ଓଡ଼ିଶା ମାଗିଲା ୨୫ ଲକ୍ଷ ଟିକା
ଭୁବନେଶ୍ୱର,୧୩ା୫(ବ୍ୟୁରୋ):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଟିକାକରଣ କାର୍ଯ୍ୟକ୍ରମକୁ ବ୍ୟାପକ କରିଛନ୍ତି। ତେବେ ଟିକା ପର୍ଯ୍ୟାପ୍ତ ଉପଲବ୍ଧ ହେଉ ନ ଥିବାରୁ ଟିକାଦାନ ବାଧାପ୍ରାପ୍ତ ହେଉଛି। ତେଣୁ ତୁରନ୍ତ ୨୫ ଲକ୍ଷ ଟିକା ଯୋଗାଇ ଦେବାକୁ କେନ୍ଦ୍ର ନିକଟରେ ଓଡ଼ିଶା…
ବିବନଙ୍କ ବିରୋଧରେ ସିବିଆଇର ଚାର୍ଜଶିଟ୍
ଭୁବନେଶ୍ୱର,୧୩।୫(ବ୍ୟୁରୋ):ଦୀର୍ଘ ୨୨ବର୍ଷ ତଳର ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କ ବିରୋଧରେ ସିବିଆଇ ବୁଧବାର ଚାର୍ଜଶିଟ ଦାଖଲ କରିଛି। ସ୍ବତନ୍ତ୍ର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ(ସିଜେଏମ୍) କୋର୍ଟରେ ତଦନ୍ତକାରୀ ଟିମ୍ ୨୬ପୃଷ୍ଠାର ସପ୍ଲିମେଣ୍ଟାରି ଚାର୍ଜଶିଟ୍ ଦାଖଲ କରିଛି।…
ଲଗାତର ତୃତୀୟ ଦିନ ବଢ଼ିଲା ତେଲ ଦର
ଭୁବନେଶ୍ୱର/ନୂଆଦିଲ୍ଲୀ,୧୩।୫: ଦେଶ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲ ଦର ଥମିବାର ନଁା ନେଉନାହିଁ। ଲଗାତର ତୃତୀୟ ଦିନ ଲାଗି ତେଲ ଦର ବୃଦ୍ଧି ପାଇଛି। ଫଳରେ ବୁଧବାର ଭୁବନେଶ୍ୱରରେ ପେଟ୍ରୋଲ ୨୫ ପଇସା ବଢ଼ି ୯୨.୭୫ ଟଙ୍କା ଏବଂ ଡିଜେଲ ୨୮…
ସ୍କୁଲ ନାମଲେଖା ଅବଧି ମାସେ ବୃଦ୍ଧି
ଭୁବନେଶ୍ୱର, ୧୩।୫(ବ୍ୟୁରୋ): ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ନାମଲେଖା ଅବଧିକୁ ମାସେ ବୃଦ୍ଧି କରାଯାଇଛି। ପୂର୍ବରୁ ମେ’ ୩୧ ସୁଦ୍ଧା ନାମଲେଖା ଶେଷ କରିବା ପାଇଁ ନିର୍ଦ୍ଦେଶ ରହିଥିଲା। କିନ୍ତୁ ବର୍ତ୍ତମାନର କରୋନା ସ୍ଥିତିକୁ ଦୃଷ୍ଟିରେ…
କଟକଣା ସତ୍ତ୍ୱେ ବଢୁଛି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୨।୫: ଭୁବନେଶ୍ୱରରେ କିଛି ଦିନ ହେଲା ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାରରୁ ଉର୍ଦ୍ଧ୍ୱରେ ରହୁଛି। ବୁଧବାର ରାଜଧାନୀରୁ ୧୨୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୧୬୩ ଓ ସ୍ଥାନୀୟ ଅଞ୍ଚଳରୁ ୧୧୩୧ ଆକ୍ରାନ୍ତ ରହିଛନ୍ତି। ଭୁବନେଶ୍ୱରରୁ ୮୦୩ ସୁସ୍ଥ ହୋଇଥିବା…
ଅଞ୍ଜନା ଗଣବଳାତ୍କାର ମାମଲାର ଚାର୍ଜସିଟ ଦାଖଲ କଲା ସିବିଆଇ
ଭୁବନେଶ୍ୱର,୧୨।୫: ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ସପ୍ଲିମେଣ୍ଟାରୀ ଚାର୍ଜସିଟ ବୁଧବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ ଦାଖଲ ହୋଇଛି। ତଦନ୍ତକାରୀ ଟିମ୍ ଏହି ଚାର୍ଜସିଟ ଦାଖଲ କରିଛି। ଚାର୍ଜସିଟରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ନାମ ରହିଛି। ଅଞ୍ଜନା ଗଣବଳାତ୍କାର…
ଭୟଭୀତ ହେଲେ ହ୍ରାସ ପାଇବ ରୋଗ ପ୍ରତିରୋଧକ ଶକ୍ତି
ଭୁବନେଶ୍ୱର,୧୨।୫: କରୋନା ଆକ୍ରାନ୍ତ ବ୍ୟକ୍ତି ଭୟଭୀତ ହୁଅନ୍ତୁ ନାହିଁ। ଶରୀରରେ ଭୟ ରହିଲେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଇଥାଏ। ଏଣୁ ଭୟଭୀତ ନ ହୋଇ ଡାକ୍ତରଙ୍କ ପରାମର୍ଶରେ ନିୟମିତ ଔଷଧ ଖାଇବା ଜରୁରୀ। ଏପରିକି ବିଭିନ୍ନ କାମରେ ନିଜକୁ ନିୟୋଜିତ…
ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଏପରିକି ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରାୟ ୧୦ ହଜାର ଉପରେ ରହୁଛି। ତେଣୁ କରୋନା ସ୍ଥିତି ଏବଂ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ରମନ୍ତ୍ରୀ…
କୋଭିଶିଲ୍ଡ ଟିକାର ଦ୍ୱିତୀୟ ଡୋଜ୍ ସମୟ ବଦଳିଲା, ଜାଣନ୍ତୁ କେତେଦିନ ବ୍ୟବଧାନରେ ନେବେ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ଦେଶରେ ଦ୍ବିତୀୟ ଡୋଜ୍ କୋଭିଶିଲ୍ଡ ଟିକା ପାଇଁ କୋ-ଓ୍ବିନ୍ ପୋର୍ଟାଲରେ ପରିବର୍ତ୍ତନ କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ପରିବର୍ତ୍ତନ କରାଯାଇଥିବା ରାଜ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ମହାମାତ୍ର ସୂଚନା ଦେଇଛନ୍ତି। ସୂଚନାନୁଯାୟୀ, କୋଭିଶିଲ୍ଡ ଟିକାର ଦ୍ୱିତୀୟ…
ପରିଚୟପତ୍ର ନ ଥିଲେ ବି ଟିକାକରଣରୁ କେହି ବଞ୍ଚିତ ହେବେ ନାହିଁ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ପରିଚୟ ପତ୍ର ନ ଥିଲେ ବି ଟିକାକରଣରୁ କେହି ବଞ୍ଚିତ ହେବେ ନାହିଁ। ସେଥିପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ପରିଚୟପତ୍ର ନ ଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ସେମାନଙ୍କୁ କିଭଳି ଟିକାକରଣ ପ୍ରକ୍ରିୟାରେ ସାମିଲ କରାଯାଇପାରିବ, ସେଥିଲାଗି ନିର୍ଦ୍ଦେଶ…
ବଦଳିଲେ ବିଏମ୍ସି କମିଶନର, କାହାକୁ ନୂଆ ନିଯୁକ୍ତି ମିଳିଛି ଜାଣନ୍ତୁ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କମିଶନର ବଦଳିଛନ୍ତି। ବିଏମ୍ସି କମିଶନର ଥିବା ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ବଦଳି କରି ଦିଆଯାଇଛି। ତାଙ୍କ ସ୍ଥାନରେ ସଞ୍ଜୟ କୁମାର ସିଂହଙ୍କୁ ବିଏମ୍ସି କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ସିଂହ ୧୯୯୭ ବ୍ୟାଚର ଆଇଏଏସ ଅଫିସର।…
ଆମ୍ବୁଲାନ୍ସ ଭଡ଼ା ଆକାଶଛୁଆଁ
ଭୁବନେଶ୍ୱର,୧୨ା୫(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଅଧିକ ରହିଛି। ସ୍ଥିତି ଏପରି ହୋଇଛି ରୋଗୀଙ୍କୁ ମେଡିକାଲ ନେବା ପାଇଁ ଆମ୍ବୁଲାନ୍ସର ଅଭାବ ପଡୁଛି। ଏହାର ସୁଯୋଗ ନେଇ ଏବେ ଘରୋଇ ଆମ୍ବୁଲାନ୍ସ ସେବା ପ୍ରଦାନକାରୀ ସଂସ୍ଥା ଲୋକଙ୍କୁ ଲୁଟୁଛନ୍ତି। ୧୦ କି.ମି. ପାଇଁ…
Archives


