ମେଟ୍ରୋ

ଡାକ୍ତର ପ୍ରେମାନନ୍ଦଙ୍କୁ ‘ଗୋଲ୍ଡେନ୍‌ ଏମ୍‌ ଆଓ୍ବାର୍ଡ’

ଭୁବନେଶ୍ୱର, ୧୨। ୭ (ବ୍ୟୁରୋ):ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ବରିଷ୍ଠ ପେଟ ରୋଗ ଓ ଲାପାରୋସ୍କୋପି ସର୍ଜନ ଡା. ପ୍ରେମାନନ୍ଦ ପଟ୍ଟନାୟକଙ୍କୁ ଅନ୍ତର୍ଜାତୀୟ ସଂସ୍ଥା ବିଜ୍‌ନେସ୍‌ ସଲ୍ୟୁଶନ ପକ୍ଷରୁ ‘ଗୋଲ୍ଡେନ୍‌ ଏମ୍‌ ଆଓ୍ବାର୍ଡ’ ମିିଳିଛି। ଭର୍ଚୁଆଲରେ ଆୟୋଜିତ ଏକ ସ୍ବତନ୍ତ୍ର…

ରାଜଧାନୀରେ ଗଡ଼ିବନି ରଥ, ଇସ୍କନ୍‌ରେ ଭିନ୍ନ ବ୍ୟବସ୍ଥା

ଭୁବନେଶ୍ୱର, ୧୨। ୭ (ବ୍ୟୁରୋ):ଆଜି ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା। କୋଟି ଓଡ଼ିଆଙ୍କ ପ୍ରାଣର ଦେବତା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସବୁଠାରୁ ବଡ଼ ପର୍ବ। ପ୍ରତିବର୍ଷ ଏହି ତିଥିରେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ମାତ୍ର କରୋନା ମହାମାରୀ ପାଇଁ…

କାର୍ଯ୍ୟାନୁଷ୍ଠାନ ପାଇଁ ଓଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨।୭(ବ୍ୟୁରୋ):କଳାହାଣ୍ଡି ଜିଲା କୋକସରା ବ୍ଲକ ସାହାଜଖୋଲ ଜଙ୍ଗଲର ଗୋତାମୁଣ୍ଡାଠାରେ ବସବାସ କରୁଥିବା ଆଦିବାସୀଙ୍କ ଉପରେ ଜୁନ୍‌ ୩୦ରେ ଆକ୍ରମଣ ହୋଇଥିଲା। ଦୀର୍ଘ ୨୦ବର୍ଷରୁ ଅଧିକ ଦିନ ଧରି ସେଠାରେ ରହିଆସୁଥିବା ଏହି ଆଦିବାସୀଙ୍କୁ କେତେଜଣ ଦୁର୍ବୃତ୍ତ ସଂଘବଦ୍ଧ ଆକ୍ରମଣ କରିବା ସହ…

ବିଜେଡି ରାଜ୍ୟ କାର୍ଯ୍ୟାଳୟ ରୂପ ବଦଳିବ

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରାୟ ଏକ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପ୍ରଥମ ଥର ଲାଗି ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବେ। ବିଜେଡି ରାଜ୍ୟ କାର୍ଯ୍ୟାଳୟକୁ ନୂଆ ରୂପ ଦେବାଲାଗି ଦଳ ପକ୍ଷରୁ ନିଷ୍ପତ୍ତି ହୋଇଛି। ସେହି ଅନୁଯାଯୀ…

ଓଡ଼ିଶାକୁ ମିଳିଲା ୩୩୨୩ କୋଟି

ଭୁବନେଶ୍ୱର, ୧୨/୭(ବ୍ୟୁରୋ):କେନ୍ଦ୍ର ସରକାର ଜଳ ଜୀବନ ମିଶନ ଜରିଆରେ ଓଡ଼ିଶାକୁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୩୩୨୩.୪୨ କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଇଛନ୍ତି। ୨୦୨୦-୨୧ରେ ଏହି ଅନୁଦାନ ୮୧୨.୧୫ କୋଟି ଟଙ୍କା ଥିଲା। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ରାଜେନ୍ଦ୍ର ସିଂ…

ଶ୍ରୀ ଶଙ୍କର କର୍କଟ ହସ୍ପିଟାଲର ଆଜି ଶୁଭ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨/୭(ବ୍ୟୁରୋ): ଭୁବନେଶ୍ୱରରେ ଶ୍ରୀ ଶଙ୍କର କ୍ୟାନ୍‌ସର ହସ୍ପିଟାଲ ନିର୍ମାଣ ହେବ। ଏହି ହସ୍ପିଟାଲ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିଲାଗି ରାଜ୍ୟ ସରକାର ଇନ୍‌ଫୋସିଟି-୨ ନିକଟରେ ୨୦ ଏକର ଜମି…

ଆଜି ୫ ଜିଲାରେ ବର୍ଷିବ

ଭୁବନେଶ୍ୱର, ୧୨।୭(ବ୍ୟୁରୋ):ରାଜ୍ୟରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସୋମବାର ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ…

କାଳିଆ ଅପେକ୍ଷାରେ ନନ୍ଦିଘୋଷ

ପୁରୀ ଅଫିସ, ୧୧।୭: ରଥ, ପଥ, ସେବାୟତ ସମସ୍ତେ ପ୍ରସ୍ତୁତ। ସୋମବାର ରଥଯାତ୍ରା। ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ଏଥର କୋଭିଡ୍‌ କଟକଣା ଦୃଷ୍ଟିରୁ ବିନା ଭକ୍ତରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ହେଉଥିବା ବେଳେ ସେବାୟତମାନେ ରଥ ଟାଣିବେ। ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦି ଛାଡ଼ି…

ରଥ ନେଲା ଦକ୍ଷିଣମୋଡ଼

ପୁରୀ ଅଫିସ,୧୧।୭: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୩ ରଥର ଦକ୍ଷିଣମୋଡ଼ କରି ସିଂହଦ୍ୱାରକୁ ନିଆଯାଇଛି। ସେବାୟତମାନେ ରଥଟାଣି ସିଂହଦ୍ୱାରରେ ପହଞ୍ଚାଇଛନ୍ତି। ଘଣ୍ଟଘଣ୍ଟା, ଛତା ଓ ତୁରୀ ମଧ୍ୟରେ ମହାପ୍ରଭୁଙ୍କଠାରୁ ଆଜ୍ଞା ମାଳ ଆସିବା ପରେ ରଥର ଦକ୍ଷିଣ ମୋଡ଼ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।…

ଖରିଫ ଧାନ ସଂଗ୍ରହ: ୧୫ରୁ ଚାଷୀ ପଞ୍ଜୀକରଣ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଚଳିତ ଖରିଫରେ ଧାନ ସଂଗ୍ରହ ନିମନ୍ତେ ଅନ୍‌ଲାଇନ ମାଧ୍ୟମରେ ଚାଷୀମାନଙ୍କର ନାମ ପଞ୍ଜୀକରଣ ଜୁଲାଇ ୧୫ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୧୬ ପର୍ଯ୍ୟନ୍ତ ଚାଲିବ । ଖରିଫ ଧାନ ବିକ୍ରି ନିମନ୍ତେ ଇଚ୍ଛୁକ ଚାଷୀଙ୍କୁ ସାନି ନାମ ପଞ୍ଜୀକରଣ…

ବ୍ଲାକ୍‌ ସ୍ବାନ୍‌ ଅଡିଶନ: ଓଡ଼ିଶା ପାଇଁ ଗୌରବ ଆଣିଲେ ଓଡ଼ିଶାର ଶ୍ରେୟା

ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଝିଅ ଶ୍ରେୟା ଲେଙ୍କା। ଝାରସୁଗୁଡ଼ାର ୧୭ ବର୍ଷୀୟା ଶ୍ରେୟା ଦକ୍ଷିଣ କୋରିଆରେ ଥିବା କେ-ପପ୍‌ ଗର୍ଲ ଗ୍ରୁପ୍‌ ‘ବ୍ଲାକ୍‌ ସ୍ବାନ୍‌’ରେ ସାମିଲ ହେବା ପାଇଁ ୨୩ଜଣ ଫାଇନାଲିଷ୍ଟଙ୍କ…

ଜୟଦେବ ବିହାର-ନନ୍ଦନକାନନ ବିକଳ୍ପ ରାସ୍ତା ନିର୍ମାଣ: ୩ ମାସରେ ସାରିବାକୁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଭୁବନେଶ୍ୱର ସହରରେ ଜନସଂଖ୍ୟା ବଢୁଥିବାରୁ ଟ୍ରାଫିକ୍‌ ସମସ୍ୟା ଦିନକୁ ଦିନ ଅସମ୍ଭାଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ସ୍ଥାନରେ ସମାନ୍ତରାଳ ରାସ୍ତା ନିର୍ମାଣ କରାଯାଉଛି। ଜୟଦେବବିହାରରୁ ନନ୍ଦନକାନନ ମଧ୍ୟରେ ଟ୍ରାଫିକ୍‌ ସମସ୍ୟା ବଢୁଥିବାରୁ ଆଉ ଏକ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?