଡର

ଭୁବନେଶ୍ୱର,୧୭।୭(ବ୍ୟୁରୋ): କରୋନା ସଂକ୍ରମଣ ଭିତରେ ୟୁଜିସି ପକ୍ଷରୁ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଗାଇଡଲାଇନ ଜାରି କରାଯାଇଛି। ଦେଶର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟ କରୋନା ସମୟରେ କିପରି ପାଠପଢ଼ା ଆରମ୍ଭ କରିବେ, ସେନେଇ ଗାଇଡ଼ଲାଇନରେ ଉଲ୍ଲେଖ କରାଯାଇଛି। ଆସନ୍ତା ଶିକ୍ଷାବର୍ଷ ପାଇଁ…

ଦଶମ ପିଲାଙ୍କ ପାଇଁ ନୂଆ ଢାଞ୍ଚା

ଭୁବନେଶ୍ୱର, ୧୭।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଢାଞ୍ଚାରେ ନବମ ଓ ଦଶମ ପିଲାଙ୍କ ପରୀକ୍ଷା ହେବ। ଏଭଳି ପନ୍ଥା ଆପଣେଇଛି ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍‌ଇ)। ରାଜ୍ୟରେ ଯଦି କୋଭିଡ୍‌ କଟକଣା କିମ୍ବା ଅନ୍ୟ କୌଣସି କାରଣରୁ ବିଦ୍ୟାଳୟ ବନ୍ଦ ରୁହେ,…

ଆସନ୍ତା ୨୬ରୁ ଖୋଲିବ ସ୍କୁଲ: ଆରମ୍ଭ ହେବ ଦଶମ, ଦ୍ୱାଦଶ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ଯୋଗୁ ସମସ୍ତ ସ୍କୁଲରେ ପାଠପଢ଼ା ଏକପ୍ରକାର ବନ୍ଦ ହୋଇଯାଇଛି। କରୋନାରୁ ବର୍ତ୍ତିବା ପାଇଁ ପିଲାମାନଙ୍କୁ ଅନ୍‌ଲାଇନ୍‌ ଯୋଗେ ପାଠ ପଢ଼ାଯାଉଛି। ମାତ୍ର ଏହା ଦ୍ୱାରା ଅନେକ ଛାତ୍ରୀଛାତ୍ର ଉପକୃତ ହୋଇପାରୁ ନାହାନ୍ତି। ବର୍ତ୍ତମାନ ରାଜ୍ୟରେ ସଂକ୍ରମଣ…

ପ୍ରିୟଙ୍କା ପ୍ରିୟଦର୍ଶିନୀ ହତ୍ୟା ଘଟଣା: ଜଗନ୍ନାଥଙ୍କୁ ଏମ୍ସରେ ଭର୍ତ୍ତି

ଭୁବନେଶ୍ୱର,୧୭।୭(ବ୍ୟୁରୋ): ପ୍ରିୟଙ୍କା ପ୍ରିୟଦର୍ଶିନୀ ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଜଗନ୍ନାଥଙ୍କ ହାତରେ ଗଭୀର ଆଘାତ ଲାଗିଛି। ପ୍ରିୟଙ୍କାକୁ ଧାରୁଆ ଅସ୍ତ୍ରରେ ହତ୍ୟା କରିବା ପରେ ସେ ନିଜେ ମଧ୍ୟ ହାତକାଟି ଆତ୍ମହତ୍ୟା…

ଆଧୁନିକୀକରଣ ହେବ ଜେଲ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ ଥିବା ଜେଲଗୁଡ଼ିକର ଆଧୁନିକୀକରଣ ହେବ। ଏନେଇ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି। ୨୦୨୧-୨୨ ଆର୍ଥିକ ବର୍ଷ ନିମନ୍ତେ ଜେଲ ବିଭାଗ ପକ୍ଷରୁ ଦିଆଯାଇଥିବା ବିଭିନ୍ନ ପ୍ରସ୍ତାବକୁ ଗୃହ ବିଭାଗ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଅନେକ ସମୟରେ ଜେଲରେ…

ମିଶନ ଶକ୍ତିକୁ ୪୫୩.୫ କୋଟି

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟ ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ତଦନୁଯାୟୀ ରାଜ୍ୟର ୩୩୮ ବ୍ଲକସ୍ତରୀୟ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏ…

୧୫ ବର୍ଷରେ ସୋଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ ୧୫ ବର୍ଷରେ ପଦାର୍ପଣ କରିଛି। ଭୁବନେଶ୍ୱରରେ ଜନ୍ମ ନେଇଥିବା ଏହି ପ୍ରତିଷ୍ଠାନ ପୂର୍ବ ଭାରତରେ ଏକ ଉଜ୍ଜ୍ୱଳ ଶିକ୍ଷାକେନ୍ଦ୍ର ଭାବେ ଉଭା ହୋଇଛି। ଶିକ୍ଷାର ଗୁଣବତ୍ତା ଓ ଅଭିନବ ଗବେଷଣା…

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୬୭ ଜୀବନ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୯୯୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?