ମେଟ୍ରୋ

ରାଜଧାନୀର ପଟିଆ, ଖଣ୍ଡଗିରିରେ କରୋନା ବେଲଗାମ୍‌: ଲଗାତାର ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ…

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ରେକର୍ଡ ସଂଖ୍ୟା ଛୁଉଁଛି। ମଙ୍ଗଳବାର ବିଏମ୍‌ସି ଅଞ୍ଚଳରେ ୫୮୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୧୧ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪୭୦ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ…

ପୁଣି ଫେରିପାରନ୍ତି ପ୍ରବାସୀ, ଲଢ଼ିବା ପାଇଁ ପ୍ରସ୍ତୁତ ହୁଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ପୁଣି ଘରମୁହାଁ ପ୍ରବାସୀ। କରୋନାର ଦ୍ୱିତୀୟ ଲହରର ବିସ୍ଫୋରକ ସ୍ଥିତି ଉପୁଜିବା ପରେ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌ କରାଯାଉଛି। ହେଲେ ଏଥିରେ ଭୟଭୀତ ହୋଇ ପ୍ରବାସୀମାନେ ଘରକୁ ଫେରିବାକୁ ଚେଷ୍ଟା କରୁଥିବା ଖବର ଆସୁଛି। ଓଡ଼ିଶାକୁ ମଧ୍ୟ ବାହାର ରାଜ୍ୟରେ…

ହସ୍ପିଟାଲ ପାଇଁ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିସ୍ଫୋରକ ରୂପ ନେଉଛି କରୋନାର ଦ୍ୱିତୀୟ ଲହର। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ନେଇ ହସ୍ପିଟାଲଗୁଡ଼ିକ ପାଇଁ ମଙ୍ଗଳବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ମେଡିକାଲ ଯେଭଳି ହଟ୍‌ସ୍ପଟ୍‌ ନ ପାଲଟିଯିବ, ସେଥିପାଇଁ ଦୃଷ୍ଟି ଦେବାକୁ ସରକାରଙ୍କ ପକ୍ଷରୁ କଡ଼ା…

ବିଏମ୍‌ସିର ବଡ଼ ଘୋଷଣା: ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଚିନ୍ତା ବଢ଼ାଉଛି ରାଜଧାନୀ ଭୁବନେଶ୍ୱର। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ବିଏମ୍‌ସି ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବିଏମସି ଅଞ୍ଚଳରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନକୁ ବିଏମ୍‌ସି…

ତାତିଲେ ୧୦ ଶ୍ରେଣୀ ଛାତ୍ରୀଛାତ୍ର: ନବୀନ ନିବାସ ଆଗରେ ପରୀକ୍ଷା ବାତିଲ ଦାବି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦଶମ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। ତେବେ ଏନେଇ ମଙ୍ଗଳବାର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ନବୀନ ନିବାସ ଆଗରେ ପ୍ରତିବାଦ କରିଛନ୍ତି।…

ରାଜ୍ୟରେ କରୋନା ନେଲା ୫ ମୁଣ୍ଡ, କେବଳ ଏହି ଜିଲାରୁ ଅଛନ୍ତି ୩ ଜଣ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୫୩କୁ ବୃଦ୍ଧି ପାଇଛି। ଏହି ୫ ମୃତକଙ୍କ…

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ୫ ହଜାର ମୁହାଁ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା, କେବଳ ଖୋର୍ଦ୍ଧାରୁ …

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୪,୭୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୭୬ ଜଣ ଲୋକାଲ କେସ୍‌ ଥିବା…

ମହୁଲ ଗୋଟାଉଛନ୍ତି ରୌପ୍ୟ ବିଜେତା ତୀରନ୍ଦାଜ

ଏମ୍‌ଭି ୭୯,୧୯ା୪(ଡି.ଏନ.ଏ.): ଦିନେ ଜାତୀୟ ସ୍ତରର କ୍ରୀଡ଼ା ପ୍ରତିଯୋଗିତାରେ ତୀରନ୍ଦାଜୀରେ ଦେଶ ତଥା ରାଜ୍ୟ ପାଇଁ ରୌପ୍ୟ ପଦକ ଜିତି ସେ ଆଣିଥିଲେ ଗୌରବ। ଆଗକୁ ବଢ଼ିବାର ସ୍ବପ୍ନ ଓ ଲକ୍ଷ୍ୟ ଥିଲେ ମଧ୍ୟ ଅଭାବ ଓ ଦାରିଦ୍ର୍ୟ ତାଙ୍କ ପାଇଁ…

୧୪ବର୍ଷରୁ ବଳାତ୍କାର, ଏବେ ୩ କନ୍ୟା ସନ୍ତାନର ମା’

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବୟସ ଯେତେବେଳେ ୧୪ ହୋଇଥିଲା ସେବେଠାରୁ ବଳାତ୍କାରର ଶିକାର ହୋଇ ଆସୁଛନ୍ତି ଜଣେ ଯୁବତୀ। ୧୫ବର୍ଷ ଧରି ସମ୍ପର୍କୀୟ ମାମୁଙ୍କ ବଳତ୍କାର ଯୋଗୁ ଏବେ ସେ ୩ କନ୍ୟା ସନ୍ତାନର ମା’। ଏହା କୌଣସି ଆଦିବାସୀ ଇଲାକାର ଘଟଣା…

ଓଡ଼ିଶାରେ କାମ କରିବାକୁ ଦକ୍ଷିଣ କୋରିଆ କମ୍ପାନୀ ଆଗ୍ରହ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଦକ୍ଷିଣ କୋରିଆ ଓ ଓଡ଼ିଶା ମଧ୍ୟରେ ଦ୍ବି-ପାକ୍ଷିକ ବାଣିଜ୍ୟ ସୁଯୋଗ ସୃଷ୍ଟି ଉପରେ ରାଜ୍ୟ ସରକାରଙ୍କ ସହିତ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସ ଏକ ଗୋଲଟେବୁଲ ବୈଠକର ଆୟୋଜନ କରିଛି ା ବୈଠକରେ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର…

ପରିବା ବିକାଳିଙ୍କୁ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ର ମାଡ଼

ବଲାଙ୍ଗୀର ଅଫିସ,୨୦।୪: କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ସହରରେ ଭିଡ଼ ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିଯୋଗୁ ସୋମବାର ବଲାଙ୍ଗୀର ମ୍ୟୁନିସିପାଲିଟି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ ରାସ୍ତାକଡ଼ ପରିବା ବିକାଳିଙ୍କୁ ସ୍ଥାନାନ୍ତର କରିବାବେଳେ ଅଭାବନୀୟ ଘଟଣ ଘଟିଛି। ମ୍ୟୁନିସିପାଲିଟି ଅଧିକାରୀଙ୍କ ମାଡରେ ଜଣେ…

ପିପିଲି ଉପନିର୍ବାଚନ: ରାଲି, ସଭାସମିତି କରିବନି ବିଜେଡି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ(ବିଜେଡି) ଆସନ୍ତା ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ଶୋଭାଯାତ୍ରା ଓ ସଭାସମିତି ନ କରିବାକୁ ନିଷ୍ପତ୍ତି ନେଇଛି। ସୋମବାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri