ମେଟ୍ରୋ

ପୁଣି ବିବାହ ବନ୍ଧନରେ ବିଧାୟକ ବ୍ୟୋମକେଶ

ଭୁବନେଶ୍ୱର,୨।୭: ଚିଲିକା କୂଳରେ ଥିବା ଏକ ତାରକା ହୋଟେଲରେ ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଶୁକ୍ରବାର ଦ୍ୱିତୀୟ ବିବାହ କରିଛନ୍ତି। ତାଙ୍କର ଜଣେ ଘନିଷ୍ଠ ସହଯୋଗୀଙ୍କ ଝିଅଙ୍କୁ ବିବାହ କରିଛନ୍ତି। ବିବାହର ଏକ ଫଟୋ ଫେସବୁକରେ ଅପ୍‌ଲୋଡ କରି…

୪ ଦିନ ଲାଗି ରହିବ ବର୍ଷା

ଭୁବନେଶ୍ବର,୨।୭: ରାଜ୍ୟରେ ପୁଣି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମଧରଣର ବର୍ଷା ଗୁରୁବାରଠାରୁ ଆରମ୍ଭ ହୋଇଛି। ଆସନ୍ତା ୪ ଦିନ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିବ। ଆସନ୍ତା ୨୪…

୭୦ ପ୍ରତିଶତ ସିଲାବସରେ ପରୀକ୍ଷା ଦେବେ ଅସନ୍ତୁଷ୍ଟ

ଭୁବନେଶ୍ବର,୨।୭: ମାର୍କକୁ ନେଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କୁ ଶାନ୍ତ କରିବା ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଶୁକ୍ରବାର ପୁଣି ମାଟ୍ରିକ ପରୀକ୍ଷା ଦେବାକୁ ଅନୁରୋଧ କରିଛନ୍ତି । ୧୫ ଦିନ ଭିତରେ ପରୀକ୍ଷା ଫଳ ପ୍ରକାଶ କରିବାକୁ…

ଓଡ଼ିଶାରେ ପହଞ୍ଚିଲା ୯ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର,୨।୭: ରାଜ୍ୟରେ ଶୁକ୍ରବାର ୯ଲକ୍ଷ ୪୩ ହଜାର ୯୩୦ ଡୋଜ କୋଭିସିଲ୍ଡ ଟିକା ପହଞ୍ଚିଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି। ଏହି ଟିକା ସମସ୍ତ ଜିଲାକୁ ପଠାଯିବ । ଗୁରୁବାର ୧ଲକ୍ଷ କୋଭିସଲ୍ଡ ଟିକା ଆସିଥିଲା…

ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ

ଭୁବନେଶ୍ୱର,୨।୭: ଭୁବନେଶ୍ୱର ସାମପୁର ଓ୍ବାର୍ଡ ନମ୍ବର-୨୩ ସ୍ଥିତ ଜିମଖାନା ପାମ୍‌ ହାଇଟ୍‌ ଆପାର୍ଟମେଣ୍ଟର ବ୍ଲକ ‘ଇ’କୁ ସିଲ କରିଛି ବିଏମ୍‌ସି। ଉକ୍ତ ବ୍ଳକରୁ ଏକାଧିକ କୋଭିଡ୍‌ ପଜିଟିଭ ଚିହ୍ନଟ ହେବା ପରେ ଶୁକ୍ରବାର ବିଏମ୍‌ସି ପକ୍ଷରୁ ଆପାର୍ଟମେଣ୍ଟକୁ ସିଲ୍‌ କରାଯାଇ କଣ୍ଟେନମେଣ୍ଟ…

ନିୟମ ପାଳନ କରନ୍ତୁ , ନ ହେଲେ ଆସିପାରେ ତୃତୀୟ ଲହର

ଭୁବନେଶ୍ୱର,୨।୭: ରାଜ୍ୟରେ କରୋନା ଟ୍ରେଣ୍ଡ ୩ ହଜାର ଥିବା ବେଳେ ଚଳିତ ମାସ ଦ୍ୱିତୀୟ ସପ୍ତାହ ବେଳକୁ ସଂକ୍ରମଣ ଆହୁରି କମିବ । ଶୁକ୍ରବାର ଏନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ଦେଶର ଅନ୍ୟ ରାଜ୍ୟରେ ସଂକ୍ରମଣ କମିଛି…

୭୦% ସିଲାବସ୍‌ରୁ ହେବ ମାଟ୍ରିକ୍‌ ଅଫଲାଇନ୍‌ ପରୀକ୍ଷା, ଅସନ୍ତୁଷ୍ଟମାନେ ଦେଇପାରିବେ: ମନ୍ତ୍ରୀ

ଭୁବନେଶ୍ୱର,୨।୭(ବ୍ୟୁରୋ): ଆସନ୍ତା ୩୦ ତାରିଖରୁ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା। ଯେଉଁମାନେ ମାର୍କିଂରେ ଅସନ୍ତୁଷ୍ଟ ସେମାନେ ଅଫଲାଇନ୍‌ ପରୀକ୍ଷା ଦେଇପାରିବେ। ଏଥିପାଇଁ ଜୁଲାଇ ୫ରୁ ୧୪ ମଧ୍ୟରେ ଫର୍ମ ଫିଲ୍‌ଅପ୍‌ ହେବ। ଜୁଲାଇ ୩୦ରୁ ଅଗଷ୍ଟ ୫ ମଧ୍ୟରେ ପରୀକ୍ଷା ପାଇଁ ପ୍ରସ୍ତୁତି…

ଭୁବନେଶ୍ୱରରେ ୧୦୦ ଟପିଲା ପେଟ୍ରୋଲ ଦର

ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ୧୦୦ ଟପିଛି ପେଟ୍ରୋଲ ଦର। ତେବେ ଡିଜେଲ ଦର ବଢ଼ି ନ ଥିବା ଜଣାପଡ଼ିଛି। ପେଟ୍ରୋଲ ଲିଟର ପିଛା ୧୦୦.୦୧ ଟଙ୍କାରେ ବିକ୍ରି ହେଉଥିବା ବେଳେ ଡିଜେଲ ଲିଟର ପିଛା ୯୭.୨୫ ଟଙ୍କା ରହିଛି। ଗୁରୁବାର…

୫ରୁ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ

ଭୁବନେଶ୍ୱର,୨।୭(ବ୍ୟୁରୋ): ସରକାର ଜୁଲାଇ ୧ରୁ ୧୬ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍‌ କଟକଣାକୁ କୋହଳ କରିଛନ୍ତି। ଏହାକୁ ବିଚାର କରି ଆସନ୍ତା ୫ରୁ ୧୭ତାରିଖ ପର୍ଯ୍ୟନ୍ତ କଟକଣା ମଧ୍ୟରେ ହାଇକୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସମୟ ମଧ୍ୟରେ ପ୍ରତ୍ୟେକ କାର୍ଯ୍ୟ ଦିବସରେ…

ଆଜି ଆଉ ୪୬ ଜୀବନ ନେଲା କରୋନା, ୪୧୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୬ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ମୃତ୍ୟୁସଂଖ୍ୟା ୪୧୦୯କୁ ବୃଦ୍ଧି ପାଇଛି। ଆଜି…

ଆଜି ରାଜ୍ୟରୁ ୩୨୨୨ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର,୨ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୩୨୨୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୧୬,୧୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୩୮ ଜଣ ଚିହ୍ନଟ…

୫୬ ଇକୋନୋମିକ୍‌ ଇନ୍‌ଭେଷ୍ଟିଗେଟରଙ୍କୁ ନିଯୁକ୍ତି

ଭୁବନେଶ୍ୱର,୨।୭(ବ୍ୟୁରୋ): ସନ୍ତୁଳିତ ଆଞ୍ଚଳିକ ଅଭିବୃଦ୍ଧି ଲାଗି ବିକାଶମୂଳକ ଯୋଜନାରେ ଗୋଷ୍ଠୀଗତ ସମ୍ପୃକ୍ତି ଅତ୍ୟନ୍ତ ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଯୋଜନା ଓ ସଂଯୋଜନ ବିଭାଗରେ ସଦ୍ୟ ନିଯୁକ୍ତ ୫୬ ବରିଷ୍ଠ ଇକୋନୋମିକ୍‌ ଇନ୍‌ଭେଷ୍ଟିଗେଟରଙ୍କ ଯୋଗଦାନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?