ମେଟ୍ରୋ

‘ଖୁସି’ରେ ଖୁସି

ଭୁବନେଶ୍ୱର, ୧୯ା୪:ଟିକସଦାତାଙ୍କ ପଇସା ଲୁଟିବା ଘରୋଇ ସଂସ୍ଥାଙ୍କ ପାଇଁ ଓଡ଼ିଶା ଏକ ସହଜ ଲକ୍ଷ୍ୟସ୍ଥଳ ହୋଇଛି। କେତେଜଣ ସରକାରୀ ବାବୁଙ୍କୁ ହାତକରି ଘରୋଇ କମ୍ପାନୀ ରାଜକୋଷକୁ ଲୁଟି ଚାଲିଛନ୍ତି। ସେହି ଅର୍ଥରୁ ଅଧିକାଂଶ ଭାଗ ବାବୁମାନଙ୍କ ପକେଟକୁ ଚାଲିଯାଉଛି। ବାଳିକାମାନଙ୍କ ଉତ୍ତମ…

ଝାରପଡ଼ା ସ୍ବତନ୍ତ୍ର ଜେଲକୁ ଆଇଏସ୍‌ଓ ସାର୍ଟିଫିକେଟ୍‌

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ଝାରପଡା ସ୍ପେଶାଲ ଜେଲକୁ ଆଇଏସ୍‌ଓ (ଇଣ୍ଟରନ୍ୟାଶନାଲ ଅର୍ଗାନାଇଜେଶନ ଫର୍‌ ଷ୍ଟାଣ୍ଡାର୍ଡାଇଜେଶନ) ୯୦୦୧:୨୦୧୫ ସାର୍ଟିଫିକେଟ୍‌ ମିଳିଛି। ରାଜ୍ୟର ପ୍ରଥମ ଜେଲଭାବେ ବିକ୍ୟୁସି ଆସେସମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ବର୍ଷକ ପାଇଁ ଏହି ମାନ୍ୟତା ଦିଆଯାଇଛି। କ୍ୱାଲିଟି ମ୍ୟାନେଜମେଣ୍ଟ ସହ ଜେଲରେ…

ବଜ୍ରକାପ୍ତା ଚାଲାଣବେଳେ ଧରାପଡ଼ିଲା, ୩୫ ଲକ୍ଷ ଟଙ୍କାରେ ବିକ୍ରି ହୋଇଥାନ୍ତା

ଭୁବନେଶ୍ୱର (ବ୍ୟୁରୋ), ବଡ଼ମ୍ବା (ଡି.ଏନ୍‌.ଏ.), ୧୮ା୪: ରାଜ୍ୟରେ ବେଧଡ଼କ ଚାଲିଛି ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ। ଶୁକ୍ରବାର ଆଉଏକ ବଜ୍ରକାପ୍ତା ଚୋରା ଚାଲାଣ ର଼୍ୟାକେଟକୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଧରିଛି। ର଼୍ୟାକେଟରେ ସମ୍ପୃକ୍ତ ଜଣେ ଚାଲାଣକାରୀଙ୍କୁ ଗିରଫ…

ମାସ୍କ ନ ପିନ୍ଧି ଡ୍ୟୁଟି କରୁଥିଲେ ଖାକିଧାରୀ: ପଚାରିବାରୁ ନାଲିଆଖି, ମାଡ଼ ମାରି ଥାନାକୁ ଟେକିନେଲେ

ଭୁବନେଶ୍ୱର,୧୮।୪(ବ୍ୟୁରୋ): କରୋନା ନିୟମ ଉଲ୍ଲଂଘନ କରୁଥିବା ପୋଲିସ ବାବୁଙ୍କ ଫଟୋ ଉଠାଇବା ଦୁଇ ଛାତ୍ରଙ୍କ ପାଇଁ ମହଙ୍ଗା ପଡିଛି। ଖାକି ପାହାର ଖାଇବା ସହ ଥାନା ହାଜତରେ ସମୟ ବିତିଛି। ମଞ୍ଚେଶ୍ୱର ଥାନା ପୋଲିସର ଏପରି ବର୍ବରତା ଖାକି ପୋଷାକରେ କଳଙ୍କର…

ରାଜ୍ୟରେ କରୋନା ନେଲା ୨ ମୁଣ୍ଡ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୪୪କୁ ବୃଦ୍ଧି ହୋଇଛି। ମୃତକ ଦ୍ୱୟ ବରଗଡ଼…

କୁମ୍ଭମେଳା ଫେରନ୍ତାଙ୍କ ପାଇଁ ଆର୍‌ଟି-ପିସିଆର୍‌ ବାଧ୍ୟତାମୂଳକ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶାରେ କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର କେତେକ କଡ଼ା ସତର୍କତା ଅବଲମ୍ବନ କରୁଛନ୍ତି। ଏହି କ୍ରମରେ ଉତ୍ତରାଖଣ୍ଡ ସରକାରଙ୍କ ଦ୍ୱାରା ପଞ୍ଜୀକୃତ ହୋଇଥିବା ତଥା କୁମ୍ଭମେଳାରୁ ଓଡ଼ିଶା ଫେରୁଥିବା ଲୋକଙ୍କୁ ଆର୍‌ଟି-ପିସିଆର ରିପୋର୍ଟ ଦେଖାଇବାକୁ ବାଧ୍ୟତାମୂଳକ କରାଯାଇଛି।…

୩ ହଟ୍‌ସ୍ପଟ୍‌ ଜିଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଟିକା ନ ଥିବାରୁ ସୀମାନ୍ତ ୩ ହଟ୍‌ସ୍ପଟ୍‌ ଜିଲା ଝାରସୁଗୁଡ଼ା, ନୂଆପଡ଼ା ଓ କୋରାପୁଟରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି ବୋଲି ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି,…

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ୪ ହଜାର ମୁହାଁହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା, କେବଳ ଖୋର୍ଦ୍ଧାରୁ …

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ରବିବାର ରାଜ୍ୟରେ ୩,୬୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୩୭ ଜଣ ଲୋକାଲ କେସ୍‌ ଥିବା…

ସାନି ନିର୍ବାଚନ ତାରିଖ ଘୋଷଣା: ମେ’ ୧୩ରେ ପିପିଲି ଉପନିର୍ବାଚନ

ଭୁବନେଶ୍ବର,୧୭।୪: ପିପିଲି ଉପନିର୍ବାଚନ ପାଇଁ ସାନି ନିର୍ବାଚନ ତାରିଖ ଘୋଷଣା ହୋଇଛି। ଆସନ୍ତା ମେ ୧୩ ତାରିଖରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ୧୬ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ…

ଆଜି ରାଜଧାନୀରୁ ୪୫୧ ପଜିଟିଭ୍‌ ଚିହ୍ନଟ, ବଢ଼ି ଚାଲିଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୪୫୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୧୭ ଜଣ…

ଖୋଲା ବଜାରରେ କରୋନା ଟିକା ମିଳୁ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଖୋଲା ବଜାରରେ କରୋନା ଟିକା ମିଳୁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୋଲା ବଜାରରେ ଟିକା ମିଳିଲେ ସାଧାରଣ ବର୍ଗର ଲୋକେ ଏହାକୁ କିଣିବା ପାଇଁ ସମର୍ଥ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…

ଚେତାଇଲେ ପୋଲିସ କମିଶନର: କାମ ନ ଥାଇ କର୍ଫ୍ୟୁ ବେଳେ ଘରୁ ବାହାରିଲେ…

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପଶ୍ଚିମ ଓଡ଼ିଶାର ୧୦ ଜିଲା ସମେତ ଅନ୍ୟ ୨୦ ଜିଲାର ସହରାଞ୍ଚଳରେ ନାଇଟ୍‌ କର୍ଫ୍ୟୁ ଜାରି କରିଛନ୍ତି। ଶନିବାର ରାତି ୯ଟାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri