ମେଟ୍ରୋ

ଦଶମ ବୋର୍ଡ ପରୀକ୍ଷା ବାତିଲ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ମାଟ୍ରିକ‌ ପରୀକ୍ଷା ନେଇ ରାଜ୍ୟ ସରକାର ବୁଧବାର ବଡ଼ ଘୋଷଣା କରିଛନ୍ତି। ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଶେଷରେ ବନ୍ଦ କରିବାକୁ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ସୂଚନା ଦେଇ ଗଣଶିକ୍ଷା…

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ବୁଧୁବାର ରାଜ୍ୟରେ ୪,୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୮୧୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୦୩୭ ଜଣ ଲୋକାଲ କେସ୍‌ ଥିବା…

ରାଜଧାନୀରେ ସ୍ଥିତି ସଙ୍ଗିନ: ସିଲ୍‌ ହେଲା ୩ ଘରୋଇ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜଧାନୀର ନୟାପଲ୍ଲୀ ଅଞ୍ଚଳରେ ଥିବା ଅଦ୍ୱିତୀୟ ଏକାଡେମୀ, କଳିଙ୍ଗ ଏକାଡେମୀ ଏବଂ ଖାରବେଳ ନଗରସ୍ଥିତ ଭାରତୀୟ ବିଦ୍ୟାଭବନକୁ ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସିଲ୍‌ କରାଯାଇଛି। କୋଭିଡ୍‌ ଗାଇଡ୍‌ ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ସବୁ…

ଔଷଧ ଡିପୋ, ହସ୍ପିଟାଲରେ ଚଢ଼ାଉ

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ, ୨୧।୪: କୋଭିଡ ମହାମାରୀ ସମୟରେ ଔଷଧ ଓ ଚିକିତ୍ସା ଉପକରଣ ବେଆଇନ ଭାବେ ଗଚ୍ଛିତ ଓ କଳାବଜାର ରୋକିବା ନେଇ ଗଠିତ ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଚଢାଉ ଆରମ୍ଭ ହୋଇଛି। ମଙ୍ଗଳବାର ଟୁଇନ୍‌ ସିଟି କଟକ ଓ…

ନିରାଡ଼ମ୍ବର ଭାବେ ପାଳନ ହେବ ରାମନବମୀ

ଭୁବନେଶ୍ୱର, ୨୧।୪ (ବ୍ୟୁରୋ): କରୋନା ଚେନ୍‌ରେ ବ୍ରେକ୍‌ ଲଗାଇବା ପାଇଁ ବୁଧବାର ଠାରୁ ବିଭିନ୍ନ ଧର୍ମାନୁଷ୍ଠାନକୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଏଭଳିସ୍ଥଳେ ବୁଧବାର ପବିତ୍ର ରାମନବମୀ ପଡୁଛି। ସର୍ବସାଧାରଣଙ୍କ ପାଇଁ ସମସ୍ତ ମନ୍ଦିର ଦ୍ୱାର ବନ୍ଦ…

ତାଳଚେର ଫର୍ଟିଲାଇଜର ୟୁରିଆ ପାଇଁ ସବ୍‌ସିଡି ନୀତି

ନୂଆଦିଲ୍ଲୀ/ଭୁବନେଶ୍ୱର, (ବ୍ୟୁରୋ)୨୧।୪:  ତାଳଚେର ସାର କାରଖାନା (ଟିଏଫ୍‌ଏଲ୍‌) ଦ୍ୱାରା କୋଇଲା ବାଷ୍ପୀକରଣ ବ୍ୟବସ୍ଥାରେ ଉତ୍ପାଦିତ ୟୁରିଆ ନିମନ୍ତେ ସ୍ବତନ୍ତ୍ର ସବ୍‌ସିଡି ନୀତି କାର୍ଯ୍ୟକାରୀ କରିବାକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ମଞ୍ଜୁରୀ ମିଳିଛି। କେନ୍ଦ୍ର ସାର ମନ୍ତ୍ରଣାଳୟ ଯେଉଁ ପ୍ରସ୍ତାବ ଉପସ୍ଥାପିତ କରିଥିଲା…

ହସ୍ପିିଟାଲ ପାଇଁ ଗାଇଡ୍‌ଲାଇନ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ସରକାରୀ ଓ ଘରୋଇ ହସ୍ପିଟାଲ ପାଇଁ ସରକାର ଗାଇଡ୍‌ଲାଇନ ଜାରି କରିଛନ୍ତି। ଏନେଇ ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ହସ୍ପିଟାଲଗୁଡ଼ିକରେ ଯେପରି ସଂକ୍ରମଣ ନ…

୨୨ରୁ ଏଲ୍‌ଏଲ୍‌, ଡିଏଲ୍‌ ଟେଷ୍ଟ ବାତିଲ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ପକ୍ଷରୁ ସମସ୍ତ ଲର୍ନର୍ସ ଲାଇସେନ୍ସ (ଏଲ୍‌ଏଲ୍‌) ଓ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ଟେଷ୍ଟକୁ ବାତିଲ କରିଦିଆଯାଇଛି। ଆସନ୍ତା ୨୨ତାରିଖଠାରୁ ପରବର୍ତ୍ତୀ…

‘୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ’ : ଆଉ ୧ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଆସିଲା

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଆସନ୍ତା ମେ’ ୧ ତାରିଖରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟିକାକରଣ କରାଯିବ ବୋଲି ସୋମବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ୧୮ ବର୍ଷ ବୟସରୁ ଅଧିକ ବ୍ୟକ୍ତିଙ୍କୁ ଟିକାକରଣ ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି…

ଓଏସ୍‌ଏସ୍‌ସି ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ଲକ୍ଷ୍ୟରେ ରଖି ଓଡ଼ିିଶା ଷ୍ଟାଫ୍‌ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି) ଦ୍ୱାରା ଆଗାମୀ ଦିନରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଲାଇବ୍ରେରିଆନ ଆଣ୍ଟ ଆସିଷ୍ଟାଣ୍ଟ ଲାଇବ୍ରେରିଆନ-୨୦୧୭ ପଦବୀ ପାଇଁ ୨୦।୪।୨୦୨୧ରେ ହେବାକୁ ଥିବା କମ୍ପ୍ୟୁଟର…

ଘୁଞ୍ଚିଲା ମେଡିକାଲ ଅଫିସର ପରୀକ୍ଷା

ଭୁବନେଶ୍ୱର, ୨୧।୪(ବ୍ୟୁରୋ): କରୋନା ସ୍ଥିତିକୁ ଦେଖି ରାଜ୍ୟ ସରକାର ଶନିବାର ଓ ରବିବାର ସମସ୍ତ ସହରାଞ୍ଚଳରେ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହା ଆସନ୍ତା ୨୪ତାରିଖରୁ ଲାଗୁ ହେବ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ମେଡିକାଲ ଅଫିସର ପରୀକ୍ଷାକୁ ଘୁଞ୍ଚାଇ…

ଏନ୍‌ଇଟି ସ୍ଥଗିତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ୨୦୨୦ ଡିସେମ୍ବର ପର୍ଯ୍ୟାୟ ୟୁଜିସି ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି) ପରୀକ୍ଷାକୁ ସ୍ଥଗିତ ରଖିଛି। ଆସନ୍ତା ମେ’ ମାସରେ ହେବାକୁ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri