ମେଟ୍ରୋ

କଟକଣା କୋହଳ ହେବାରୁ ଲୋକେ ଏନଜୟ କଲେଣି

ଭୁବନେଶ୍ୱର,୭।୭(ବ୍ୟୁରୋ): ଭ୍ୟାକ୍ସିନ ନେଇଥିବା ବ୍ୟକ୍ତିଙ୍କ ଇନ୍‌ଫେକ୍ସନ ରେଟ ୦.୧୩ ପ୍ରତିଶତ ରହିଥିବା ବେଳେ ଏ ନେଇ ମଲ୍ଟିପୁଲ ଷ୍ଟଡି କରାଯାଉଛି । ଏହାସହ ଗର୍ଭବତୀ ମହିଳାଙ୍କ ଟିକାକରଣ ପାଇଁ ନିର୍ଦ୍ଦିଷ୍ଟ ଏସ୍‌ଓପି ଅଛି । ଛୁଆଙ୍କ ଉପରେ ଏହାର ପ୍ରଭାବ ପଡ଼ିପାରେ।…

ରାଜ୍ୟରେ ପୁଣି ଟିକା ଅଭାବ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ପିଛା ଛାଡ଼ୁନି ଟିକା ସମସ୍ୟା। ଲଗାତର ଭାବେ ଟିକାର ଅଭାବ ଦେଖିବାକୁ ମିଳୁଛି। କେନ୍ଦ୍ର ଯୋଗାଉଥିବା ଟିକା କିଛିଦିନ ଯିବା ପରେ ପୁଣି ଯଥା ପୂର୍ବଂ ତଥା ପରମ୍‌ ସ୍ଥିତି। ଟିକା ଅଭାବ ଯୋଗୁ ସବୁ କେନ୍ଦ୍ରରେ ଟିକାକରଣ…

‘ପ୍ରେମ ମୋତେ ବରବାଦ କଲା’

ଭୁବନେଶ୍ୱର,୭।୭(ବ୍ୟୁରୋ): ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ହାଉସିଂ ବୋର୍ଡ କଲୋନୀ ଫେଜ୍‌-୧ ପ୍ଲଟ୍‌ ନଂ. ଏ/ଏଲ୍‌-୧ରେ ଭଡ଼ାରେ ରହୁଥିବା ଜଣେ ମହିଳାଙ୍କୁ ସୋମବାର ତଣ୍ଟିକାଟି ହତ୍ୟା କରାଯିବା ଘଟଣା ଉପରେ ପରଦା ଧୀରେ ଧୀରେ ହଟିବାରେ ଲାଗିଛି। ପ୍ରେମରେ ବିଫଳ…

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୫୯ ଜୀବନ

ଭୁବନେଶ୍ୱର,୭/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୫୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୩୫୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ…

ରାଜ୍ୟରେ ୨,୬୦୨ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୨,୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍‌ ଥିବାବେଳେ ଆଜି ପୁଣି ହଠାତ୍‌ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ…

ବର୍ଷାରେ କଟକ ଜଳମଗ୍ନ

କଟକ ଅଫିସ, ୭ା୭:ମଙ୍ଗଳବାର ସନ୍ଧ୍ୟାରେ ପ୍ରବଳ ବର୍ଷାଯୋଗୁ କଟକର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ବର୍ଷା ପୂର୍ବରୁ ସହରରେ ନାଳରୁ ପଙ୍କୋଦ୍ଧାର କାର୍ଯ୍ୟ ଶେଷ ହୋଇ ନ ଥିବାରୁ ଏଭଳି ଜଳବନ୍ଦୀ ସ୍ଥିତି ଉପୁଜିଥିଲା। ବିଶେଷକରି ସହରର ମୁଖ୍ୟ ରାସ୍ତାରେ ବର୍ଷାପାଣି…

ଆଇଫୋନ୍‌ ଧରି ଚମ୍ପଟ ମାରିଲେ ଯୁବତୀ

ଭୁବନେଶ୍ୱର,୭।୭(ବ୍ୟୁରୋ):ରାଜଧାନୀର ଏକ ମୋବାଇଲ ଦୋକାନରୁ ମଙ୍ଗଳବାର ଜଣେ ଯୁବତୀ ଆଇଫୋନ୍‌ କିଣିବା ପରେ ଟଙ୍କା ନ ଦେଇ ଚମ୍ପଟ ମାରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସିସିଟିଭି ଫୁଟେଜକୁ ଆଧାର କରି ଦୋକାନୀ ଜଣକ ଶହୀଦନଗର ଥାନାରେ ଅଭିଯୋଗ କରିବା ପରେ…

୨୫ ହଜାର ବର୍ଗଫୁଟରୁ କମ୍‌ ଶପିଂ ମଲ୍‌ ଖୋଲିବ

ଭୁବନେଶ୍ୱର, ୭।୭(ବ୍ୟୁରୋ):ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଅନେକ କଟକଣାକୁ କୋହଳ କରାଯାଇଛି। ଏହି ପରିପ୍ରେକ୍ଷୀରେ ୫%ରୁ ଅଧିକ ସଂକ୍ରମଣ ଥିବା ୧୦ଟି ଜିଲାରେ ପ୍ରାୟ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଥିଲେ ସୁଦ୍ଧା ମଲ୍‌ ଖୋଲିବାକୁ ଅନୁମତି ମିଳିନାହିଁ। ଏହାକୁ…

୨ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୭ା୭(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୨ଟି ପୁସ୍ତକ ‘ଆଜିର ଦିନ ମୋର’ ଏବଂ ‘ଉର୍ବଶୀର ଗଁା’ ଉନ୍ମୋଚନ କରିଛନ୍ତି। ପ୍ରଥମ ପୁସ୍ତକ ‘ଆଜିର ଦିନ ମୋର’ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ…

ଜେଇଇ ମେନ୍‌: ୨୦ରୁ ତୃତୀୟ, ୨୭ରୁ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା

ଭୁବନେଶ୍ୱର, ୭।୭(ବ୍ୟୁରୋ):ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ)ଦ୍ୱାରା ପରିଚାଳିତ ଜେଇଇ ମେନ୍‌ର ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ତାରିଖ ଘୋଷଣା ହୋଇଛି। ଏପ୍ରିଲ୍‌ ଓ ମେ’ ମାସରେ ସ୍ଥଗିତ ହୋଇଥିବା ଏହି ପରୀକ୍ଷା ଜୁଲାଇ ଓ ଅଗଷ୍ଟରେ ଅନୁଷ୍ଠିତ ହେବ। ଏ…

ଆନ୍ଧ୍ର ଅନୁରୋଧକୁ ଓଡ଼ିଶାର ଅଗ୍ରାହ୍ୟ

ଭୁବନେଶ୍ୱର,୭ା୭(ବ୍ୟୁରୋ):ବଂଶଧାରା ଜଳ ବିବାଦ ଟ୍ରିବ୍ୟୁନାଲଙ୍କ ବିବାଦୀୟ ରାୟ ବିରୋଧରେ ଓଡ଼ିଶା ସରକାର ସୁପ୍ରିମକୋର୍ଟ ଯାଇଛନ୍ତି। ଏହି ମାମଲା ସର୍ବୋଚ୍ଚ ଅଦାଲତରେ ବିଚାରାଧୀନ ଅଛି। ସୁପ୍ରିମକୋର୍ଟ ଚୂଡ଼ାନ୍ତ ରାୟ ପ୍ରଦାନ ନ କରିବା ଯାଏ ବଂଶଧାରା ଜଳ ବିବାଦ ଟ୍ରିବ୍ୟୁନାଲଙ୍କ ଦ୍ୱାରା ପ୍ରଦତ୍ତ…

୫ ବୃହତ୍‌ ଇସ୍ପାତ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୭ା୭(ବ୍ୟୁରୋ):ରାଜ୍ୟରେ ୫ଟି ବୃହତ୍‌ ଇସ୍ପାତ ଶିଳ୍ପ ପ୍ରକଳ୍ପ ପ୍ରତିଷ୍ଠା ହେବ। ଏଥିରେ ୧ ଲକ୍ଷ ୪୬ ହଜାର ୧୭୨ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ରାଜ୍ୟରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୨୫,୯୫୯ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?