ଆଜି ପୁଣି ୮ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୮୧କୁ ବୃଦ୍ଧି
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ପୁଣି ୮ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
ଆଜି ରାଜ୍ୟରୁ ୬୬୪୭ କରୋନା ଆକ୍ରାନ୍ତ ଚିହ୍ନଟ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା
ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରୁ ୬,୬୪୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୧,୩୪୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…
ସହରାଞ୍ଚଳ ଆବାସ ଯୋଜନାରେ ୩୬,୦୬୨ ନୂଆ ଘର
ଭୁବନେଶ୍ୱର,୨୪।୪(ବ୍ୟୁରୋ): ସହରାଞ୍ଚଳ ବାସହୀନ ଓ ଆର୍ଥିକ ଦୁର୍ବଳ ଶ୍ରେଣୀ ପାଇଁ ଘୋଷଣା ହୋଇଥିବା ‘ଜାଗା ମିଶନ’ ସହିତ ସମସ୍ତଙ୍କ ପାଇଁ ଘର ଯୋଜନାର ସଫଳ ରୂପାୟନ ଲାଗି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଶେଷ ପଦକ୍ଷେପ ଗ୍ରହଣ କରିଛନ୍ତି।…
ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଳଦ କରିଛନ୍ତି। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଭବାନୀପାଟଣା ତହସିଲଦାର କ୍ଷୀରୋଦ ବିହାରୀ ଭାରତ ନାଗଙ୍କୁ କଳାହାଣ୍ଡି…
୪ ରାଜ୍ୟକୁ ଗଲା ୨୫୦ ଟନ୍ ଅକ୍ସିଜେନ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ଗତ ୨୪ ଘଣ୍ଟାରେ ରାଜ୍ୟ ବାହାରକୁ ୨୫୦ ଟନ୍ ଅକ୍ସିଜେନ ପଠାଯାଇଛି। ପ୍ରାୟ ୧୫ ଟ୍ୟାଙ୍କରରେ ୪ ରାଜ୍ୟକୁ ଏହି ଅକ୍ସିଜେନ ଯାଇଛି। ଯାଜପୁର, ଅନୁଗୋଳ ଓ ରାଉରକେଲାରୁ ଏହି ମେଡିକାଲ ଅକ୍ସିଜେନ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା,…
ଓଡ଼ିଶା କେତେ ପ୍ରସ୍ତୁତ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ମେ ପ୍ରଥମ ସପ୍ତାହରେ ଓଡ଼ିଶାରେ କରୋନା ସଂକ୍ରମଣ ଶୀର୍ଷରେ ପହଞ୍ଚତ୍ପାରେ ବୋଲି ଡାଇରେକ୍ଟର ଅଫ୍ ମେଡିକାଲ ଏଜୁକେଶନ ଆଣ୍ଡ ଟ୍ରେନିଂ (ଡିଏମ୍ଇଟି) ସିବିକେ ମହାନ୍ତି ଆଶଙ୍କା ପ୍ରକାଶ କରିଛନ୍ତି। ଗତ ୩/୪ଦିନର ଦୈନିକ ସଂକ୍ରମଣ ସ୍ଥିତି ଦେଖିଲେ ଡିଏମ୍ଇଟିଙ୍କ କଥା…
ପିପିଲି ଉପନିର୍ବାଚନ: ବିଶ୍ୱକେଶନ ହେଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ୱର,୨୩ା୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି ଶେଷରେ କଂଗ୍ରେସ ଘୋଷଣା କରିଛି ପ୍ରାର୍ଥୀଙ୍କ ନାମ। ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ନାମ ଉପରେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ମୋହର ମାରିଛି। ଡେଲାଙ୍ଗବାସିନ୍ଦା ବିଶ୍ୱକେଶନ ପୁରୀ ଜିଲା ସେବା ଦଳ ମୁଖ୍ୟ। ତାଙ୍କ ବାପା…
୮ଟି ଜିଲାରେ କାଳବୈଶାଖୀ ଭୟ
ଭୁବନେଶ୍ୱର,୨୩।୪: ଓଡ଼ିଶାର ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ୮ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ସାଙ୍ଗକୁ ଝଡତୋଫାନ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଅପରାହ୍ନରେ ସତର୍କ ସୂଚନା ଜାରି କରାଯାଇଛି।…
ତେଲେଙ୍ଗାନାରୁ କାର୍ଗୋ ବିମାନରେ ଭୁବନେଶ୍ୱର ପହଞ୍ଚିଲା ଖାଲି ଟ୍ୟାଙ୍କର
ଭୁବନେଶ୍ୱର,୨୩।୪: ତେଲେଙ୍ଗାନାରୁ ଏୟାରଫୋର୍ସର କାର୍ଗୋ ବିମାନରେ ୪ଟି ଖାଲି ଟ୍ୟାଙ୍କର ଶୁକ୍ରବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛି। ଓଡ଼ିଶାରୁ ଖାଲି ଟ୍ୟାଙ୍କରରେ ଅକ୍ସିଜେନ ଭର୍ତ୍ତି ହୋଇ ପୁଣି ତେଲେଙ୍ଗାନା ଯିବ ବୋଲି ଅଧିକାରୀ ଜଣକ ସୂଚନା ଦେଇଛନ୍ତି। ଆଗକୁ…
ଶଟ୍ଡାଉନ୍ରେ ନିୟମିତ ‘ମୋ ବସ୍’ ସେବା ବନ୍ଦ: କେବଳ ଷ୍ଟେଶନରୁ…
ଭୁବନେଶ୍ୱର,୨୩।୪(ବ୍ୟୁରୋ): ସପ୍ତାହନ୍ତ ଶଟ୍ଡାଉନ୍ରେ ନିୟମିତ ‘ମୋ ବସ୍’ ସେବା ବନ୍ଦ ରହିବ। କେବଳ ରେଳ ଷ୍ଟେଶନରୁ ଯାତ୍ରୀଙ୍କୁ ନେବା ପାଇଁ ଏହା ଚାଲିବ। ଷ୍ଟେଶନରୁ କଟକ ଓ ଖୋର୍ଦ୍ଧା ପର୍ଯ୍ୟନ୍ତ ବସ୍ ଯିବ। ସେହିଭଳି ବିମାନବନ୍ଦରରୁ ରେଳ ଷ୍ଟେଶନ ପର୍ଯ୍ୟନ୍ତ ସଟଲ…
ସପ୍ତାହନ୍ତ ଶଟ୍ଡାଉନ୍ ବେଳେ ଘଣ୍ଟାଏ କୋହଳ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଇବାରେ ଲାଗିଛି କରୋନା ସଂକ୍ରମଣ। ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି ସପ୍ତାହନ୍ତ ଶଟ୍ଡାଉନ୍। ଶନିବାର ଓ ରବିବାର ଦୁଇ ଦିନ ଧରି ସମସ୍ତ ସହରାଞ୍ଚଳରେ ଶଟ୍ଡାଉନ୍ କରାଯିବ। ପୂର୍ବରୁ ଏହି ଦୁଇ ଦିନ ସର୍ବସାଧାରଣ ଚଳପ୍ରଚଳ…
ପ୍ରାର୍ଥୀ ହେବାକୁ ଇଚ୍ଛା କଲେନି ଅଜିତଙ୍କ ପରିବାର ସଦସ୍ୟ: ଆଜି କଂଗ୍ରେସ ପ୍ରାର୍ଥୀ ନାଁ ଘୋଷଣା ହୋଇପାରେ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ନିକଟରେ ପ୍ରକାଶ ପାଇଥିବା ସାନି ତାରିଖକୁ ମଧ୍ୟ ଗୁରୁବାର ପରିବର୍ତ୍ତନ କରାଯାଇଛି। ମେ ୧୩ ତାରିଖ ପରିବର୍ତ୍ତେ ୧୬ ତାରିଖରେ ଭୋଟ ଗ୍ରହଣ କରାଯିବ। କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ କାରଣରୁ ଭୋଟ ତାରିଖରେ…
Archives


