ରାଜ୍ୟରେ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ: ଜଣେ ମୃତ
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଶନିବାର ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୬ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୪ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ...
ଉଚ୍ଛେଦ, ଥଇଥାନକୁ ବିରୋଧ ଜାରି
ଭୁବନେଶ୍ୱର,୨୩।୧(ବ୍ୟୁରୋ): ସ୍ଲମ୍ ଡେଭଲପ୍ମେଣ୍ଟ ପ୍ରୋଜେକ୍ଟ ପାଇଁ ଗାଡ଼କଣ ମହାବୀର ବସ୍ତି ଉଚ୍ଛେଦ କରାଯାଉଛି। ଏଠାରେ ଥିବା ୧୦୪ ପରିବାରଙ୍କୁ ସ୍ଥାନୀୟ ମହିମାନଗର ବସ୍ତିରେ ଥଇଥାନ ବେଳେ ଗ୍ରାମବାସୀ ଓ ଏନ୍ଫୋର୍ସମେଣ୍ଟ ଟିମ୍ ୨ଦିନ ଧରି ମୁହାଁମୁହଁି ହେବା ପରେ ଏହି କାର୍ଯ୍ୟକୁ...
ଉଦ୍ୟାନ କୃଷି ପାଇଁ ଚାଷୀ ମାନସିକତା ବଦଳିବା ଆବଶ୍ୟକ
ଭୁବନେଶ୍ୱର, ୨୩।୧(ବ୍ୟୁରୋ): ଉଦ୍ୟାନ କୃଷିରେ ଅଳ୍ପ ଜମିରେ ଅଧିକ ଲାଭ ପାଇବାର ସୁଯୋଗ ରହିଛି। ତେଣୁ ଚାଷୀମାନେ ଅଧିକରୁ ଅଧିକ ଉଦ୍ୟାନ କୃଷି ଭିତ୍ତିକ ଚାଷ ଓ ଅର୍ଥକରୀ ଫସଲ କରିବା ନିମନ୍ତେ ମାନସିକତାରେ ପରିବର୍ତ୍ତନ ଆଣିବାର ଆବଶ୍ୟକତା ରହିଛି।...
ଏଥର ଇ-ବିଧାନସଭା
ଭୁବନେଶ୍ୱର, ୨୩।୧(ବ୍ୟୁରୋ): ଆସନ୍ତା ବିଧାନସଭା ଅଧିବେଶନ ସମ୍ପୂର୍ଣ୍ଣ ଡିଜିଟାଲ ମୋଡରେ ହେବ। ଗୃହର ସମସ୍ତ କାର୍ଯ୍ୟବିଧି ବିନା କାଗଜରେ ଅନଲାଇନ ଜରିଆରେ ସମ୍ପାଦନ କରାଯିବ। ଅନୁରୂପ ଭାବେ ବଜେଟ ମଧ୍ୟ ଡିଜିଟାଲ ମୋଡରେ ଉପସ୍ଥାପନ ହେବ। ଶୁକ୍ରବାର ବିଧାନସଭା ବାଚସ୍ପତି...
‘ଉତ୍ତମ ମାନର ଉତ୍ପାଦନ ସବୁଠାରୁ ବଡ଼ ଆବଶ୍ୟକତା’
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରପ୍ତାନି ପାଇଁ ଉତ୍ତମ ମାନର ଉତ୍ପାଦନ ହେଉଛି ସବୁଠାରୁ ବଡ଼ ଆବଶ୍ୟକତା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶୁକ୍ରବାର ରାଜ୍ୟ ରପ୍ତାନି ପୁରସ୍କାର ଉତ୍ସବ(ଷ୍ଟେଟ୍ ଏକ୍ସପୋର୍ଟ ଆଓ୍ବାର୍ଡ ସେରିମନି)-୨୦୨୧କୁ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱସ୍ତରୀୟ...
ବକୁଳବନର ପୁନରୁଦ୍ଧାର ପାଇଁ ଶପଥ
ସାକ୍ଷୀଗୋପାଳ,୨୩ା୧(ସ୍ବ.ପ୍ର./ଡି.ଏନ୍.ଏ.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଏବଂ ସତୀର୍ଥମାନଙ୍କ ଦ୍ୱାରା ନିର୍ମିତ ମଣିଷ ତିଆରି କାରଖାନା, ସେବା, ସଂସ୍କାର ଓ ସାହିତ୍ୟ ସାଧନାରେ ପରିପୁଷ୍ଟ ଓଡ଼ିଶାର ଅନ୍ୟତମ ଐତିହାସିକ ପୀଠ ସତ୍ୟବାଦୀସ୍ଥିତ ବକୁଳବନର ହଜିଲା ସ୍ମୃତିକୁ ଫେରାଇ ଆଣିବାକୁ ଓଲିଉଡ...
ସପ୍ତାହକୁ ୩ଦିନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ଦିଆଯିବ
ଭୁବନେଶ୍ୱର, ୨୩।୧(ବ୍ୟୁରୋ) : ଏଣିକି ସପ୍ତାହରେ ୩ଦିନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ଦିଆଯିବ। ପ୍ରତି ମଙ୍ଗଳ, ବୁଧ ଓ ଶୁକ୍ରବାର ଟିକାକରଣ ହେବ। କିନ୍ତୁ ସରକାରୀ ଓ ଘରୋଇ ମେଡିକାଲ କଲେଜରେ ଛୁଟିଦିନ ଛାଡ଼ି ଅନ୍ୟ ଦିନରେ ସୁବିଧା ଅନୁଯାୟୀ...
ଜେଲ୍ ଗଲେ ଶୁଭ୍ରା, ପ୍ରମାଣ ଯୋଗାଡ଼ରେ ସିବିଆଇ
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରୋଜ୍ଭ୍ୟାଲି ଚିଟ୍ଫଣ୍ଡ୍ ଠକେଇ ମାମଲାରେ ଗିରଫ ହୋଇଥିବା ସଂସ୍ଥାର ଚେୟାରମ୍ୟାନ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଶୁଭ୍ରା କୁଣ୍ଡୁଙ୍କ ୫ ଦିନିଆ ରିମାଣ୍ଡ ଅବଧି ଶୁକ୍ରବାର ଶେଷ ହୋଇଛି। ସିବିଆଇ ଅପରାହ୍ନରେ ତାଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର...
ଦଲାଲଙ୍କ ପାଇଁ ଓକିଲାତି କରୁଛି ଭାଜପା: ବିଜେଡି
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଜାରି ରହିଥିବା ଧାନକିଣା ପ୍ରକ୍ରିୟାରେ ଚାଷୀମାନେ ଉପକୃତ ହେଉଛନ୍ତି। ତେବେ କେତେଜଣ ଦଲାଲଙ୍କ ସହ ହାତ ମିଳାଇ ଓଡ଼ିଶା ଭାଜପା ସେମାନଙ୍କ ପାଇଁ ଓକିଲାତି କରୁଛି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର। ୨୦୧୮-୧୯ରେ ୬୫.୫...
ହାଲକା ଶୀତ
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ହାଲକା ଶୀତ ପଡ଼ିଛି। ୧୭ ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍ ତଳେ ରହିଛି। ତେବେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ାରେ ୮.୬ ଡିଗ୍ରୀ ସେଲସିୟସ୍ ରେକର୍ଡ...
ଭୁବନେଶ୍ୱରରୁ ଆଜି ପୁଣି ୫ ପଜିିଟିଭ୍ ଚିହ୍ନଟ: ୭ ସୁସ୍ଥ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧ ଜଣ ରହିଥିବା ବେଳେ ଲୋକାଲ କେସ୍ ୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...
ରେଭେନ୍ଶାର କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପ୍ରଫେସର ସଞ୍ଜୟ କୁମାର ନାୟକଙ୍କୁ ରେଭେନ୍ଶା ବିଶ୍ୱବିଦ୍ୟାଳୟର କୁଳପତି ଭବେ ନିଯୁକ୍ତି ଦେଇଛନ୍ତି। ସେ ୪ ବର୍ଷ ପାଇଁ କାର୍ଯ୍ୟଭାର ଗ୍ରହଣ କରିବେ । ପ୍ରଫେସର ନାୟକ ବର୍ତ୍ତମାନ ଚେନ୍ନାଇର ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ୍...
Archives


