ମେଟ୍ରୋ

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ କୋଟି ୨୧ ଲକ୍ଷ ଦାନ

ଭୁବନେଶ୍ୱର,୪।୫(ବ୍ୟୁରୋ): ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ (ଓପିଜିସି) ଏବଂ ଓଡ଼ିଶା ଜଳବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ କୋଭିଡ୍‌-୧୯ ନିମନ୍ତେ ୩ କୋଟି ୨୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏଥିରେ ଓପିଜିସି ୧ କୋଟି ଟଙ୍କା ଏବଂ ଓଏଚ୍‌ପିସି…

ଜିଏସ୍‌ଟି ସଂଗ୍ରହରେ ଓଡ଼ିଶାର ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର, ୪।୫(ବ୍ୟୁରୋ): ଜିଏସ୍‌ଟି ପ୍ରଚଳନ ହେବା ପରଠାରୁ ଚଳିତ ଆର୍ଥିକ ବର୍ଷ (୨୦୨୧-୨୨) ଏପ୍ରିଲରେ ଓଡ଼ିଶା ୧୧୨୬.୬୭ କୋଟିର ଜିଏସ୍‌ଟି ସଂଗ୍ରହକରି ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ୨୦୧୯ରେ ଏହି ସମୟରେ ରାଜ୍ୟ ଜିଏସ୍‌ଟି ସଂଗ୍ରହ ପରିମାଣ ୯୨୭.୬୦ କୋଟି ଟଙ୍କା…

ଲୁଟ୍‌ବେଳେ ଷ୍ଟାର୍ଟ ହେଲାନି ବାଇକ୍‌, ଧରାପଡ଼ିଲେ ଅଭିଯୁକ୍ତ

ଭୁବନେଶ୍ୱର,୪।୫(ବ୍ୟୁରୋ): ମହିଳାଙ୍କ ବେକରୁ ସୁନାଚେନ୍‌ ଝାମ୍ପିନେଇ ଖସି ପଳାଉଥିବାବେଳେ ବାଇକ୍‌ ଷ୍ଟାର୍ଟ ବନ୍ଦ ହୋଇଗଲା। ଫଳରେ ଜଣେ ଲୁଟେରା ଧରାପଡିଥିବାବେଳେ ଆଉଜଣେ ଖସି ଯାଇଛନ୍ତି। ତେବେ ଧରାପଡିଥିବା ଯୁବକଙ୍କୁ ସ୍ଥାନୀୟ ଲୋକେ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ପରେ ପୋଲିସକୁ…

ଦ୍ୱିତୀୟ ଡୋଜ୍‌ ହିତାଧିକାରୀଙ୍କୁ ଅଗ୍ରାଧିକାର ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟରେ ଟିକା ଅଭାବ ଯୋଗୁ ଦ୍ୱିତୀୟ ଡୋଜ୍‌ ନେବାକୁ ଥିବା ହିତାଧିକାରୀ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି। ତେଣୁ ଏବେ ଦ୍ୱିତୀୟ ଡୋଜ୍‌ ହିତାଧିକାରୀଙ୍କୁ ପ୍ରାଥମିକତା ଦେବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏ ନେଇ ସୋମବାର ସ୍ବାସ୍ଥ୍ୟ…

ବନ୍ଦ ହେଲା ଯାତ୍ରୀନିବାସ ଟିକାକରଣ କେନ୍ଦ୍ର

ଭୁବନେଶ୍ୱର, ୪।୫ (ବ୍ୟୁରୋ):  କାର୍ଯ୍ୟରତ ଖବରଦାତାଙ୍କୁ ଟିକାକରଣ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୋମବାର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ଯାତ୍ରୀନିବାସଠାରେ ବିଭିନ୍ନ ଗଣମାଧ୍ୟମର କାର୍ଯ୍ୟରତ ୧୭୦ଜଣ ଖବରଦାତାଙ୍କୁ ଟିକା ଦିଆଯାଇଛି। ତେବେ ପ୍ରଥମ ଦିନ ହିଁ…

ପ୍ରତି ରବିବାର ଭର୍ଚୁଆଲ୍‌ ମୋଡ୍‌ରେ ବୁଲିପାରିବେ ଜନଜାତି ସଂଗ୍ରହାଳୟ

ଭୁବନେଶ୍ୱର, ୪।୫ (ବ୍ୟୁରୋ): ମହାମାରୀ କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେଇଛି। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଭୁବନେଶ୍ୱରସ୍ଥିତ ଜନଜାତି ସଂଗ୍ରହାଳୟକୁ ଗତ ଏପ୍ରିଲ ୨୬ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଛି। କିନ୍ତୁ ଅନୁସୂଚିତ ଜାତି ଓ…

‘ଆତଙ୍କିତ ପରିସ୍ଥିତି ସୃଷ୍ଟି କରନ୍ତୁ ନାହିଁ’

ଭୁବନେଶ୍ୱର,୪।୫(ବ୍ୟୁରୋ): ଆସନ୍ତା ୫ ତାରିଖ ବୁଧବାରଠାରୁ ରାଜ୍ୟରେ ୧୪ ଦିନିଆ ଲକ୍‌ଡାଉନ ଆରମ୍ଭ ହେଉଛି। ଏଥିପାଇଁ ଲୋକେ ଖାଦ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ କିଣି ଘରେ ମହଜୁଦ ରଖିବାକୁ ଲାଗି ପଡିଛନ୍ତି। ଫଳରେ ହଜାର ବଜାରରେ ଏବେ ଆତଙ୍କିତ ପରିସ୍ଥିତି ସୃଷ୍ଟି…

ଆଜି ୧୧ ଜିଲାରେ ଟିକା ବନ୍ଦ

ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଛି। କିନ୍ତୁ ଟିକା ଅଭାବ ଯୋଗୁ ଏହା କେବଳ ଭୁବନେଶ୍ୱରରେ ଚାଲିଛି। ଖୁବ୍‌ଶୀଘ୍ର ରାଜ୍ୟର ଅନ୍ୟ ସ୍ଥାନରେ ଆରମ୍ଭ ହେବ ବୋଲି କୁହାଯାଇଥିଲେ ମଧ୍ୟ ଏଥିରେ ବହୁ ବିଳମ୍ବ ହେବାର…

ଲକ୍‌ଡାଉନ୍‌ରେ ଅତ୍ୟାବଶ୍ୟକ ସାମଗ୍ରୀ ମିଳିବ

ଭୁବନେଶ୍ୱର,୪।୫(ବ୍ୟୁରୋ): ଆସନ୍ତା ବୁଧବାରଠାରୁ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଲାଗୁ ହେବ। ଏହା ପୂର୍ବରୁ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ହାଟ ବଜାରରେ ଗହଳି ଲଗାଇଛନ୍ତି। ଲକ୍‌ଡାଉନ୍‌କୁ ନେଇ କୌଣସି ମତେ ଭୟଭୀତ ହେବାର ଆବଶ୍ୟକତା ନାହିଁ। ସମସ୍ତ ସୁବିଧା କରାଯାଇଛି।…

ପୁଣି କରୋନାରେ ଆଖିବୁଜିଲେ ୧୫ ଆକ୍ରାନ୍ତ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ୧୫ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ…

କମୁନି କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୮,୨୧୬ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୮,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪,୬୮୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩,୫୩୨ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ଲଗାତାର କିଛି ଦିନ…

ଖୋଲା ରହିବ ଆହାର କେନ୍ଦ୍ର

ଭୁବନେଶ୍ୱର,୩।୫: ଲକ୍‌ଡାଉନରେ ଖୋଲା ରହିବ ଆହାର କେନ୍ଦ୍ର । ହେଲେ ଲୋକେ ଆହାର କେନ୍ଦ୍ରରେ ବସି ଖାଇ ପାରିବେ ନାହିଁ। ଆହାର କେନ୍ଦ୍ରରୁ କେବଳ ପାର୍ସଲ ନେଇପାରିବେ। ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ସନ୍ଧ୍ୟାରେ ଏହି ସୂଚନା ଦେଇଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri