ମେଟ୍ରୋ

ରାଜ୍ୟରୁ ପୁଣି ୫୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନିା। ମଙ୍ଗଳବାର କରୋନା ଆଉ ୫୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୨୯୯କୁ ବୃଦ୍ଧି ପାଇଛି। ଏହି ୫୧ ମୃତକଙ୍କ…

ରାଜ୍ୟରେ ୩ ହଜାର ତଳେ ଦୈନିକ କରୋନା ସଂକ୍ରମଣସଂଖ୍ୟା

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୪୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୨୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୫୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

‘ମୁକ୍ତା’ କାର୍ଯ୍ୟକାରିତାରେ ଅବହେଳା: କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର, ୬।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଫ୍ଲାଗ୍‌ଶିପ୍‌ ଯୋଜନା ‘ମୁକ୍ତା’ କାର୍ଯ୍ୟକାରିତାରେ ଅନିୟମିତତା କରିବାରୁ ପୁରୀ ଜିଲା ନିମାପଡ଼ା ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଶଶିଭୂଷଣ ମିଶ୍ରଙ୍କୁ ରାଜ୍ୟ ସରକାର ସୋମବାର ନିଲମ୍ବିତ କରିଛନ୍ତି। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏ…

ଲୋକଙ୍କୁ କେତେ ଶୋଷିବେ କେନ୍ଦ୍ର ସରକାର: ନିରଞ୍ଜନ

ଭୁବନେଶ୍ୱର,୬।୭(ବ୍ୟୁରୋ): କରୋନା ଏବଂ ତଜ୍ଜନିତ ତାଲାବନ୍ଦ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ସାରିଲାଣି। ଆର୍ଥିକ ଅନଟନ ଲୋକଙ୍କୁ ମହାମାରୀଠୁ ଅଧିକ କଷ୍ଟ ଦେଲାଣି। ଏହି ସମୟରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ୍‌ର ବାରମ୍ବାର ଦରବୃଦ୍ଧି ଲୋକଙ୍କ ପାଇଁ ବେଡ଼ି ଉପରେ…

ଆରମ୍ଭ ହେଲା ଭାଜପା, ବିଜେଡି ପକ୍କାଘର ଲଢ଼େଇ

ଭୁବନେଶ୍ୱର, ୬।୭(ବ୍ୟୁରୋ): ୨୦୨୨ ସୁଦ୍ଧା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସମସ୍ତ ଗରିବ ଲୋକଙ୍କୁ ପକ୍କାଘର ଯୋଗାଇଦେବା ଲକ୍ଷ୍ୟନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାର୍ଯ୍ୟ କରୁଛନ୍ତି। କିନ୍ତୁ ରାଜ୍ୟ ସରକାର ଏଠି ପାତରଅନ୍ତର ନୀତି ଆପଣାଇ କେବଳ ଦଳୀୟ କର୍ମୀଙ୍କୁ ପକ୍କାଘର ଯୋଗାଇ…

ଚଳିତବର୍ଷ ଦେଢ଼ଲକ୍ଷ ହେକ୍ଟର ବନୀକରଣ

ଭୁବନେଶ୍ୱର, ୬।୭(ବ୍ୟୁରୋ): ୨୦୨୧-୨୨ ଆର୍ଥିକ ବର୍ଷରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରାଜ୍ୟରେ ବ୍ୟାପକ ବନୀକରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟ ସରକାରଙ୍କ ବିଭିନ୍ନ ବନୀକରଣ ଯୋଜନା ଯଥା ପ୍ରାକୃତିକ ଜଙ୍ଗଲର ପୁନର୍ଜନ୍ମ, ନୂତନ ଜଙ୍ଗଲ ସୃଷ୍ଟି,…

୪୩ ରୁଟ୍‌ରେ ଆଜିଠୁ ଗଡ଼ିବ ଓଏସ୍‌ଆର୍‌ଟିସି ବସ୍‌

ଭୁବନେଶ୍ୱର,୬।୭(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ବସ୍‌ ମଙ୍ଗଳବାରଠାରୁ ୪୩ଟି ରୁଟ୍‌ରେ ଚଳାଚଳ କରିବ। କାଟେଗୋରି-ଏରେ ଥିବା ଜିଲାଗୁଡ଼ିକରେ ଏହି ରୁଟ୍‌ଗୁଡିକ ଅବସ୍ଥିତ। ଓଏସ୍‌ଆର୍‌ଟିସିର ୧୬ଟି ଡିପୋରୁ ଏହି ବସ୍‌ ଚଳାଚଳ କରିବ ବୋଲି ଓଏସ୍‌ଆର୍‌ଟିସି ପକ୍ଷରୁ ଟୁଇଟ…

ସାରା ରାଜ୍ୟରେ ଆବାସ ପ୍ଲସ୍‌ ଆପ୍‌ କାର୍ଯ୍ୟକ୍ଷମ ହେଉ

ଭୁବନେଶ୍ୱର,୬।୭(ବ୍ୟୁରୋ): ସମଗ୍ର ରାଜ୍ୟ ପାଇଁ ଆବାସ ପ୍ଲସ୍‌ ମୋବାଇଲ ଆପ୍‌ କାର୍ଯ୍ୟକ୍ଷମ କରାଯାଉ। ୧ ମାସ ପାଇଁ ଏହି ଆପ୍‌କୁ କାର୍ଯ୍ୟକ୍ଷମ କରିବା ସହ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ଆବାସ ପ୍ଲସ୍‌କୁ ସ୍ଥାନାନ୍ତର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି।…

ରାଜ୍ୟରେ ୨୦ ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୬।୭(ବ୍ୟୁରୋ): ରାଜ୍ୟରେ ‘ବ୍ଲାକ୍‌ ଫଙ୍ଗସ’ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମେ’ ୧୦ରେ ରାଜ୍ୟରେ ପ୍ରଥମ ବ୍ଲାକ୍‌ ଫଙ୍ଗସ ରୋଗୀ ଚିହ୍ନଟ ହୋଇଥିଲେ। ଇତିମଧ୍ୟରେ ମୋଟ୍‌ ୧୩୦ଜଣ ବ୍ଲାକ ଫଙ୍ଗସରେ ସଂକ୍ରମିତ ହୋଇଥିବାବେଳେ ଏମାନଙ୍କ ମଧ୍ୟରୁ ୨୦ ଜଣଙ୍କର…

ପୁଣି ପେଟ୍ରୋଲ ୩୫ ପଇସା ବଢ଼ିଲା

ନୂଆଦିଲ୍ଲୀ/ଭୁବନେଶ୍ୱର,୬।୭: ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ ଦେଶବ୍ୟାପୀ ବିରୋଧ ଓ ଆନ୍ଦୋଳନ ଚାଲିଛି। ଏହା ସତ୍ତ୍ୱେ ବି ତୈଳ ଦର ବୃଦ୍ଧି ରୋକିବାର ନଁା ନେଉନାହିଁ। କ୍ରମାଗତ ୨ୟ ଦିନ ଲାଗି ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଛି। ରବିବାର…

୧୩ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୬।୭(ବ୍ୟୁରୋ): ଆଷାଢ଼ ମାସରେ ବର୍ଷାର ଦେଖାନାହିଁ। କେଉଁଠି କେତେବେଳେ ଅସରାଏ ଦି ଅସରା ବର୍ଷା ହେଉଥିଲେ ମଧ୍ୟ ଅଧିକାଂଶ ସମୟରେ ପାଗ ଶୁଖିଲା ରହୁଛି। ରାଜ୍ୟର ଅଧା ଜିଲା ଏବେ ଅନାବୃଷ୍ଟି ସଙ୍କଟ ଦେଇ ଗତି କରୁଛି। ଧାନବୁଣା ହୋଇଥିଲେ ମଧ୍ୟ…

ମହିଳାଙ୍କୁ ମାରି ସ୍ବାମୀଙ୍କୁ ଭିଡିଓ କଲ୍‌

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ହାଉସିଂ ବୋର୍ଡ କଲୋନୀ ଫେଜ୍‌-୧ ପ୍ଲଟ୍‌ ନଂ. ଏ/ଏଲ୍‌-୧ରେ ଭଡ଼ାରେ ରହୁଥିବା ଜଣେ ମହିଳାଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଛି। ସୌଭାଗ୍ୟବଶତଃ ବଞ୍ଚତ୍ୟାଇଛନ୍ତି ତାଙ୍କ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?