ମେଟ୍ରୋ

ଟିକା ଉତ୍ସବ କାହିଁକି ବୋଲି ପ୍ରଶ୍ନ କଲା କଂଗ୍ରେସ

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ଗତ ରବିବାରଠାରୁ ଆସନ୍ତା ୧୫ ତାରିଖ ୪ଦିନ ବ୍ୟାପୀ ସମଗ୍ର ଦେଶରେ ପ୍ରଧାନମନ୍ତ୍ରୀ ଟିକା ଉତ୍ସବ ପାଳନ ନିମିତ୍ତ ଘୋଷଣା କରିଛନ୍ତି। ଗତ ଏପ୍ରିଲ ୮ ତାରିଖରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନାରେ ସେ ଏହି ସୂଚନା ଦେଇଥିଲେ। ସୋମବାର…

‘ପିପିଲି ବିକାଶ କଥା ନିଜେ ବୁଝିବି’

ଭୁବନେଶ୍ୱର,୧୩।୪(ବ୍ୟୁରୋ): ମୁଁ ପିପିଲି-ଡେଲାଙ୍ଗ ଯାଇଥାଆନ୍ତି। ଆପଣମାନେ ମୋତେ ଆଶୀର୍ବାଦ କରିବାକୁ ବହୁସଂଖ୍ୟାରେ ଏକାଠି ହୋଇଥାନ୍ତେ। କୋଭିଡ୍‌ ସମୟରେ ଏହା ଠିକ୍‌ ହେବ ନାହିଁ। ମୋ ପାଇଁ କିଏ ବିପଦରେ ପଡୁ ଏହା ମୁଁ ଚାହେଁ ନାହିଁ। ସେଥିପାଇଁ ଭିଡିଓ କନ୍‌ଫରେନ୍ସରେ ଆପଣମାନଙ୍କୁ…

ମାଡିଆସୁଛି ଘୂର୍ଣ୍ଣିଝଡ଼: ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୨।୪: କାଳବୈଶାଖୀ ଜନିତ ବର୍ଷାରେ ରାଜ୍ୟବାସୀ ଅସହ୍ୟ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ ଆଭ୍ୟନ୍ତର, ଦକ୍ଷିଣ ଓ ଉପକୂଳର ୨୧ଟି ଜିଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର…

ରାଜଧାନୀରୁ ୧୯୦ ପଜିଟିଭ ଚିହ୍ନଟ: ଚିନ୍ତା ବଢାଉଛି ଖଣ୍ଡଗିରି

ଭୁବନେଶ୍ବର,୧୨।୪: ରାଜଧାନୀ ଭୁବନେଶ୍ବରବାସୀଙ୍କ ପାଇଁ ପୁଣି ଥରେ ଆସିଯାଇଛି ସତର୍କ ହେବାର ସମୟ। ସୋମବାର ରାଜଧାନୀରେ ୧୯୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୮ଜଣ ଓ ସ୍ଥାନୀୟ ସଂକ୍ରମିତ ୧୫୨ ବୋଲି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି)ପକ୍ଷରୁ ସୂଚନା ଦିଆଯାଇଛି। ବିଏମ୍‌ସିର…

ଦୁଇ ବିଶ୍ୱବିଦ୍ୟାଳୟ କୁଳପତି ନିଯୁକ୍ତ: ଜାଣନ୍ତୁ କେଉଁଠି କିଏ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ ଦୁଇ ବିଶ୍ୱବିଦ୍ୟାଳୟର କୁଳପତି ସୋମବାର ନିଯୁକ୍ତ ହୋଇଛନ୍ତି। ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ କରାଯାଇଛି । ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପାଇଁ ପ୍ର. ଉମାବଲ୍ଲଭ ମହାପାତ୍ରଙ୍କୁ କୁଳପତି ଭାବେ ନିଯୁକ୍ତ କରାଯାଇଥିବା…

ପିପିଲି ଉପନିର୍ବାଚନ: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ମୁଖ୍ୟମନ୍ତ୍ରୀ ପଚାରି ବୁଝିଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଅଜିତ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଜାଣିବା…

ଡାକ୍ତରଖାନା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ୍‌: ଜରୁରୀ ନ ଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟର ସମସ୍ତ ଡାକ୍ତରଖାନା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ ଜାରି କରାଯାଇଛି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ଗାଇଡ୍‌ଲାଇନ ଜାରି ହୋଇଛି । ଗାଇଡ୍‌ ଲାଇନ ଅନୁସାରେ ସେଣ୍ଟ୍ରାଲ ରେଜିଷ୍ଟ୍ରେଶନ ବଦଳରେ ମାନୁଆଲ ରେଜିଷ୍ଟ୍ରେଶନ ହେବ। ଆବଶ୍ୟକତା ନ…

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଭୁବନେଶ୍ୱରରେ ହେବ କ୍ୟାନ୍ସର ହସ୍ପିଟାଲ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନୁଷ୍ଠିତ ଏହି ବୈଠକରେ ୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ସେଗୁଡିକ ହେଉଛି- ଭୁବନେଶ୍ୱରରେ ହେବ ବାଗ୍‌ଚୀ ଶଙ୍କର…

ହାଇଦର ସହଯୋଗୀ ୟାକୁବଙ୍କ ଆତ୍ମସମର୍ପଣ: ଯୋଗାଉଥିଲେ ବିରିୟାନୀ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ହାଇଦରଙ୍କ ସହଯୋଗୀ ସଲୁ ଓରଫ ୟାକୁବ ସୋମବାର କଟକ ଚାଉଳିଆଗଞ୍ଜ ଥାନାରେ ଆତ୍ମସମର୍ପଣ କରିଛନ୍ତି। ଏସ୍‌ସିବିରେ ହାଇଦରଙ୍କୁ ବିରିୟାନୀ ଦେଇଥିଲେ ୟାକୁବ । ସେପଟେ ହାଇଦରକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ରେଡ୍‌ ଜାରି କରିଛି କମିଶନରେଟ୍‌ ପୋଲିସ।…

ଉତ୍କଳ ବିଶ୍ୱବିଦ୍ୟାଳୟର ଆଉ ୪ ଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଆଉ ୪ ଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ସୋସିଓଲୋଜି ବିଭାଗର ଜଣେ ଛାତ୍ର କରୋନା ସଂକ୍ରମିତ ହେବାର ଗୋଟିଏ ଦିନ ପରେ ଆଉ ୪ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।…

ଆଜି କରୋନାରେ ଆଖି ବୁଜିଲେ ୨ ଆକ୍ରାନ୍ତ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ସୋମବାର କରୋନାରେ ରାଜ୍ୟରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ନୂଆପଡ଼ା ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯୨୮ରେ ପହଞ୍ଚିଛି।…

ଆଜି ରାଜ୍ୟରୁ ୧୭୪୧ ପଜିଟିଭ୍‌ ଚିହ୍ନଟ, ପୁଣି ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ଼

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୧୭୪୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୧,୩୦୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri