ମେଟ୍ରୋ

ନବୀନଙ୍କୁ ଦେଖା କରିବାକୁ ହସ୍ପିଟାଲ୍‌ରେ ପହଞ୍ଚିଲେ ସ୍ୱାସ୍ଥ୍ୟମନ୍ତ୍ରୀ, କହିଲେ-‘ସେ ICU’ରେ …’

ଭୁବନେଶ୍ୱର,୧୭ା୮: ବିରୋଧୀଦଳ ନେତା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ହସ୍ପିଟାଲ୍‌ରେ ପହଞ୍ଚିଥିଲେ। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ବିଧାୟକ ବାବୁ ସିଂ ମଧ୍ୟ ତାଙ୍କ ସହିତ ଉପସ୍ଥିତ ଥିଲେ। ଡିହାଇଡ୍ରେସନ୍‌ ଯୋଗୁଁ…

ଏହି କାରଣରୁ ହସପିଟାଲରେ ଭର୍ତ୍ତି ହୋଇଥିଲେ ନବୀନ, ବଡ଼ ସୂଚନା ଦେଲେ ଡାକ୍ତର

ଭୁବନେଶ୍ୱର,୧୭।୮: ବିରୋଧୀଦଳ ନେତା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ରବିବାର ଅପରାହ୍ନ ୫ଟା ୧୫ରେ ଭୁବନେଶ୍ବରର ଏସୟୁଏମ୍ ଅଲଟିମେଡିକେୟାରରେ ଭର୍ତ୍ତି ହୋଇଛନ୍ତି। ଡିହାଇଡ୍ରେସନ୍‌ ଯୋଗୁଁ ସେ ହସ୍ପିଟାଲ୍‌ରେ ଚିକିତ୍ସା ଅଧୀନରେ ରହିଛନ୍ତି। ଏହି ଖବର ପ୍ରକାଶ ପାଇବା…

ନବୀନ ପଟ୍ଟନାୟକ ଅସୁସ୍ଥ, ଘରୋଇ ହସପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୭।୮: ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ଜଣାପଡିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍‌ ଯୋଗୁ ସେ ଅପରାହ୍ନ ୫ଟା ୧୫ରେ ଭର୍ତ୍ତି ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି।…

ବିଜେଡିରେ ଚହଳ, ବଡ଼ ନେତାଙ୍କ ଘରେ ପୋଲିସ!

କେନ୍ଦ୍ରାପଡ଼ା,୧୭।୮(ଜଗନ୍ନାଥ ଧଳ): ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ବଢିଲା ଅଡୁଆ। ପୁଅ ଅଙ୍କିତ ପ୍ରତାପ ଜେନାଙ୍କ ନାଁରେ ଏକ ବଡ଼ ଧରଣର ଠକେଇ ଅଭିିଯୋଗ ସାମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ଟାଉନ ଥାନାରେ ଅଙ୍କିତଙ୍କ ବିରୋଧରେ ୪୮ ଲକ୍ଷ…

ଆତ୍ମାହୁତି ନୁହେଁ, ଜାଳି ଦେଇଛନ୍ତି

ଭୁବନେଶ୍ୱର ଉପକଣ୍ଠ ବାଲିପାଟଣାରେ ଜ୍ୟୋତିରଞ୍ଜନ ମାଠିଆ ନିଆଁରେ ପୋଡ଼ିହୋଇ ଶୁକ୍ରବାର ଏମ୍‌ସରେ ଭର୍ତ୍ତି ହୋଇଥିବାବେଳେ ଶନିବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାକୁ ପ୍ରଥମେ ଆତ୍ମାହୁତି ବୋଲି କୁହାଯାଉଥିଲା। ହେଲେ ମୃତ୍ୟୁ ପୂର୍ବର ଏକ ଭିଡିଓ ଭାଇରାଲ ହେବା…

ଭୋଟ ଚୋରି ପ୍ରସଙ୍ଗ: ୩ ମାସ ପଦଯାତ୍ରା କରିବ ଯୁବ କଂଗ୍ରେସ

ଭୁବନେଶ୍ୱର, ୧୭।୮(ସୁନିତ୍‌ ମିଶ୍ର): ଭାଜପା ଭୋଟ ଚୋରିକରି ୨୦୨୪ ସାଧାରଣ ନିର୍ବାଚନରେ ବିଜୟୀ ହୋଇଥିବା କଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ତଥ୍ୟ ରଖିଥିଲେ। ଏଥିରେ ନିର୍ବାଚନ କମିଶନଙ୍କ ଭୂମିକା ବାବଦରେ ସେ ପ୍ରଘଟ କରିଥିଲେ। ଯେତେବେଳେ…

ବଙ୍ଗୋପସାଗରରେ ଲଘୁଚାପ: କାଲିଠାରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୭ା୮(ଅନୁରାଧା ମହାରଣା):ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ…

ଆଉ ଏକ ଲଘୁଚାପ, ୨୧ ଯାଏ ପ୍ରବଳ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି କଲା..

ଭୁବନେଶ୍ୱର,୧୬ା୮(ଅନୁରାଧା ମହାରଣା) – ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୧ ତାରିଖ…

ଘୋଷଣା ହେଲା ୧୨ ନୂଆ NAC, ଜାଣନ୍ତୁ କେଉଁ ୭ ଜିଲାର…

ଭୁବନେଶ୍ୱର,୧୬।୮: ରାଜ୍ୟରେ ନୂଆ NAC ପାଇଁ ଶନିବାର ଡ୍ରାଫ୍ଟ ନୋଟିସ୍‌ ପ୍ରକାଶ ପାଇଛି। ୭ ଜିଲାରେ ୧୨ ଏନ୍‌ଏସି ଗଠନ ହେବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏଥିରେ ଅନୁଗୋଳର ପାଲଲହଡ଼ା, ସୁବର୍ଣ୍ଣପୁରର ବୀରମହାରାଜପୁର, ବାଲେଶ୍ୱରର…

ନବୀନ ନିବାସରେ ବଡ଼ ବୈଠକ, ନବୀନ କରିବେ ବଡ଼ ଘୋଷଣା!

ଭୁବନେଶ୍ୱର,୧୬।୮: ନବୀନ ନିବାସରେ ବଡ଼ ହଲଚଲ। ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦଳର ସାଂଗଠନିକ ସମୀକ୍ଷା ଓ ଆଗାମୀ…

ଓଡ଼ିଶା ହେବ ଭାରତର ପରବର୍ତ୍ତୀ ଫାର୍ମା ହବ: ମୁଖ୍ୟମନ୍ତ୍ରୀ ମାଝୀଙ୍କ ଘୋଷଣା

ଭୁବନେଶ୍ୱର,୧୫ା୮: ଓଡ଼ିଶାକୁ ଭାରତର ଫାର୍ମାସିଉଟିକାଲ ରାଜଧାନୀ ଭାବେ ପ୍ରତିଷ୍ଠା କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ହାଇ-ପ୍ରୋଫାଇଲ ଫାର୍ମା କନକ୍ଲେଭ ଆୟୋଜନ କରିବାକୁ ଯୋଜନା କରୁଛନ୍ତି। ଏହି କନକ୍ଲେଭରେ ଜାତୀୟ ଓ ଆନ୍ତର୍ଜାତୀୟ ଔଷଧ ନିର୍ମାତା ସଂସ୍ଥାମାନେ ଅଂଶଗ୍ରହଣ କରିବେ। ୭୯ତମ…

ସାହସିକତା ପାଇଁ ୬ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୫ା୮: ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟସ୍ତରୀୟ ପୋଲିସ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଛି। ସାହସିକତା ପାଇଁ ୬ ଜଣଙ୍କୁ ରାଷ୍ଟ୍ରପତି ପଦକ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପଦକ ପ୍ରଦାନ କରିଛନ୍ତି। ଆର୍ମଡ ପୋଲିସ ଏସ୍‌ଆଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri